National & International

ଆମ ଭୋଟ ସବୁ କୁଆଡେ ଗଲା: ରାଜ ଠାକରେ

ମୁମ୍ବାଇ: ମହାରାଷ୍ଟ୍ରର ଏମଏନଏସ ବା ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେ ନିର୍ବାଚନ ପରେ ନିରବତା ଭାଙ୍ଗିଛନ୍ତି ଏବଂ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଖୋଲାଖୋଲି ଭାବେ ନିଜର ମତ ପ୍ରକାଶ କରିଛନ୍ତି। ନିର୍ବାଚନ ପରେ ମହାରାଷ୍ଟ୍ରରେ ଅନେକ ପ୍ରଶ୍ନ ଉଠିଛି…

ଅଲମ୍ପିକରେ ଦୁର୍ନୀତିର ଦୌଡ ହେଲେ କେଜ୍ରିୱାଲ ସ୍ୱର୍ଣ୍ଣପଦକ ଜିତିବେ: ଫଡନାଭିସ

ନୂଆଦିଲ୍ଲୀ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ଆମ୍ ଆଦମୀ ପାର୍ଟି (ଏଏପି) ର ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କୁ କଡା ଟାର୍ଗେଟ କରିଛନ୍ତି | ସେ ଦିଲ୍ଲୀବାସୀଙ୍କୁ ବିକାଶର ମିଥ୍ୟା ପ୍ରତିଶ୍ରୁତି ଦେଇ ଏହାକୁ ପୂରଣ କରିନଥିବାର ଅଭିଯୋଗ କରିଛନ୍ତି। ରୋହିଣୀରେ ଏକ…

ଶୁକ୍ରବାର ପ୍ରକାଶ ପାଇବ ଅର୍ଥନୈତିକ ସର୍ଭେ

ନୂଆଦିଲ୍ଲୀ : ଆସନ୍ତା କାଲି ଅର୍ଥାତ ଶୁକ୍ରବାରଠାରୁ ଆରମ୍ଭ ହେଉଛି ସଂସଦର ଗୁରୁତ୍ବପୂର୍ଣ୍ଣ ବଜେଟ ଅଧିବେଶନ । ପ୍ରଥମ ଦିନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଅର୍ଥନୈତିକ ସର୍ଭେ ଉପସ୍ଥାପନ କରିବେ…

ମହାକୁମ୍ଭରେ ଡିୟୁଟି କରୁଥିବା ବେଳେ ବିଗିଡ଼ିଲା ଇନ୍ସପେକ୍ଟର ସ୍ବାସ୍ଥ୍ୟ; ଘଟଣାସ୍ଥଳରେ ହେଲା ମୃତ୍ୟୁ

ଲକ୍ଷ୍ମୌ: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଡିୟୁଟି କରୁଥିବା ସମୟରେ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଯାଇଛି। ମୃତ ଇନ୍ସପେକ୍ଟରଙ୍କ ନାମ ଅଞ୍ଜନି କୁମାର ରାଏ ବୋଲି ଜଣାପଡ଼ିଛି। ବହରାଇଚ ଜିଲ୍ଲାର ଅତିରିକ୍ତ ଏସପି ଦୁର୍ଗା ପ୍ରସାଦ ତିୱାରୀ ଏହି ଦୁଃଖଦ ଘଟଣାକୁ ନେଇ କହିଛନ୍ତି,…

ଭଗବନ୍ତ ମାନଙ୍କ ଦିଲ୍ଲୀ ବାସଭବନରେ ନିର୍ବାଚନ କମିଶନ ଚଢାଉ

ନୂଆଦିଲ୍ଲୀ,୩୦।୧: ରାଜଧାନୀ ଦିଲ୍ଲୀରେ ନିର୍ବାଚନୀ ତାପମାତ୍ରା ବୃଦ୍ଧି ପାଇଛି। ସମସ୍ତ ଦଳର ନେତାମାନଙ୍କ ମଧ୍ୟରେ ବାକ୍ ଯୁଦ୍ଧ ମଧ୍ୟ ଶୀର୍ଷରେ ପହଞ୍ଚିଛି। ଏହାରି ମଧ୍ୟରେ ଶାସକ ଆମ ଆଦମୀ ପାର୍ଟି (ଆପ)ର ଦାବି ଏକ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆପ ଦାବି…

