National & International

LAC ସ୍ଥିତି ସମ୍ବେଦନଶୀଳ କିନ୍ତୁ ସ୍ଥିର: ସ୍ଥଳ ସେନା ମୁଖ୍ୟ

ଏଲ୍‌ଏସିରେ ସ୍ଥିତି ସମ୍ବେଦନଶୀଳ କିନ୍ତୁ ସ୍ଥିର ରହିଛି। ଭାରତୀୟ ସେନା ପ୍ରତିଟି ସ୍ଥିତି ମୁକାବିଲା କରିବାକୁ ପ୍ରସ୍ତୁତ। ଭାରତ ଓ ଚୀନ୍‌ ସୀମା ବିବାଦକୁ ନେଇ ଆଜି ଏଭଳି କିଛି କହିଛନ୍ତି ସ୍ଥଳ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ। ସୀମା…

CAG ରିପୋର୍ଟ: ସଚ୍ଚୋଟତା ଉପରେ ସନ୍ଦେହ, ଆପ୍‌ ଉପରେ ବର୍ଷିଲେ ହାଇକୋର୍ଟ

ପାଖେଇ ଆସିଲାଣି ଦିଲ୍ଲୀ ବିଧାନସଭା ନିର୍ବାଚନ। ଆସନ୍ତା ମାସରେ ପଡିବ ଭୋଟ୍‌। ଏହି ନିର୍ବାଚନୀ ଭିତରେ ଆମ୍‌ ଆଦମୀ ପାର୍ଟି ସରକାର ଉପରେ ବର୍ଷିଛନ୍ତି ଦଲ୍ଲୀ ହାଇକୋର୍ଟ। ସିଏଜି ରିପୋର୍ଟକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଆପର୍‌ ସଚ୍ଚୋଟତା ଉପରେ କୋର୍ଟ…

ମହାକୁମ୍ଭରୁ ମାଲାମାଲ ହେବ ୟୁପି, ରାଜ୍ୟ ଆୟ କରିବ ୨ ଲକ୍ଷ କୋଟି!

ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହୋଇଯାଇଛି ମହାକୁମ୍ଭ ମେଳା। ସଙ୍ଗମସ୍ଥଳରେ ବୁଡ଼ ପକାଇବା ପାଇଁ କୋଟି କୋଟି ଶ୍ରଦ୍ଧାଳୁ ଏକାଠି ହୋଇଛନ୍ତି। ପ୍ରଥମ ଦିନରେ ତ୍ରିବେଣୀ ସଙ୍ଗମରେ ପ୍ରାୟ ୫୦ ଲକ୍ଷ ଲୋକ ବୁଡ଼ ପକାଇଛନ୍ତି। ୨୬ ଫେବ୍ରୁଆରୀ ଯାଏ ଚାଲିବାକୁ…

ପାକିସ୍ତାନ କୋଇଲା ଖଣି ବିସ୍ଫୋରଣ – ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ପାକିସ୍ତାନରେ ମିଥେନ୍ ଗ୍ୟାସ୍ ଯୋଗୁ ଏକ କୋଇଲା ଖଣିରେ ହୋଇଥିବା ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଗତକାଲି ବେଲୁଚିସ୍ତାନ ପ୍ରଦେଶର କୋଇଲା ଖଣିରୁ ଉଦ୍ଧାରକାରୀମାନେ ଆଉ ୭ଟି ମୃତଦେହ ଉଦ୍ଧାର କରିଥିଲେ। ପ୍ରଦେଶ ଖଣି ବିଭାଗର ମୁଖ୍ୟ ଅବଦୁଲ୍ଲା…

ଥମୁନି ଆମେରିକାରେ ନିଆଁ, ହଜାର ହଜାର ପଶୁପକ୍ଷୀ ମୃତ

ଆମେରିକାରେ ଲସ୍ ଆଞ୍ଜେଲସରେ ଲାଗିଥିବା ନିଆଁରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ୫ ଜଣ ପାଲିସଡେସ୍ ଅଗ୍ନିଶମ ଜୋନରୁ ଚିହ୍ନଟ ହୋଇଥିବା ବେଳେ ୧୧ ଜଣ ଇଟନ୍ ଫାୟାର ଜୋନରୁ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ଲସ୍ ଏଞ୍ଜେଲସ୍…

