National & International

‘ଚନ୍ଦ୍ରାୟାନ-୫ ମିଶନ’କୁ ମଞ୍ଜୁରୀ ଦେଲେ କେନ୍ଦ୍ର ସରକାର, ଜାପାନ କରିବ ସହଯୋଗ

ନୂଆଦିଲ୍ଲୀ,୧୭।୩: କେନ୍ଦ୍ର ସରକାର ମହତ୍ୱାକାଂକ୍ଷୀ ‘ଚନ୍ଦ୍ରାୟାନ-୫ ମିଶନ’କୁ ଅନୁମୋଦନ କରିଛନ୍ତି। ଏହି ମିଶନ ଅଧୀନରେ, ଚନ୍ଦ୍ରପୃଷ୍ଠର ଅଧ୍ୟୟନ ପାଇଁ ୨୫୦ କିଲୋଗ୍ରାମର ଏକ ରୋଭର ପଠାଯିବ। ଇସ୍ରୋ ଅଧ୍ୟକ୍ଷ ଭି. ନାରାୟଣନ ଏହି ଖବରକୁ ନିଶ୍ଚିତ କରିଛନ୍ତି ଏବଂ କହିଛନ୍ତି ଯେ…

ବ୍ୟାଙ୍କ ଧର୍ମଘଟ ଡାକରା: ୪ ଦିନ ବ୍ୟାଙ୍କ ସେବା ବନ୍ଦ ରହିବ

ନୂଆଦିଲ୍ଲୀ/ଭୁବନେଶ୍ବର: ଇଣ୍ଡିଆନ୍ ବ୍ୟାଙ୍କସ୍ ଆସୋସିଏସନ୍ (ଆଇବିଏ) ସହିତ ଆଲୋଚନା ବିଫଳ ହେବା ପରେ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (ୟୁଏଫବିୟୁ ) ମାର୍ଚ୍ଚ ୨୪ ଏବଂ ୨୫ ରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଛି। ୟୁଏଫବିୟୁର ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ…

ଆରପାରିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼.ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ | ୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି | ମିଳିଥିବା ସୂଚନା ମୁତାବକ ଆଜି ସକାଳେ ୧୦ଟା ୩୦…

ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରି ୮୫୫କୋଟିର କ୍ଷତି ସହିଲା ପିସିବି

ନୂଆଦିଲ୍ଲୀ: ଆୟୋଜକ ହୋଇ କ୍ଷତି ସହିଲା ପାକିସ୍ତାନ। ଲାଭ ଆଶା ରଖି ସହିଲା କ୍ଷତି। ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ବହୁତ ଆଶା ଏବଂ ବଡ଼ ସ୍ୱପ୍ନ ସହିତ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଆୟୋଜନ କରିଥିଲା। କିନ୍ତୁ ଏହି ମେଗା ଟୁର୍ଣ୍ଣାମେଣ୍ଟ ପାଇଁଦେଶ…

୧୪୦ କୋଟି ଭାରତୀୟ ମୋ ଶକ୍ତି : ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ପ୍ରସିଦ୍ଧ ପଡକାଷ୍ଟର ଲେକ୍ସ ଫ୍ରିଡମ୍ୟାନଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି। ଏହି ପୋଡକାଷ୍ଟରେ ତାଙ୍କ ପିଲାଦିନ, ହିମାଳୟରେ ବିତାଇଥିବା ସମୟ ଏବଂ ସାର୍ବଜନୀନ ଜୀବନରେ ତାଙ୍କର ଯାତ୍ରା ସମେତ ବିଭିନ୍ନ ବିଷୟ ଉପରେ ସେ…

ପାକ୍‌ ସେନା ଗାଡ଼ି ଉପରେ ଭୟଙ୍କର ଆକ୍ରମଣ, ୯୦ ଯବାନ ମୃତ

ପାକିସ୍ତାନର ବାଲୋଚିସ୍ତାନ ପ୍ରଦେଶରେ ରବିବାର ସେନା ଗାଡ଼ି ଉପରେ ଭୟଙ୍କର ଆକ୍ରମଣ ହୋଇଛି। ପାକ୍‌ ସେନାର କିଛି ବସରେ ଯବାନମାନେ ନୌଶକି ଅଞ୍ଚଳ ଦେଇ କ୍ଵେଟାରୁ ତାଫତାନ ଯାଉଥିଲେ। ଏହି ସମୟରେ ହଠାତ ଆଇଇଡି ଭର୍ତ୍ତି ଏକ ଗାଡ଼ି ପାକ୍‌ ସେନାର…

