National & International

ଖୁବଶୀଘ୍ର ଭାରତ ଗସ୍ତରେ ଆସିବେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ

ମସ୍କୋ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୁବ୍‌ଶୀଘ୍ର ଭାରତ ଗସ୍ତରେ ଆସିବେ। ରୁଷ-ୟୁକ୍ରେନ ଯୁଦ୍ଧ ପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତବର୍ଷ ଋଷ ଗସ୍ତ ସମୟରେ ପୁଟିନଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ କରିଥିଲେ,…

ଜେଲ୍‌ରେ ରହିବେ ରାଣ୍ୟା, ତୃତୀୟ ଥର ପାଇଁ ଖାରଜ ହେଲା ଜାମିନ୍ ଆବେଦନ

ବେଙ୍ଗାଲୁରୁ: ସୁନା ଚୋରା ଚାଲାଣ ଅଭିଯୋଗରେ ଜେଲରେ ଥିବା କନ୍ନଡ ଅଭିନେତ୍ରୀ ରାଣ୍ୟା ରାଓଙ୍କୁ ଏକ ବଡ଼ ଝଟକା ଲାଗିଛି। ୬୪ତମ ସିଟି ସିଭିଲ୍ ଆଣ୍ଡ୍ ସେସନ୍ସ କୋର୍ଟ (ସିସିଏଚ୍) ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି, ଯାହା ଫଳରେ ତାଙ୍କୁ…

୪୪ ଲୋକଙ୍କ ସହ ବୁଡିଗଲା ବୁଡ଼ାଜାହାଜ ‘ସିନ୍ଦବାଦ’, ୬ ମୃତ, ୨୯ ଉଦ୍ଧାର

କାଇରୋ : ଗୁରୁବାର (୨୭ ମାର୍ଚ୍ଚ) ସକାଳେ ଇଜିପ୍ଟର ଲୋହିତ ସାଗରର ହୁରଘାଡା ସହର ଉପକୂଳରେ ଏକ ପର୍ଯ୍ୟଟନ ବୁଡ଼ାଜାହାଜ ବୁଡ଼ିଯାଇଛି। ଏହି ଦୁର୍ଘଟଣାରେ ଅତି କମରେ ୬ ଜଣଙ୍କର ମୃତ୍ୟୁକୁ ନିଶ୍ଚିତ କରାଯାଇଛି । ଏହି ୬ ଜଣଯାକ ରୁଷ…

ପାକିସ୍ତାନ ଉପରେ ନାହିଁ ଚୀନର ଭରସା, ମୁତୟନ କଲା ନିଜସ୍ୱ ସୁରକ୍ଷାବାହିନୀ

ଲାହୋର: ପାକିସ୍ତାନରେ ଚୀନ୍ ଇଞ୍ଜିନିୟର ଏବଂ ଶ୍ରମିକଙ୍କ ଉପରେ ହେଉଥିବା ଆକ୍ରମଣକୁ ନେଇ ଚୀନ୍ ମଧ୍ୟ ଚିନ୍ତିତ ହୋଇପଡିଛି । ସୂତ୍ରରୁ ଜଣାପଡିଛି ଯେ ପ୍ରଥମ ଥର ପାଇଁ, ଚୀନ ଏହାର ପ୍ରକଳ୍ପଗୁଡ଼ିକର ସୁରକ୍ଷା ପାଇଁ ପାକିସ୍ତାନରେ ଘରୋଇ ସୁରକ୍ଷା କର୍ମୀଙ୍କୁ…

କଂଗ୍ରେସ ବିରୋଧରେ ସୁନା ଇଟା ଧରି ବିରୋଧ ପ୍ରଦର୍ଶନ କଲା BRS

ହାଇଦ୍ରାବାଦ,୨୬।୩: ବୁଧବାର ତେଲଙ୍ଗାନା ବିଧାନ ପରିଷଦରେ କଂଗ୍ରେସ ସରକାରଙ୍କ ବିରୋଧରେ ଭାରତ ରାଷ୍ଟ୍ର ସମିତି (BRS)ର ଜଣେ MLC ଏକ ଅନନ୍ୟ ପ୍ରତିବାଦ ପ୍ରଦର୍ଶନ କରିଛନ୍ତି। ସେ ପ୍ରତୀକାତ୍ମକ ସୁନା ଇଟା ଦେଖାଇଥିଲେ ଯାହା ଉପରେ ତେଲୁଗୁ, ହିନ୍ଦୀ ଏବଂ ଇଂରାଜୀରେ…

ପିଲାଙ୍କ ବୁଦ୍ଧି ଭ୍ରଷ୍ଟ କରୁଛି ଭିଡିଓ ଗେମ୍: ସହପାଠୀଙ୍କ ୧୦ ଟଙ୍କାର ଚ୍ୟାଲେଞ୍ଜରେ ହାତ କାଟିଦେଲେ ୪୦ ଛାତ୍ର

