ନୀତୀଶଙ୍କୁ ବଡ଼ ଅଫର ଦେଲେ ଲାଲୁ
ପାଟନା : ପୁଣି ପଲଟି ମାରିବେ କି ପଲଟୁରାମ? ଏନ୍ଡିଏ ଛାଡି ଇଣ୍ଡି ମେଣ୍ଟକୁ ଯିବେ କି? ଆର୍ଜେଡି ସହ ମିଶାଇବେ କି ହାତ? ଏଭଳି କିଛି ଚର୍ଚ୍ଚାକୁ ନେଇ ଏବେ ସରଗରମ ହେଲାଣି ବିହାର ରାଜନୀତି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ…
ପାଟନା : ପୁଣି ପଲଟି ମାରିବେ କି ପଲଟୁରାମ? ଏନ୍ଡିଏ ଛାଡି ଇଣ୍ଡି ମେଣ୍ଟକୁ ଯିବେ କି? ଆର୍ଜେଡି ସହ ମିଶାଇବେ କି ହାତ? ଏଭଳି କିଛି ଚର୍ଚ୍ଚାକୁ ନେଇ ଏବେ ସରଗରମ ହେଲାଣି ବିହାର ରାଜନୀତି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ…
ଲକ୍ଷ୍ନୌ : ପୁଣି ରେଳ ଦୁର୍ଘଟଣା ଘଟାଇବାକୁ ଷଡ଼ଯନ୍ତ୍ର। ଟ୍ରାକ୍ ଉପରୁ ମିଳିଲା ଗ୍ୟାସ୍ ସିଲିଣ୍ଡର। ଉତ୍ତରପ୍ରଦେଶର କାନପୁରରେ ଘଟିଛି ଏଭଳି କିଛି ଘଟଣା। ଏଥର ପୁଣି ଶିବରାଜପୁର ଅଞ୍ଚଳରେ ଟ୍ରାକ୍ ଉପରୁ ପଞ୍ଚ କିଲୋଗ୍ରାମର ଗ୍ୟାସ୍ ସିଲିଣ୍ଡର ମିଳିଛି। ସୂଚନା…
ନୂଆଦିଲ୍ଲୀ : ବିଶ୍ୱ ଚେସ୍ ଚାମ୍ପିଅନ୍ ଡି ଗୁକେଶ ଓ ଅଲିମ୍ପିକ୍ସରେ ୨ଟି ପଦକ ଜିତିଥିବା ଷ୍ଟାର ଶୁଟର୍ ମନୁ ଭାକରଙ୍କୁ ମିଳିବ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର। ମନୁ ଭାକର ଓ ଡି. ଗୁକେଶଙ୍କ…
ନିକଟରେ ତେଲେଙ୍ଗାନା ବିଧାନସଭାରେ ଏକ ସଂକଳ୍ପ ପାରିତ ହୋଇ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଭାରତ ରତ୍ନ ପ୍ରଦାନ କରିବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଥିଲା। ସେବେଠାରୁ ଏହି ମାନ୍ୟତା ପାଇଁ କଂଗ୍ରେସ ଦଳ ଭିତରେ ସମର୍ଥନ ବଢ଼ିବାରେ ଲାଗିଛି। ରାଜ୍ୟସଭାରେ…
ଆମେରିକୀୟ କୋର୍ଟରେ ଭାରତ ଏକ ବଡ଼ ବିଜୟ ହାସଲ କରିଛି। ବହୁ ଚର୍ଚ୍ଚିତ ୨୬/୧୧ ମୁମ୍ବାଇ ଆକ୍ରମଣରେ ସଂପୃକ୍ତ ଆତଙ୍କବାଦୀ ତହବୁର ହୁସେନ ରାଣାକୁ ଖୁବଶୀଘ୍ର ଭାରତକୁ ଅଣାଯିବ। ଆତଙ୍କବାଦୀ ଆକ୍ରମଣରେ ସଂପୃକ୍ତ ଥିବା ତହବୁର ରାଣାର ପ୍ରତ୍ୟର୍ପଣ ପାଇଁ ଆମେରିକା…
ଦୁଇ ଦିନ ତଳେ ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ ଆରଏସଏସ ମୁଖ୍ୟ ମୋହନ ଭାଗବତଙ୍କ ନିକଟକୁ ଏକ ଚିଠି ଲେଖିଛନ୍ତି। ଏଥିରେ ସେ ବିଜେପି ନାଁରେ କିଛି ଅଭିଯୋଗ ଆଣିଥିବା ବେଳେ ସେଗୁଡ଼ିକୁ ଆରଏସଏସ କେମିତି ନଜରରେ ଦେଖୁଛି ବୋଲି ମୋହନ…
ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଏକ ହୋଟେଲରେ ମଙ୍ଗଳବାର ଜଣେ ଯୁବକ ତାଙ୍କ ମା’ ଓ ୪ ଭଉଣୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତଙ୍କ ନାଁ ଅର୍ଶଦ (୨୪)। ତାଙ୍କୁ ପୁଲିସ ଗିରଫ କରିଛି। ଅର୍ଶଦଙ୍କ ବାପା ବଦରଙ୍କର ମଧ୍ୟ…
ଜମି ଥିଲା ପ୍ରବଳ ଗହଳି। ନୂଆବର୍ଷ ପାଳନ କରୁଥିଲେ ଲୋକେ। ଏହି ସମୟରେ ଦ୍ରୁତଗତିରେ ମାଡ଼ି ଆସିଲା ଏକ ପିକ୍ଅପ୍ ଟ୍ରକ୍। କେହି କିଛି ଭାବିବା ପୂର୍ବରୁ ତାହା ଲୋକଙ୍କ ଉପରେ ମାଡ଼ି ଯାଇଥିଲା। ତା’ପରେ ଗାଡ଼ିରେ ବ୍ରେକ୍ ଦେଇଥିଲେ ଡ୍ରାଇଭର।…
ନବବର୍ଷର ପ୍ରଥମ ସୂର୍ଯ୍ୟୋଦୟ। ନୂଆ ଆଶା ଓ ନୂଆ ସମ୍ଭାବନା ନେଇ ଦିଗବଳୟରେ ଉଇଁଛନ୍ତି ନୂତନ ସୂର୍ଯ୍ୟ। ଇଂରାଜୀ ନବବର୍ଷ ୨୦୨୫କୁ ସ୍ୱାଗତ ଜଣାଇବା ପରେ ଆଜି ନୂଆ ସକାଳରେ ନୂଆ ଆଶା ଓ ଆକାଂକ୍ଷା ନେଇ ବିଭିନ୍ନ ସ୍ଥାନରେ ସକାଳର…