ଧ୍ବଜାବତରଣ ସମାରୋହ: ଦେଶାତ୍ମବୋଧକ ସଙ୍ଗୀତରେ ଝୁମିଲେ ଦର୍ଶକ

ନୂଆଦିଲ୍ଲୀ: ବିଜୟ ଚୌକ ଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଧ୍ବଜାବତରଣ ସମାରୋହ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହକୁ ଭାରତୀୟ ସ୍ଥଳସେନା, ବାୟୁସନା ଓ ନୌ‌ସେନା ପକ୍ଷରୁ ପରମ୍ପରା, ସଙ୍ଗୀତ ଏବଂ ଦେଶପ୍ରେମର ଏକ ଶକ୍ତିଶାଳୀ ମିଶ୍ରଣ ଭାବେ ପ୍ରଦର୍ଶନ…

ବାଂଲାଦେଶ ସେନା ମୁଖ୍ୟଙ୍କ ବିରୋଧରେ ଷଡଯନ୍ତ୍ର: କ୍ଷମତାରୁ ହଟାଇବାକୁ ଚାହୁଁଛନ୍ତି ୟୁନୁସ୍‌

ଢାକା: ଗତ ବର୍ଷ ଅଗଷ୍ଟ ୫ରେ ଶେଖ ହସିନାଙ୍କ ସରକାରଙ୍କୁ ହଟାଇବା ପରେ ବାଂଲାଦେଶ ଏକ ଅନିଶ୍ଚିତ ଦୋଛକି ରେ ଠିଆ ହୋଇଛି। ହସିନାଙ୍କ ନେତୃତ୍ୱରେ ୧୬ବର୍ଷର ଦ୍ରୁତ ବିକାଶ ପାଇଁ ଜଣାଶୁଣା ବାଂଲାଦେଶ ଏକ ଅସ୍ଥିର ରାଜନୈତିକ ଦୃଶ୍ୟପଟ୍ଟ ସହ…

ଗାଜାରେ କଣ୍ଡୋମ ପାଇଁ ୫ କୋଟି ଡଲାର ଖର୍ଚ୍ଚ କରିଥିଲା ଆମେରିକା

ୱାଶିଂଟନ୍: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ସପ୍ତାହରେ ଆମେରିକାର ଦ୍ବାରା ପ୍ରଦାନ କରାଯାଉଥିବା ସମସ୍ତ ବିଦେଶୀ ସହାୟତା ଉପରେ ପ୍ରତିବନ୍ଧକ ଲାଗୁ କରିଥିଲେ। ଟ୍ରମ୍ପଙ୍କ ଏହି ନିଷ୍ପତ୍ତିକୁ ତାଙ୍କ ବିରୋଧୀମାନେ ସମାଲୋଚନା କରିଥିଲେ ଏବଂ କହିଥିଲେ ଯେ, ଏହି ନିଷ୍ପତ୍ତି…

ହିଂସାପଥ ଛାଡ଼ି ଆତ୍ମସମର୍ପଣ କଲେ ୨୯ ନକ୍ସଲ

ମାଲକାନଗିରି: ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲା ପୁଲିସକୁ ମିଳିଛି ବଡ଼ ସଫଳତା। ୨୯ ଜଣ ମାଓବାଦୀ ସଂଗଠନ ଛାଡି ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏସିପିଙ୍କ ସମ୍ମୁଖରେ ଏହି ୨୯ ଜଣ ମାଓବାଦୀ…

‘ବାଇଡେନ ପ୍ରଶାସନ ପୁଟିନଙ୍କୁ ହତ୍ୟା କରିବାକୁ ଚେଷ୍ଟା କରିଥିଲା’

ନ୍ୟୁୟର୍କ: ପୂର୍ବତନ ଫକ୍ସ ନ୍ୟୁଜ୍ ଆଙ୍କର ଏବଂ ବରିଷ୍ଠ ସାମ୍ବାଦିକ ଟକର କାର୍ଲସନ ତାଙ୍କ ପୋଡକାଷ୍ଟ “ଦି ଟକର କାର୍ଲସନ ଶୋ” ସମୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରିଛନ୍ତି । ସେ ଅଭିଯୋଗ କରିଥିଲେ ଯେ ଜୋ ବାଇଡେନ ପ୍ରଶାସନ ରୁଷ…