National & International

ସିକ୍କିମରେ ଭୂସ୍ଖଳନ: ପାହାଡ଼ରୁ ଖସୁଛି ମାଟି ଓ ପଥର, ସଙ୍କଟରେ ୧୫୦ ଲୋକଙ୍କ ଜୀବନ

ନୂଆଦିଲ୍ଲୀ: ପଶ୍ଚିମ ସିକ୍କିମରେ ଭୟଙ୍କର ଭୂସ୍ଖଳନ। ଗ୍ୟାଲସିଂ ଜିଲ୍ଲାର ୟୁକସମ୍ ସବ୍ ଡିଭିଜନ୍ ରିମ୍ବି ଓ ସିଙ୍ଗଲିତମ ଅଞ୍ଚଳରେ ବିଶାଳ ଭୂସ୍ଖଳନ ହୋଇଛି। ପାହାଡ଼ରୁ ମାଟି ଓ ପଥର ଲଗାତାର ତଳକୁ ଖସୁଥିବାରୁ ଜନବସତି ସହ ଚାଷଜମି ପ୍ରତି ବିପଦ ବଢ଼ିଛି।…

ଜିମ୍ବାୱେରେ ନୌକା ଦୁର୍ଘଟଣାରେ ଚାଲିଗଲା ୭୨ ଜୀବନ

ନୂଆଦିଲ୍ଲୀ: ଜିମ୍ବାୱେରେ ଭୟଙ୍କର ନୌକା ଦୁର୍ଘଟଣା । କରିବା ହ୍ରଦରେ ଏକ ଯାତ୍ରୀବାହୀ ନୌକା ଓଲଟି ପଡ଼ିବାରୁ ୭୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ୧୮ ଜଣ ଶିଶୁ ଥିବା ଜଣାପଡ଼ିଛି । ଶନିବାର ଉଦ୍ଧାରକାରୀ ଦଳ…

ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାମପୁରହାଟ: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲା ରାମପୁରହାଟରେ ରବିବାର ସକାଳେ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିଧାନସଭାର ପୂର୍ବତନ ଉପବାଚସ୍ପତି ତଥା ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ତାଙ୍କ ଘର ନିକଟସ୍ଥ ଦଳୀୟ କାର୍ଯ୍ୟାଳୟରୁ ଉଦ୍ଧାର କରାଯାଇଛି।…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ରାଷ୍ଟ୍ରପତିଙ୍କ ବାର୍ତ୍ତା: ଆତଙ୍କବାଦ ବିରୋଧୀ ଲଢ଼େଇ ଓ ନ୍ୟାୟପାଳିକା ଉପରେ ଗୁରୁତ୍ୱାରୋପ

ନୂଆଦିଲ୍ଲୀ: ସାରା ଦେଶ ଏବେ ୮୦ତମ ସ୍ୱାଧୀନତା ଦିବସ ପାଳନର ଉତ୍ସବରେ ମସଗୁଲ ଥିବାବେଳେ, ଏହି ପବିତ୍ର ଅବସରର ଠିକ୍ ପୂର୍ବସନ୍ଧ୍ୟାରେ ଅର୍ଥାତ୍ ଅଗଷ୍ଟ ୧୪ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏକ ମହତ୍ତ୍ୱପୂର୍ଣ୍ଣ ବାର୍ତ୍ତା ଦେଇଛନ୍ତି। ରାଷ୍ଟ୍ରପତିଙ୍କ…

ଭାରତ ଆସିବେ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ

ନୂଆଦିଲ୍ଲୀ : ଭାରତ ଆସିବେ ଇରାନ ରାଷ୍ଟ୍ରପତି ପେଜେଶକିୟାନ। ପଶ୍ଚିମ ଏସିଆରେ ଆମେରିକା ସହିତ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଚଳିତ ବର୍ଷ ଭାରତରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ…

ଡ୍ରୋନ୍‌ ଉପରେ ୧୦୦% ଶୁଳ୍କ ଲଗାଇଲା ଆମେରିକା

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବଡ଼ ଡ୍ରୋନ୍‌ ଆମଦାନି ଉପରେ ୧୦୦ ପ୍ରତିଶତ ଶୁଳ୍କ ଘୋଷଣା କରିଛନ୍ତି। ରାଷ୍ଟ୍ରୀୟ ସୁରକ୍ଷା ଓ ଚୀନ୍‌ କମ୍ପାନିଠାରୁ ଦୂ‌ରରେ ରହିବା ଏବଂ ବିଦେଶୀ ଦେଶ ଉପରେ ନିର୍ଭରଶୀଳତା କମ୍‌ କରିବା ଲକ୍ଷ୍ୟ ନେଇ…

ବାଂଲାଦେଶରେ ବିଦ୍ୟୁତ୍ ସଙ୍କଟ, ସହାୟତା ପାଇଁ ଭାରତର ଦ୍ୱାରସ୍ଥ

ନୂଆଦିଲ୍ଲୀ : ବାଂଲାଦେଶରେ ଭୟଙ୍କର ବିଦ୍ୟୁତ୍ ସଙ୍କଟ । ଘଣ୍ଟା ଘଣ୍ଟା ଅନ୍ଧାରରେ ଦେଶ । ସହାୟତା ପାଇଁ ଭାରତର ଦ୍ୱାରସ୍ଥ ହେଲା ଢାକା । ବାଂଲାଦେଶ ଏହାର ସବୁଠାରୁ ବଡ଼ ଏବଂ ଗମ୍ଭୀର ବିଦ୍ୟୁତ୍ ସଙ୍କଟର ସାମ୍ନା କରୁଛି। ଦେଶର…

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ : ଭାରତର କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଶୁକ୍ରବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ନୂଆଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ସେ…

୨୦୨୭ ଜନଗଣନାରେ ହେବ ଡିଜିଟାଲ୍ ସର୍ଭେ !

ନୂଆଦିଲ୍ଲୀ: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ ଟି ପ୍ରଶ୍ନ ଚିହ୍ନଟ କରିଛନ୍ତି । ଏହାରି ମଧ୍ୟରେ ଲୋକମାନଙ୍କୁ ସେମାନଙ୍କର ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି (ST), ଜାତି ଏବଂ COVID-19 ଟୀକାକରଣ ସ୍ଥିତି ସମ୍ପର୍କରେ…

ସ୍ବାଧୀନତା ଦିବସ ପୂର୍ବରୁ ଦିଲ୍ଲୀ ହାଇକୋର୍ଟ ସମେତ ୬ ସ୍ଥାନକୁ ବୋମା ଧମକ

ନୂଆଦିଲ୍ଲୀ: ସ୍ବାଧୀନତା ଦିବସ ପୂର୍ବରୁ ଦିଲ୍ଲୀର ହାଇକୋର୍ଟ ସମେତ ରାଜଧାନୀର ୬ ଟି ସ୍ଥାନକୁ ବୋମା ଧମକ ମିଳିଛି । ଧମକ ପାଇବା ପରେ ସୁରକ୍ଷା ଏଜେନ୍ସିଗୁଡିକ ସକ୍ରିୟ ହେବା ସହ ଯାଞ୍ଚକୁ ଜୋରଦାର ଆରମ୍ଭ କରିଛିନ୍ତି । ଇ-ମେଲ ମାଧ୍ୟମରେ…