National & International

ପରିବେଶ ସୁରକ୍ଷା ପ୍ରତି ସଚେତନ ହେବାକୁ ରାଷ୍ଟ୍ରପତିଙ୍କ ପରାମର୍ଶ

ନୂଆଦିଲ୍ଲୀ : ପରିବେଶ ସୁରକ୍ଷା ପ୍ରତି ସଚେତନ ହେବା ସହ ଏଥିପାଇଁ ଉଦ୍ୟମ କରିବାକୁ ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିଜ୍ଞାନ ଭବନରେ ପରିବେଶ ସମ୍ପର୍କିତ ଏକ ଜାତୀୟ ସମ୍ମିଳନୀରେ ଉଦ୍‌ବୋଧନ ଦେଇ ରାଷ୍ଟ୍ରପତି ମୁର୍ମୁ ପରିବେଶ ସୁରକ୍ଷା…

୧୬୦୦ ଟପିଲା ମିଆଁମାର ଭୂକମ୍ପ ମୃତ୍ୟୁ ସଂଖ୍ୟା

ୟାଙ୍ଗନ/ବ୍ୟାଙ୍କକ୍‌ : ମ୍ୟାଁମାରରେ ଶୁକ୍ରବାର ଘଟିଥିବା ଭୟାବହ ଭୂମିକମ୍ପରେ ମୃତକଙ୍କ ସଂଖ୍ୟା ୧୬୪୪ରେ ପହଞ୍ଚିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ୩୫୦୦ରୁ ଅଧିକ ଲୋକ ଆହତ ହୋଇଥିବା ମ୍ୟାଁମାରରେ କ୍ଷମତାସୀନ ଜୁନ୍ତା ସରକାରଙ୍କ ପକ୍ଷରୁ ଶନିବାର ସ୍ପଷ୍ଟ କରାଯାଇଛି। ଧ୍ବଂସସ୍ତୂପ ତଳେ ସହସ୍ରାଧିକ…

ଜୁଲାଇ ୩ରୁ ଅମରନାଥ ଯାତ୍ରା

ନୂଆଦିଲ୍ଲୀ ୨୯।୩: ଅମରନାଥ ଯାତ୍ରାର ତାରିଖ ଧାର୍ଯ୍ୟ ହୋଇଛି। ଯାତ୍ରା ସହିତ ରେଜିଷ୍ଟ୍ରେସନ ତାରିଖ ମଧ୍ୟ ସାମ୍ନାକୁ ଆସିଛି। ପବିତ୍ର ଅମରନାଥ ଯାତ୍ରା ଚଳିତବର୍ଷ ଜୁଲାଇ ୩ ତାରିଖରୁ ଆରମ୍ଭ ହୋଇ ୯ ଅଗଷ୍ଟ ୨୦୨୫ ପର୍ଯ୍ୟନ୍ତ ଚାଲିବ। ଶ୍ରୀ ଅମରନାଥ…

୨୦୨୬ ମାର୍ଚ୍ଚ ୩୧ ପୂର୍ବରୁ ନକ୍ସଲ ମୂଳପୋଛ: ଅମିତ୍ ଶାହା

ନୂଆଦିଲ୍ଲୀ: ଛତିଶଗଡ ଏନକାଉଣ୍ଟର ପରେ ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ମୋଦୀଙ୍କ ନେତୃତ୍ଵରେ ଦେଶରୁ ନକ୍ସଲବାଦ ମୂଳୋତ୍ପାଟନ କରାଯିବ। ୨୦୨୬ ମାର୍ଚ୍ଚ ୩୧ ପୂର୍ବରୁ ନକ୍ସଲବାଦ ମୂଳପୋଛ କରାଯିବ। ନକ୍ସଲ ମାନଙ୍କୁ ମୁଖ୍ୟସ୍ରୋତକୁ ଫେରି ଆସିବାକୁ…

