National & International

‘ଜମି କେନ୍ଦ୍ର ଦେଉ, ଘର ଦିଲ୍ଲୀ ସରକାର କରିବେ…’, ସଫେଇ କର୍ମଚାରୀଙ୍କୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଲେ କେଜ୍ରିୱାଲ

ଦିଲ୍ଲୀ ନିର୍ବାଚନକୁ ଦୃଷ୍ଟିରେ ରଖି ଅରବିନ୍ଦ କେଜ୍ରିୱାଲ ଘୋଷଣା ପରେ ଘୋଷଣା କରି ଚାଲିଛନ୍ତି । ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ କେଜ୍ରିୱାଲ ଆଜି ମଧ୍ୟ ସାମ୍ବାଦିକ ସମ୍ମିଳନୀ କରି ଏକ ନୂଆ ଘୋଷଣା…

ସୈଫ ଅଲ୍ଲୀ ଖାନଙ୍କୁ ଆକ୍ରମଣ ଘଟଣା, ୫ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲା ଗିରଫ ଅଭିଯୁକ୍ତ

ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଛୁରି ଆକ୍ରମଣ ଘଟଣାରେ ଗିରଫ ହୋଇଥିବା ଯୁବକକୁ ପୋଲିସ ୫ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ନିଆଯାଇଛି । ଆଜି ସକାଳେ ଗିରଫ ହୋଇଥିବା ଯୁବକକୁ କୋର୍ଟରେ ହାଜର କରାଯାଇଥିଲା । ସେଠାରେ…

ବିଜେପିର ସଂକଳ୍ପ ପତ୍ରକୁ ଟାର୍ଗେଟ କଲେ ଆପ ସାଂସଦ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଦଳଗୁଡ଼ିକ ପରସ୍ପର ଉପରେ ଦୋଷ ଲଦୁଛନ୍ତି। ଏହି ସମୟରେ, ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ଏବଂ ସାଂସଦ ସଞ୍ଜୟ ସିଂହ ପାଲମ ଏବଂ ନଜଫଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ସାଧାରଣ ସଭାକୁ ସମ୍ବୋଧିତ…

ଆମେରିକାରେ ଟିକଟକ ବନ୍ଦ

ନୂଆଦିଲ୍ଲୀ: ଆମେରିକାରେ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଟିକଟକ୍ ବନ୍ଦ ହୋଇଯାଇଛି। ଶନିବାର ବିଳମ୍ବିତ ରାତିରେ ଟିକଟକ୍ ଆମେରିକାରେ କାମ କରିବା ବନ୍ଦ କରିଦେଇଥିଲା। ଏହା ଆପଲ୍ ଓ ଗୁଗୁଲ୍ ଆପ୍ ଷ୍ଟୋରରୁ ମଧ୍ୟ ଅଦୃଶ୍ୟ ହୋଇଯାଇଛି। ବର୍ତ୍ତମାନ ଆମେରିକାରେ ଏହି ଆପ୍…

ମହାକୁମ୍ଭରେ ଭୀଷଣ ନିଆଁ, ଜଳିଗଲା ୨୫ଟି ଶିବିର

ପ୍ରୟାଗରାଜ : ପ୍ରୟାଗରାଜଠାରେ ଚାଲିଥିବା ମହାକୁମ୍ଭ ମେଳା ଅଞ୍ଚଳରେ ନିଆଁ ଲାଗିଥିବା ଖବର ମିଳିଛି । ଏହି ନିଆଁ ଏତେ ଭୀଷଣ ଥିଲା ଯେ ଦୂରରୁ ନିଆଁ ଦୃଶ୍ୟମାନ ହେଉଥିଲା । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି।…

