କ୍ରିକେଟ ମ୍ୟାଚ ବେଳେ ତାମିମ ଇକବାଲଙ୍କୁ ହୃଦଘାତ
ଢାକା ପ୍ରିମିୟର ଲିଗ(ଡିପିଏଲ) ମ୍ୟାଚ ସମୟରେ ବାଂଲାଦେଶୀ ଖେଳାଳି ତାମିମ ଇକବାଲ ହୃଦଘାତର ଶିକାର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଲାଇଫ ସପୋର୍ଟ ବ୍ୟବସ୍ଥା ମଧ୍ୟରେ ରଖି ଚିକିତ୍ସା କରାଯାଉଛି। ସୂଚନା…