National & International

ସ୍ନାନ ସାରି ଫେରୁଥିବା ବେଳେ ଭିଡ଼ ଭିତରେ ଚାପି ହୋଇ ମୋ ସ୍ତ୍ରୀର ଉଡ଼ିଗଲା ପ୍ରାଣବାୟୁ

ପ୍ରୟାଗରାଜ: ପ୍ରୟାଗରାଜରେ ଆରମ୍ଭ ହୋଇଥିବା ମହାକୁମ୍ଭ ମେଳାରେ ସାଧୁ, ସନ୍ଥ ଓ ଲୋକଙ୍କ ପ୍ରବଳ ଗହଳି ଜମୁଛି। ଗତ ମଙ୍ଗଳବାର ରାତିରେ ଏହି ଗହଳି ଏତେ ମାତ୍ରାରେ ବଢ଼ି ଯାଇଥିଲା ଯେ ଦଳାଚକଟା ପରିସ୍ଥିତି ଉପୁଜିଥିଲା। ଏହି ଦଳାଚକଟାରେ ଏଯାଏଁ ୧୦…

ପରମାଣୁ ବୈଜ୍ଞାନିକମାନେ ସେଟ୍ କଲେ ପ୍ରଳୟର ସମୟ, ମଧ୍ୟରାତ୍ରିର ନିକଟତର ହେଲା ‘ଡୁମ୍ସଡେ କ୍ଲକ’

ନୂଆଦିଲ୍ଲୀ ୨୯/୦୧: ପରମାଣୁ ବୈଜ୍ଞାନିକ ତିଆରି କରିଥିଲେ ପ୍ରଳୟର ଘଣ୍ଟା । ୭୮ ବର୍ଷ ପୂର୍ବ ପରମାଣୁ ବୈଜ୍ଞାନିକ ଏକ ନିଆରା ଘଣ୍ଟାକୁ ତିଆରି କରିଥିଲେ । ଯାହାକୁ ‘ଡୁମ୍ସଡେ କ୍ଲକ୍’ ବୋଲି ନାମ ଦିଆଯାଇଛି । ମହାବିନାଶର ସମୟ ଜାଣିବା…

ସାଉଦି ଆରବରେ ସଡ଼କ ଦୁର୍ଘଟଣା: ୯ ଭାରତୀୟଙ୍କ ମୃତ୍ୟୁ

ଜେଦା: ସାଉଦି ଆରବର ପଶ୍ଚିମ ଅଞ୍ଚଳର ଜିଜାନ ନିକଟରେ ବୁଧବାର ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୯ ଜଣ ଭାରତୀୟଙ୍କର ମୃତ୍ୟୁ ଘଟିଛି। ଏହି ସଡ଼କ ଦୁର୍ଘଟଣା ନେଇ ସମବେଦନା ଜଣାଇ ଜେଦାରେ ଥିବା ଭାରତୀୟ କନସୁଲେଟ୍…

ମହାକୁମ୍ଭରେ ଦଳାଚକଟାରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ ପାଇଁ ଶୋକ ପ୍ରକାଶ କଲେ ମୋଦୀ

ପ୍ରୟ‌ାଗରାଜ: ବୁଧବାର ସକାଳେ ପ୍ରୟାଗରାଜର ମହାକୁମ୍ଭରେ ଦଳାଚକଟା ହେବା ପରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ମୌନୀ ଅମାବାସ୍ୟାରେ ପବିତ୍ର ବୁଡ଼ ପକାଇବା ପାଇଁ ହଜାର ହଜାର ଭକ୍ତ ତ୍ରିବେଣୀ ସଂଗମରେ ପ୍ରବେଶ କରିବା ସମୟରେ ଏହି ଅଘଟଣ…

ମହାକୁମ୍ଭରେ ମହାଅଘଟଣ: ଦଳାଚକଟାରେ ୧୦ ମୃତ ଆଶଙ୍କା, ଶତାଧିକ ଆହତ

ପ୍ରୟାଗରାଜ : ମହାକୁମ୍ଭରେ ଦଳାଚକଟା । ଅଧିକ ଭିଡ କାରଣରୁ ଦଳାଚକଟା । ଦଳାଚକଟାରେ ୧୦ରୁ ଅଧିକ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ସମସ୍ତ ଆହତଙ୍କୁ ପ୍ରୟାଗରାଜ ମେଡିକାଲରେ ଭର୍ତ୍ତି କରାଯାଇଛି…

ଭାରତକୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ବିକ୍ରି କରିବାକୁ ଚାପ ପକାଉଛନ୍ତି ଟ୍ରମ୍ପ

