ଚମୋଲି ହିମସ୍ଖଳନ : ବଞ୍ଚିଲା ୪୬ ଜୀବନ, ସମସ୍ତ ଉଦ୍ଧାରକାରୀ ଦଳକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ ଧାମି
ଉତ୍ତରାଖଣ୍ଡ ଚମୋଲିର ମାଣାରେ ୩ ଦିନ ପୂର୍ବରୁ ହୋଇଥିବା ହିମସ୍ଖଳନର ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି । ୩ ଦିନ ଧରି ଚାଲିଥିବା ଉଦ୍ଧାର କାର୍ଯ୍ୟ ଆଜି ଶେଷ ହୋଇଛି । ହିମଖଣ୍ଡ ତଳୁ ୪୬ ଜଣଙ୍କୁ ମିଳିଲା ନୂଆ ଜୀବନ…