National & International

କୁଆଡେ ଗଲା ମହିଳାଙ୍କୁ ୨୫୦୦ ଟଙ୍କା ଓ ମାଗଣା ଗ୍ୟାସ୍ ? ଦିଲ୍ଲୀ ସରକାରଙ୍କୁ ଆତିଶୀଙ୍କ ନିଶାନା

ନୂଆଦିଲ୍ଲୀ: ଦିଲ୍ଲୀର ବିଜେପି ସରକାରଙ୍କୁ ପୁଣି ଘେରିଲା ଆମ୍ ଆଦମୀ ପାର୍ଟି । ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଟାର୍ଗେଟ୍ କରିବା ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପୁଣି ନିଶାନା କରିଛନ୍ତି ଦିଲ୍ଲୀ ବିଧାନସଭାର ବିରୋଧୀ ଦଳ ନେତା ଆତିଶୀ । ବିଜେପି ଦେଇଥିବା…

ନିର୍ବାଚନ ପ୍ରକ୍ରିୟାର ସିଏଜି ଅଡିଟ ଦାବି କରି ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡିର ସଂସଦୀୟ ଟିମ

ନୂଆଦିଲ୍ଲୀ : ନିର୍ବାଚନ ପ୍ରକ୍ରିୟାର ସିଏଜି କିମ୍ବା ନିରପେକ୍ଷ ଅଡିଟରଙ୍କ ଦ୍ବାରା ଅଡିଟ କରିବାକୁ ଦାବି କରିଛି ବିଜେଡି । ଗତ ସାଧାରଣ ନିର୍ବାଚନରେ ହୋଇଥିବା ଅନିୟମିତତା ଅଭିଯୋଗ ପ୍ରସଙ୍ଗରେ ଆଜି ପୁଣି ଥରେ ନିର୍ବାଚନ କମିଶନଙ୍କୁ ଭେଟି ଏହି ଦାବି…

ଦେଶରେ ବଢୁଛି ସ୍ବାଇନ ଫ୍ଲୁ ମାମଲା, ୧୬ ରାଜ୍ୟରେ ୫୧୬ ଆକ୍ରାନ୍ତ

ନୂଆଦିଲ୍ଲୀ : ଦେଶରେ ସ୍ୱାଇନ୍ ଫ୍ଲୁ ବା ଏଚ୍୧ଏନ୍୧ ଭୂତାଣୁ ସଂକ୍ରମଣ ପୁଣି ବ୍ୟାପିବାରେ ଲାଗିଛି। ଦେଶର ୮ଟି ରାଜ୍ୟରେ ଏହାର ପ୍ରସାର ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଜାନୁଆରୀ ୨୦୨୫ରେ ୧୬ଟି ରାଜ୍ୟରେ ୫୧୬ ଜଣ ସ୍ୱାଇନ୍ ଫ୍ଲୁରେ ଆକ୍ରାନ୍ତ…

ବିଦାୟୀ ଭାଷଣ ପରେ ଜିଭ ଦେଖାଇ ଚେୟାର ଉଠାଇ ନେଲେ ଟ୍ରୁଡୋ

ନୂଆଦିଲ୍ଲୀ: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ ଓଟାୱାସ୍ଥିତ ହାଉସ୍ ଅଫ୍ କମନ୍ସରେ ମାର୍କ କାର୍ନିଙ୍କୁ ଉତ୍ତରାଧିକାରୀ ଭାବରେ ଘୋଷଣା କରିଛନ୍ତି। ମାର୍କ କାର୍ନି କାନାଡାର ନୂତନ ପ୍ରଧାନମନ୍ତ୍ରୀ ହେବେ। ଜଷ୍ଟିନ୍ ଟ୍ରୁଡୋ ଆନୁଷ୍ଠାନିକ ଭାବରେ ହାଉସ୍ ଅଫ୍ କମନ୍ସରେ ଇସ୍ତଫା…

ଦିଲ୍ଲୀରେ ବନ୍ଦ ହେବ ପେଟ୍ରୋଲ-ଡିଜେଲ୍ ଗାଡି !