ୱାଶିଂଟନ୍: ଆମେରିକାର ନୂତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାହୁଁଛନ୍ତି ଯେ, ଭାରତ ସର୍ବାଧିକ ସଂଖ୍ୟକ ଆମେରିକୀୟ ଅସ୍ତ୍ରଶସ୍ତ୍ର କିଣୁ। ଆମେରିକାର ଅସ୍ତ୍ରଶସ୍ତ୍ର କିଣିବା ପାଇଁ ଡୋନାଲ୍ଡ ଟ୍ରମ୍ପ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ ଚାପ ପକାଇଥିବା କୁହାଯାଉଛି। ବୈଦେଶିକ ଗଣମାଧ୍ୟମ…

ଫେବ୍ରୁଆରୀରେ ମୋଦି ଆସୁଛନ୍ତି ହ୍ବାଇଟ ହାଉସ, ଟ୍ବିଟ କରି ସୂଚନା ଦେଲେ ଟ୍ରମ୍ପ

ନୂଆଦିଲ୍ଲୀ : ଫେବ୍ରୁଆରୀରେ ପୁଣି ପ୍ରଧାନମନ୍ତ୍ରୀ ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭେଟଘାଟକୁ ନେଇ ଚର୍ଚ୍ଚା । ନିଜେ ଟ୍ବିଟ କରି ଏହି ସୂଚନା ଦେଇଛନ୍ତି ଟ୍ରମ୍ପ । ଗଣମାଧ୍ୟମକୁ ଇଣ୍ଟରଭ୍ୟୁରେ ଟ୍ରମ୍ପ କହିଛନ୍ତି ସୋମବାର ଭାରତର ପ୍ରଦାନମନ୍ତ୍ରୀ…

ଉତ୍କର୍ଷ ଓଡ଼ିଶା କନକ୍ଲେଭ: “ନୂଆ ଭାରତ ଗଠନରେ ଓଡ଼ିଶାର ପ୍ରମୂଖ ଭୂମିକା ରହିବ” କହିଲେ ମୋଦି

ଭୁବନେଶ୍ୱର : ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଭୁବନେଶ୍ୱର ଜନତା ମଇଦାନରେ ଉଦଘାଟିତ ହୋଇଛି । ଆନୁଷ୍ଠାନିକ ଭାବେ ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ‘ଜୟ ଜଗନ୍ନାଥ’ରୁ ଉଦବୋଧନ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ସରକାରୀ ପାଣ୍ଠିରେ ପୁନରୁଦ୍ଧାର ହେବ ରାଷ୍ଟ୍ରାୟତ୍ତ କମ୍ପାନୀ: ‘ପବନ ହଂସ’ରେ ପ୍ରାୟ ୨୩୦ ନିୟୁତ ଡଲାରରୁ ୩୫୦ ନିୟୁତ ଡଲାର ପୁଞ୍ଜି ନିବେଶ କରିବାକୁ ଯୋଜନା

ନୂଆଦିଲ୍ଲୀ: ଆଞ୍ଚଳିକ ଦଳ ସହଯୋଗରେ କ୍ଷମତାକୁ ଫେରିବା ପରେ ଚାପରେ ଥିବା ମୋଦୀ ସରକାର ଘରୋଇକରଣ ଛାଡ଼ି ଋଗ୍ଣ ସରକାରୀ ଉଦ୍ୟୋଗରେ କୋଟି କୋଟି ଟଙ୍କା ନିବେଶ କରୁଛନ୍ତି। ୨୦୨୫ରେ ଗୋଟିଏ ମାସ ମଧ୍ୟରେ, କେନ୍ଦ୍ର ସରକାର ଦୁଇଟି ରାଷ୍ଟ୍ରାୟତ୍ତ ଫାର୍ମକୁ…

ଶ୍ରୀଲଙ୍କା ନୌସେନା ଗୁଳିରେ ୫ ଭାରତୀୟ ମତ୍ସ୍ୟଜୀବୀ ଆହତ

ଭାରତୀୟ ମତ୍ସ୍ୟଜୀବୀଙ୍କ ଉପରେ ଗୁଳି ଚଳାଇଛି ଶ୍ରୀଲଙ୍କା ନୌସେନା । ଏଥିରେ ୫ ମତ୍ସ୍ୟଜୀବୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଏହି ଘଟଣାରେ ଭାରତର ବୈଦେଶିକ ମନ୍ତ୍ରଣାଳୟ କଡ଼ା ପ୍ରତିକ୍ରିୟା ଦେଇ…