ପୁଣି ରେଳ ଟ୍ରାକ୍ ଉଡ଼ାଇବାକୁ ଷଡ଼ଯନ୍ତ୍ର, ମିଳିଲା ଗ୍ୟାସ୍ ସିଲିଣ୍ଡର
ଲକ୍ଷ୍ନୌ : ପୁଣି ରେଳ ଦୁର୍ଘଟଣା ଘଟାଇବାକୁ ଷଡ଼ଯନ୍ତ୍ର। ଟ୍ରାକ୍ ଉପରୁ ମିଳିଲା ଗ୍ୟାସ୍ ସିଲିଣ୍ଡର। ଉତ୍ତରପ୍ରଦେଶର କାନପୁରରେ ଘଟିଛି ଏଭଳି କିଛି ଘଟଣା। ଏଥର ପୁଣି ଶିବରାଜପୁର ଅଞ୍ଚଳରେ ଟ୍ରାକ୍ ଉପରୁ ପଞ୍ଚ କିଲୋଗ୍ରାମର ଗ୍ୟାସ୍ ସିଲିଣ୍ଡର ମିଳିଛି। ସୂଚନା…