ତୁଣ୍ଡରେ ଲଗାମ ଲଗାଅ: ଧର୍ମେନ୍ଦ୍ର ଓ ଷ୍ଟାଲିନ ମୁହାଁମୁହିଁ
ନୂଆଦିଲ୍ଲୀ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନର ଜବାବ ଦେଇ ତାଙ୍କୁ ‘ଅହଂକାରୀ’ ବୋଲି କହିଛନ୍ତି। ପୂର୍ବରୁ, କେନ୍ଦ୍ରମନ୍ତ୍ରୀ ତାମିଲନାଡୁ ସରକାରଙ୍କୁ ‘ବେଇମାନ’ ବୋଲି କହିଥିଲେ। ଲୋକସଭାରେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପିଏମ୍ ସ୍କୁଲ ଫର…