ଭୂକମ୍ପରେ ମିଆଁମାର ଓ ଥାଇଲ୍ୟାଣ୍ଡ ଛାରଖାର: ଭାରତ ଆରମ୍ଭ କଲା ଅପରେସନ ବ୍ରହ୍ମା

ମିଆଁମାର ଓ ଥାଇଲ୍ୟାଣ୍ଡରେ ଶୁକ୍ରବାର ହୋଇଥିବା ଶକ୍ତିଶାଳୀ ଭୂକମ୍ପ ସବୁ କିଛି ଛାରଖାର କରି ଦେଇଛି। ୭.୭ ଓ ୬.୪ ତୀବ୍ରତାର ୨ଟି ଭୂକମ୍ପ ପ୍ରଭାବରେ ମିଆଁମାର ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ଅନେକ ବଡ଼ବଡ଼ ଅଟ୍ଟାଳିକା ମାଟିରେ ମିଶି ଯାଇଥିବା…

ମନ୍ତ୍ରୀଙ୍କ ଘୋଷଣା; ଦୁଇଚକିଆ ଯାନ ସହିତ ଦୁଇଟି ଆଇଏସଆଇ ପ୍ରମାଣିତ ହେଲମେଟ ଯୋଗାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ: ଭାରତରେ ସଡ଼କ ସୁରକ୍ଷାକୁ ସୁଦୃଢ଼ ​​କରିବା ଲକ୍ଷ୍ୟରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏକ ଘୋଷଣା କରିଛନ୍ତି । ଏହି ଘୋଷଣା ଅନୁଯାୟୀ, ଏଣିକି ପ୍ରତ୍ୟେକ ଦୁଇଚକିଆ ଯାନ ସହିତ ଦୁଇଟି ଆଇଏସଆଇ ପ୍ରମାଣିତ ହେଲମେଟ ଯୋଗାଇବା…

ମିଆଁମାରରେ ପୁଣି ଭୂମିକମ୍ପ; ୫.୧ ତୀବ୍ରତାରେ ଥରିଲା ରାଜଧାନୀ

ନୂଆଦିଲ୍ଲୀ: ମିଆଁମାରରେ ପୁଣି ଭୂମିକମ୍ପ ଝଟକା । ୫.୧ ତୀବ୍ରତାରେ ଥରିଲା ରାଜଧାନୀ ସମତେ ଅନେକ ଅଞ୍ଚଳ । ଏହାର କେନ୍ଦ୍ରସ୍ଥଳ ନାପିଡୋ ସହରରେ ରହିଛି । ଲଗାତାର ଭୂମିକମ୍ପ ଅନୁଭୂତ ହେଇଥିବାରୁ ଭୟଭୀତ ହୋଇଛନ୍ତି ଲୋକେ । ଘରଦ୍ବାର ଛାଡ଼ି…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିଲେ ୧୬ ନକ୍ସଲ

ନୂଆଦିଲ୍ଲୀ : ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଛତିଶଗଡ ସୁକମା ଜିଲ୍ଲା ଅପମ୍ପଲି ଜଙ୍ଗଲରେ ଗୁଳି ବିନିମୟ ହୋଇଛି। ଡିଆରଜି ଏବଂ ସିଆରପିଏଫ୍ କୋବ୍ରା ଯବାନଙ୍କ ମଧ୍ୟ ମିଳିତ ଅପରେସନ୍ ହୋଇଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୬ ଜଣ ନକ୍ସଲ ନିହତ…

ଏପ୍ରିଲ ୧୪ରେ ସାରା ଦେଶରେ ସରକାରୀ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ସରକାରୀ ଚାକିରିଆଙ୍କ ପାଇଁ ବଡ ଖବର । ଆସନ୍ତା ଏପ୍ରିଲ ୧୪ ତାରିଖରେ ଛୁଟି ରହିବ ସମସ୍ତ ସରକାରୀ ଅଫିସ୍ । ଏପ୍ରିଲ ୧୪ରେ ସାରା ଦେଶରେ ସରକାରୀ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର । ବି.ଆର୍ ଆମ୍ବେଦକରଙ୍କ…

ମିଆଁମାର ଏବଂ ଥାଇଲାଣ୍ଡ ଭୂକମ୍ପକୁ ନେଇ ଚିନ୍ତା ପ୍ରକଟ କଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଆଁମାର ଏବଂ ଥାଇଲାଣ୍ଡରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ଏଭଳି ସ୍ଥିତିରେ ଭାରତ ଦୁଇ ଦେଶକୁ ଯଥାସମ୍ଭବ ସହାୟତା ପ୍ରଦାନ କରିବାକୁ ପ୍ରସ୍ତୁତ ରହିଛି । ପ୍ରଧାନମନ୍ତ୍ରୀ ମୋଦି…