National & International

ବିଜେପି ବିରୋଧରେ ମୋହନ ଭାଗବତଙ୍କୁ ଚିଠି ଲେଖିଲେ କେଜ୍ରିୱାଲ, ଦଳ ଦେଲା ଜବାବ

ଦୁଇ ଦିନ ତଳେ ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ ଆରଏସଏସ ମୁଖ୍ୟ ମୋହନ ଭାଗବତଙ୍କ ନିକଟକୁ ଏକ ଚିଠି ଲେଖିଛନ୍ତି। ଏଥିରେ ସେ ବିଜେପି ନାଁରେ କିଛି ଅଭିଯୋଗ ଆଣିଥିବା ବେଳେ ସେଗୁଡ଼ିକୁ ଆରଏସଏସ କେମିତି ନଜରରେ ଦେଖୁଛି ବୋଲି ମୋହନ…

ପାରିବାରିକ କଳହର କରୁଣ ପରିଣତି; ମା’ ଓ ୪ ଭଉଣୀଙ୍କୁ ମାରିଦେଲେ ଯୁବକ

ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଏକ ହୋଟେଲରେ ମଙ୍ଗଳବାର ଜଣେ ଯୁବକ ତାଙ୍କ ମା’ ଓ ୪ ଭଉଣୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତଙ୍କ ନାଁ ଅର୍ଶଦ (୨୪)। ତାଙ୍କୁ ପୁଲିସ ଗିରଫ କରିଛି। ଅର୍ଶଦଙ୍କ ବାପା ବଦରଙ୍କର ମଧ୍ୟ…

ଗହଳି ଉପରେ ଗାଡ଼ି ଚଢ଼ାଇବା ପରେ ଗୁଳି ମାରିଲେ ଡ୍ରାଇଭର: ୧୦ ମୃତ, ୩୦ ଆହତ

ଜମି ଥିଲା ପ୍ରବଳ ଗହଳି। ନୂଆବର୍ଷ ପାଳନ କରୁଥିଲେ ଲୋକେ। ଏହି ସମୟରେ ଦ୍ରୁତଗତିରେ ମାଡ଼ି ଆସିଲା ଏକ ପିକ୍‌ଅପ୍‌ ଟ୍ରକ୍‌। କେହି କିଛି ଭାବିବା ପୂର୍ବରୁ ତାହା ଲୋକଙ୍କ ଉପରେ ମାଡ଼ି ଯାଇଥିଲା। ତା’ପରେ ଗାଡ଼ିରେ ବ୍ରେକ୍ ଦେଇଥିଲେ ଡ୍ରାଇଭର।…

ଦେଶବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନବବର୍ଷର ପ୍ରଥମ ସୂର୍ଯ୍ୟୋଦୟ। ନୂଆ ଆଶା ଓ ନୂଆ ସମ୍ଭାବନା ନେଇ ଦିଗବଳୟରେ ଉଇଁଛନ୍ତି ନୂତନ ସୂର୍ଯ୍ୟ। ଇଂରାଜୀ ନବବର୍ଷ ୨୦୨୫କୁ ସ୍ୱାଗତ ଜଣାଇବା ପରେ ଆଜି ନୂଆ ସକାଳରେ ନୂଆ ଆଶା ଓ ଆକାଂକ୍ଷା ନେଇ ବିଭିନ୍ନ ସ୍ଥାନରେ ସକାଳର…