ରାଜଭବନ ଛକରେ ସିରିଜ୍ ଦୁର୍ଘଟଣା: ୨ ବାଇକ୍‌କୁ ଘୋଷାଡ଼ି ନେଲା କାର୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରର ରାଜଭବନ ଛକରେ ଶନିବାର ସନ୍ଧ୍ୟାରେ ସିରିଜ୍ ଦୁର୍ଘଟଣା ଘଟିଛି। ଏକ ହୁଣ୍ଡାଇ କାର୍ ରଙ୍ଗ୍ ରୁଟ୍‌ରେ ଆସି ଦୁଇ ବାଇକକୁ ଧକ୍କା ଦେଇଛି। କାର୍ ବାଇକ୍ ଦୁଇଟିକୁ କିଛି ବାଟ ଘୋଷାଡ଼ି ନେଇ ରାଜଭବନ ଗୋଲେଇ ଛକର…

ଦାଦର ଷ୍ଟେସନରେ ସୈଫ୍ ଅଲ୍ଲୀ ଖାନଙ୍କୁ ଛୁରିମାଡ଼ କରିଥିବା ଆକ୍ରମଣକାରୀ

ମୁମ୍ବାଇ : ଅଭିନେତା ସୈଫ୍ ଅଲ୍ଲୀ ଖାନଙ୍କୁ ଜାନୁଆରୀ ୧୬ ତାରିଖରେ ଛୁରିମାଡ଼ କରିଥିବା ଆକ୍ରମଣକାରୀକୁ ମୁମ୍ବାଇର ଦାଦର ରେଳ ଷ୍ଟେସନରେ ବୁଲୁଥିବା ଦେଖାଯାଇଛି। ଦାଦରର ଏକ ଦୋକାନରୁ ହେଡଫୋନ୍ କିଣି ଆକ୍ରମଣକାରୀ ଷ୍ଟେସନ ଅଭିମୁଖେ ଯାଉଥିବା ସିସିଟିଭି ଦୃଶ୍ୟରୁ ଜଣାପଡିଛି।…

୭୦୦ ପାଲେଷ୍ଟିନୀୟଙ୍କୁ ଛାଡ଼ିବ ଇସ୍ରାଏଲ୍

ତେଲ ଅଭିବ: ଗାଜାରେ ଶାନ୍ତି ଚୁକ୍ତି ହୋଇଛି। ଇସ୍ରାଏଲ ଓ ହାମାସ ଯୁଦ୍ଧ ବନ୍ଦ କରିବାକୁ ରାଜି ହୋଇଛନ୍ତି। ଇସ୍ରାଏଲ କ୍ୟାବିନେଟ୍ ଗାଜାରେ ଅସ୍ତ୍ରବିରତି ଚୁକ୍ତିକୁ ଅନୁମୋଦନ କରିଛି। ଏବେ ଇସ୍ରାଏଲ ହାମାସର ଲୋକଙ୍କ ତାଲିକା ଜାରି କରିଛି, ଯେଉଁମାନଙ୍କୁ ସେ…

ତେଜସ୍ବୀ ଯାଦବ ଆରଜେଡିର ନୂଆ ସୁପ୍ରିମୋ, ଲାଲୁ ଯୁଗର ଅବସାନ

ପାଟନା : ତେଜସ୍ୱୀ ଯାଦବ ହେବେ ବିହାରରେ ଆରଜେଡିର ନୂଆ ମୁଖ୍ୟ । ଆରଜେଡିରେ ଏବେ ଏକ ତେଜସ୍ବୀ ଯୁଗ ଆରମ୍ଭ ହୋଇଛି । ଶନିବାର ପାଟନାରେ ଦଳର କାର୍ଯ୍ୟକାରିଣୀ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଦଳୀୟ ସମ୍ବିଧାନ ସଂଶୋଧନ ପାଇଁ…

ଜିନ୍‌ପିଙ୍ଗଙ୍କ ସହ କଥା ହେଲେ ଟ୍ରମ୍ପ

ୱାଶିଂଟନ: ଦ୍ବିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଥିବା ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗଙ୍କ ସହିତ ଟେଲିଫୋନ ବାର୍ତ୍ତାଳପ କରିଛନ୍ତି। ଉଭୟଙ୍କ କଥାବାର୍ତ୍ତାର ସବିଶେଷ ସୂଚନା ମିଳି ନାହିଁ। ତେବେ ଟ୍ରମ୍ପଙ୍କ…