ଗୁଜରାଟ,୨୬।୩: ମାତ୍ର ୧୦ ଟଙ୍କା ପାଇଁ ସହପାଠୀଙ୍କ ପ୍ରରୋଚନାରେ ହାତ କାଟିଦେଲେ ୪୦ ସ୍କୁଲ ଛାତ୍ର। ଏଭଳି ଏକ ବିଚିତ୍ର କାଣ୍ଡ ଘଟିଛି ଗୁଜରାଟର ମୋଟା ମୁଞ୍ଜିଆସର ପ୍ରାଥମିକ ବିଦ୍ୟାଳୟରେ। ଏହି ଘଟଣା ଏକ ଭିଡିଓ ଗେମକୁ କେନ୍ଦ୍ରିତ କରି ହୋଇଥିବା…

ଜାତିସଂଘ ମହାସଚିବଙ୍କ ସ୍ୱତନ୍ତ୍ର ଦୂତଙ୍କୁ ଭେଟିଲେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର, ମିଆଁମାର ସୀମା ସ୍ଥିରତା ଉପରେ କଲେ ଆଲୋଚନା

ନୂଆଦିଲ୍ଲୀ: କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର ଜାତିସଂଘ ମହାସଚିବଙ୍କ ସ୍ୱତନ୍ତ୍ର ଦୂତଙ୍କୁ ଭେଟିବା ସହ ମିଆଁମାର ସୀମା ସ୍ଥିରତା ଉପରେ ଆଲୋଚନା କରିଛନ୍ତି। ଜୁଲି ବିଶପ ବର୍ତ୍ତମାନ ଭାରତ ଗସ୍ତରେ ଅଛନ୍ତି। ଗତବର୍ଷ ଏପ୍ରିଲରେ, ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ ମିଆଁମାରରେ…

ଶାହାଙ୍କ ବିରୋଧରେ ସ୍ଵାଧିକାର ପ୍ରସ୍ତାବ ଆଣିଲା କଂଗ୍ରେସ

ନୂଆଦିଲ୍ଲୀ : କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ କଂଗ୍ରେସ ବୁଧବାର ସଂସଦରେ ସ୍ଵାଧିକାର ପ୍ରସ୍ତାବ ଆଗତ କରିଛି। କେନ୍ଦ୍ରମନ୍ତ୍ରୀ ଶାହା ସାଂସଦ ସୋନିଆ ଗାନ୍ଧୀଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେବା ଏବଂ ଉଦ୍ଦେଶ୍ୟମୂଳକ ଭାବେ ତାଙ୍କ ସମ୍ମାନ ହାନି…

ରାହୁଲ ଗାନ୍ଧୀଙ୍କୁ କହିବାକୁ ଅନୁମତି ଦେଲେନାହିଁ ବାଚସ୍ପତି

ନୂଆଦିଲ୍ଲୀ : ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ବୁଧବାର ଅଭିଯୋଗ କରିଛନ୍ତି ଯେ ବାଚସ୍ପତି ଓମ୍ ବିର୍ଲା ତାଙ୍କୁ ଗୃହରେ କହିବାକୁ ଦେଇନଥିଲେ। ମହାକୁମ୍ଭ ଏବଂ ବେକାରୀ ପ୍ରସଙ୍ଗରେ ସେ କିଛି କହିବାକୁ ଚାହୁଁଥିଲେ ବୋଲି ଗାନ୍ଧୀ କହିଛନ୍ତି।ସେ…

ଦୁଷ୍କର୍ମ ପ୍ରସଙ୍ଗରେ ଆହ୍ଲାବାଦ ହାଇକୋର୍ଟଙ୍କ ବିବାଦୀୟ ଆଦେଶ ଉପରେ ଲାଗିଲା ରୋକ

ନୂଆଦିଲ୍ଲୀ :ଡେସ୍କ: ଆହ୍ଲାବାଦ ହାଇକୋର୍ଟଙ୍କ ବିବାଦୀୟ ଆଦେଶ ଉପରେ ରୋକ ଲଗାଇବା ସହ ଏହି ରାୟ ସମ୍ବେଦନଶୀଳତାର ଅଭାବ ଦର୍ଶାଉଛି ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଆହ୍ଲାବାଦ ହାଇକୋର୍ଟଙ୍କ ବିବାଦୀୟ ଆଦେଶରେ କୁହାଯାଇଛି ଯେ ସ୍ତନ ସ୍ପର୍ଶ କରିବା କିମ୍ବା ପାଇଜାମାର ଡୋର…