ପଣବନ୍ଦୀ ଥିବା ୨୧୪ ଯାତ୍ରୀଙ୍କୁ ହତ୍ୟା କଲା ବିଏଲଏ

ପାକିସ୍ତାନରେ ଜାଫର ଏକ୍ସପ୍ରେସ ହାଇଜ୍ୟାକ୍‌ ଘଟଣାରେ ପଣବନ୍ଦୀ ଥିବା ୨୧୪ ଯାତ୍ରୀଙ୍କୁ ବାଲୋଚ ଲିବରେସନ ଆର୍ମି(ବିଏଲଏ) ହତ୍ୟା କରିଛି। ଏ ନେଇ ବିଏଲଏ ପକ୍ଷରୁ ଦାବି କରାଯାଇଛି। ବନ୍ଦୀ ଅଦଳ ବଦଳ କରିବାକୁ ପାକ୍ ସରକାର ରାଜି ନ ହେବାରୁ ପଣବନ୍ଦୀମାନଙ୍କୁ…

ଖୁବ୍‌ଶୀଘ୍ର ମହାକାଶରୁ ଫେରିବେ ସୁନିତା ୱିଲିୟମ୍ସ, ମହାକାଶ ଷ୍ଟେସନରେ ପହଞ୍ଚିଲା ନାସାର କ୍ରୁ-୧୦ ମିଶନ୍

ନୂଆଦିଲ୍ଲୀ: ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନିତା ୱିଲିୟମ୍ସ ଏବଂ ତାଙ୍କ ସହଯୋଗୀ ବୁଚ୍ ୱିଲମୋର ଆଉ କିଛି ଦିନ ପରେ ପୃଥିବୀକୁ ଫେରିବେ। ସେମାନଙ୍କୁ ଫେରାଇ ଆଣିବା ପାଇଁ ‘ନାସା’ ଓ ‘ସ୍ପେସ ଏକ୍ସ’ ଦ୍ୱାରା ପ୍ରକ୍ଷେପଣ କରାଯାଇଥିବା କ୍ରୁ-୧୦ ର…

ମାସିଡୋନିଆ ନାଇଟ୍ କ୍ଲବରେ ଭୟାବହ ଅଗ୍ନିକାଣ୍ଡ, ୫୧ ମୃତ

ସ୍କୋପଜେ (ମାସିଡୋନିଆ) : ଶନିବାର ବିଳମ୍ବିତ ରାତିରେ ଉତ୍ତର ମାସେଡୋନିଆର କୋକାନି ସହରରେ ଥିବା ଏକ ନାଇଟ୍ କ୍ଲବରେ ଭୟାବହ ଅଗ୍ନିକାଣ୍ଡ ଘଟି ୫୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୧୦୦ ଜଣ ଆହତ ହୋଇଛନ୍ତି। ଅଗ୍ନିଶମ ବିଭାଗ ସହାୟତା…

ଜଳନ୍ଧରରେ ଗ୍ରେନେଡ୍ ଆକ୍ରମଣ, ନିଜକୁ ଦାୟୀ କଲା ପାକିସ୍ତାନୀ ଗ୍ୟାଙ୍ଗଷ୍ଟର

ଜଳନ୍ଧର: ପଞ୍ଜାବର ଜଳନ୍ଧରରେ ଏକ ଘର ଉପରେ ଗ୍ରେନେଡ୍ ଆକ୍ରମଣ ହୋଇଛି । ପାକିସ୍ତାନୀ ଗ୍ୟାଙ୍ଗଷ୍ଟର ଶାହଜାଦ ଭଟ୍ଟି ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି । ସେ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ଭିଡିଓ ସେୟାର କରି…