ଜମ୍ମୁ-କଶ୍ମୀରରେ ବଡ଼ ଧରଣର ଭୂସ୍ଖଳନ, ଫସିଗଲେ ଡଜନେରୁ ଅଧିକ ଲୋକ
ଜମ୍ମୁ,୧୩।୩: ଗୁରୁବାର ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାର ପହଲଗାମ ଅଞ୍ଚଳରେ ମୁଖ୍ୟ ଟ୍ୟାକ୍ସି ଷ୍ଟାଣ୍ଡର ୧୫ ଫୁଟ ଉଚ୍ଚ କାନ୍ଥ ଭୁଶୁଡ଼ି ପଡ଼ିବାରୁ ଅତି କମରେ ତିନି ଜଣ ଆହତ ହୋଇଥିବା ବେଳେ ଅନ୍ୟ ନଅ ଜଣଙ୍କୁ ଉଦ୍ଧାର କରାଯାଇଛି। ସ୍ଥାନୀୟ…