କପିଳ ଦେବଙ୍କୁ ହତ୍ୟା କରିବାକୁ ବନ୍ଧୁକ ଧରି ତାଙ୍କ ଘରକୁ ଯାଇଥିଲି: ଯୋଗରାଜ

ପୂର୍ବତନ କ୍ରିକେଟର ଯୁବରାଜ ସିଂହଙ୍କ ବାପା ଯୋଗରାଜ ସିଂହ ସର୍ବଦା ବିବାଦୀୟ ମନ୍ତବ୍ୟ ପାଇଁ ଚର୍ଚ୍ଚାରେ ରହିଆସନ୍ତି। ସେ ଏବେ ପୁଣି ଥରେ ଅନୁରୂପ ମନ୍ତବ୍ୟ ପାଇଁ ଚର୍ଚ୍ଚାକୁ ଆସିଛନ୍ତି। ସେ ଏକଦା କପିଳ ଦେବଙ୍କୁ ହତ୍ୟା କରିବାକୁ ବନ୍ଧୁକ ଧରି…

ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବ ଆମ ଯୁବ ଶକ୍ତି – ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଯୁବବର୍ଗଙ୍କ ଶକ୍ତି ଖୁବ୍ ଶୀଘ୍ର ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବ। ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ ବିକଶିତ ଭାରତ ଯୁବ ନେତା ସଂଳାପ ୨୦୨୫ ଅବସରରେ ଶ୍ରୀ ମୋଦୀ କହିଛନ୍ତି…

ତାମିଲନାଡୁ ବିଧାନସଭାରେ ଜାତୀୟ ସଂଗୀତକୁ ଅଣଦେଖା: ମୁଖ୍ୟମନ୍ତ୍ରୀ-ରାଜ୍ୟପାଳ ମୁହାଁମୁହିଁ

ତାମିଲନାଡୁ ବିଧାନସଭାରେ ଜାତୀୟ ସଂଗୀତକୁ ଅଣଦେଖା କରାଯିବା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନ ଏବଂ ରାଜ୍ୟପାଳ ଆର.ଏନ. ରବିଙ୍କ ମଧ୍ୟରେ ବିବାଦ ଘନୀଭୂତ ହେବାରେ ଲାଗିଛି। ରାଜ୍ୟପାଳ ବିଧାନସଭା ଅଧିବେସନକୁ ସମ୍ବୋଧିତ ନ କରିବାରୁ ମୁଖ୍ୟମନ୍ତ୍ରୀ ଏହାକୁ ରାଜ୍ୟପାଳଙ୍କ ପିଲାଳିଆମି…

ଲୋକଙ୍କୁ ନିର୍ବାଚନ ଖର୍ଚ୍ଚ ମାଗିଲେ ଆତିଶୀ

ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଯାଉଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହି ନିର୍ବାଚନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ କାଲକାଜି ଆସନରୁ ଆମ ଆଦମୀ ପାର୍ଟି(ଆପ୍‌)ରୁ ପ୍ରାର୍ଥୀ ହୋଇଛନ୍ତି। ତେବେ ନିର୍ବାଚନ ଖର୍ଚ୍ଚ ପାଇଁ ସେ ଜନସାଧାରଣଙ୍କୁ ଟଙ୍କା ମାଗିଛନ୍ତି। କ୍ରାଉଡଫଣ୍ଡିଂ ଜରିଆରେ…

ଚାଇନା ଭାଇରସକୁ ନେଇ ବଢିଲା ଟେନସନ୍, ଗୁରୁତ୍ବପୁର୍ଣ୍ଣ ବୈଠକ ଡାକିଲା ସ୍ଵାସ୍ଥ୍ୟ ବିଭାଗ

ନୂଆଦିଲ୍ଲୀ: ଚାଇନା ଭାଇରସକୁ ନେଇ ଚିନ୍ତାରେ ସାରା ଦେଶ । ଚୀନରେ ଦେଖା ଦେଇଥିବା ଏଚଏମପିଭି ଭାଇରସ ଏବେ ଧିରେ ଧିରେ ସାରା ବିଶ୍ଵରେ ବ୍ୟାପିବାରେ ଲାଗିଛି । ଆଉ ଏହାରି ଭିତରେ ଭାରତରେ ପ୍ରବେଶ କରିଛି ଏହି ଭାଇରସ୍ ।…