ନୂଆଦିଲ୍ଲୀ : ଦିଲ୍ଲୀ ସରକାର ଇଭି ପଲିସି ୨.୦ ନେଇ ଘୋଷଣା କରିଦେଇଛନ୍ତି । ଏହି ନୂଆ ନିୟମ ଅନୁସାରେ ୨୦୨୭ ସୁଦ୍ଧା ଦିଲ୍ଲୀରେ ପଞ୍ଜୀକରଣ ହୋଇଥିବା ଗାଡିରୁ ୯୫ ପ୍ରତିଶତ କେବଳ ଇଲେକ୍ଟ୍ରିକ୍ ଗାଡି ଭାବେ ପଞ୍ଜୀକୃତ ହେବାକୁ ଲକ୍ଷ୍ୟ…

ପାକିସ୍ତାନରେ ଟ୍ରେନ୍‌ ଅପହରଣ, ୧୨୦ ଯାତ୍ରୀ ପଣବନ୍ଦୀ ସୂଚନା

ଇସଲାମାବାଦ: ପାକିସ୍ତାନରେ ମଙ୍ଗଳବାର ଏକ ଟ୍ରେନ୍ ଅପହରଣ କରାଯାଇଛି। ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବେଲୁଚିସ୍ତାନର ମାଚ୍ ଅଞ୍ଚଳରେ କେତେକ ସଶସ୍ତ୍ର ବ୍ୟକ୍ତି କ୍ୱେଟାରୁ ପେଶାୱର ଯାଉଥିବା ଜାଫର ଏକ୍ସପ୍ରେସ ଟ୍ରେନ୍ ଉପରେ ଆକ୍ରମଣ କରିଛନ୍ତି। ଆତଙ୍କବାଦୀ ସଂଗଠନ ବେଲୁଚ ଲିବରେସନ ଆର୍ମୀ(ବିଏଲଏ)…

ହୋଲି ପୂର୍ବରୁ ବଢ଼ିବ କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଚଳିତ ସପ୍ତାହରେ ଅର୍ଥାତ୍ ହୋଲି ପୂର୍ବରୁ ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କରିପାରନ୍ତି। ମୂଳ ଦରମାର ୫୩%ରୁ ୫୫ ପ୍ରତିଶତ ପର୍ଯ୍ୟନ୍ତ ମହଙ୍ଗା ଭତ୍ତା ବଢ଼ିପାରେ। ଏହା ଦ୍ବାରା ପ୍ରାୟ ୧୨ ନିୟୁତ କେନ୍ଦ୍ର ସରକାରୀ କର୍ମଚାରୀ…

ଆଇପିଏଲରେ ତମାଖୁ ଓ ମାଦକଦ୍ରବ୍ୟ ବିଜ୍ଞାପନ ନିଷେଧ

ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ)ରେ କୌଣସି ପ୍ରକାର ତମାଖୁ ଏବଂ ମାଦକଦ୍ରବ୍ୟର ବିଜ୍ଞାପନ ପ୍ରସାରିତ ହେବ ନାହିଁ। ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଆଇପିଏଲକୁ ନିର୍ଦେଶ ଦିଆଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସ୍ବାସ୍ଥ୍ୟ…

ଅଧିକାରୀମାନେ ମୋ‌ତେ ଗାଳିଗୁଲଜ କରିବା ସହିତ ମାନସିକ ନିର୍ଯାତନା ଦେଇଛନ୍ତି

ନୂଆଦିଲ୍ଲୀ: ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ ବିମାନବନ୍ଦରରୁ କନ୍ନଡ ଅଭିନେତ୍ରୀ ରାଣ୍ୟା ରାଓଙ୍କୁ ସୁନା ଚୋରା ଚାଲାଣ ମାମଲାରେ ଗିରଫ କରାଯାଇଛି। ଗିରଫ ପରେ ରାଣ୍ୟାଙ୍କୁ କୋର୍ଟରେ ହାଜର କରାଯିବା ସହ ତାଙ୍କୁ ୧୪ଦିନିଆ ନ୍ୟାୟିକ ହେପାଜତକୁ ପଠାଇ ଦିଆଯାଇଛି। ସୋମବାର ରାଣ୍ୟାଙ୍କୁ…

ଲଳିତ ମୋଦୀଙ୍କ ନାଗରିକତା ରଦ୍ଦ କଲା ଭାନୁଆଟୁ

ନୂଆଦିଲ୍ଲୀ : ପଳାତକ ଭାରତୀୟ ବ୍ୟବସାୟୀ ଲଳିତ ମୋଦୀଙ୍କୁ ଦିଆଯାଇଥିବା ନାଗରିକତା ବାତିଲ କରିବାକୁ ଭାନୁଆଟୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ନୀତି ମାମଲାରେ ସେ ଭାରତରେ ୱାଣ୍ଟେଡ୍ ଅଛନ୍ତି। ପ୍ରଶାନ୍ତ ମହାସାଗରର ୮୦ରୁ ଅଧିକ ଦ୍ୱୀପକୁ ନେଇ ଗଠିତ ଦ୍ୱୀପରାଷ୍ଟ୍ର…