National & International

ଖାଇକୁ ଖସିଲା ବୋଲେରୋ, ୪ ମୃତ

ଖାଇକୁ ଖସିଲା ବୋଲେରୋ। ଘଟଣାସ୍ଥଳରେ ହିଁ ଆଖିବୁଜିଲେ ୪ ଜଣ। ଜମ୍ମୁ-କଶ୍ମୀରର କିସ୍ତିବାଡା ସ୍ଥିତ ପଦ୍ଦାରରେ ଘଟିଛି ଏଭଳି କିଛି ଦୁର୍ଘଟଣା। ବୋଲେରୋରେ ମୋଟ ୬ ଜଣ ଥିଲେ। ସୂଚନା ମୁତାବକ, ବୋଲେରୋରେ ଯାତ୍ରା କରୁଥିବା ଲୋକମାନେ ପଦ୍ଦାରରୁ ମାସୁ ଗାଁ…

କୁମ୍ଭମେଳାକୁ ବୋମାରେ ଉଡ଼ାଇବାକୁ ଧମକ, ବନ୍ଧା ହେଲେ ଯୁବକ

ଆଉ ଦିନ କେଇଟା ପରେ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହେବ କୁମ୍ଭମେଳା। ତେବେ ଏବେ ଠାରୁ ହିଁ ଏଠାରେ ଶ୍ରଦ୍ଧାଳୁ ଓ ବିଭିନ୍ନ କୋଣ ଅନୁକୋଣରୁ ବାବାମାନେ ଆସି ଡେରା ପକାଇ ସାରିଲେଣି। କୁମ୍ଭମେଳାକୁ ନେଇ ପ୍ରୟାଗରାଜରେ ବ୍ୟାପକ ପ୍ରସ୍ତୁତି ଚାଲିଛି।…

ଏନକାଉଣ୍ଟରରେ ୪ ନକ୍ସଲ ସଫା

ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା। ଏନ୍‌କାଉଣ୍ଟରରେ ଟଳିଲେ ୪ ମାଓବାଦୀ। ମାଲକାନଗିରି ସୀମାନ୍ତ ଝତିଶଗଡ଼ର ଅବୁଝମାଡ଼ରେ ନକ୍ସଲ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଛତିଶଗଡ଼ର ଦନ୍ତେବାଡ଼ା ଓ ନାରାୟଣପୁର ଜିଲ୍ଲା ସୀମାରେ ଥିବା ଅବୁଝମାଡ଼ ଜଙ୍ଗଲରେ ଶନିବାର ବିଳମ୍ବିତ…

HMPV ଭାଇରସ୍‌କୁ ନେଇ ସାରା ବିଶ୍ୱରେ ଛନକା, ଭାରତ ସତର୍କ

ଚୀନରେ ମାଡୁଥିବା HMPVକୁ ନେଇ ଭାରତ ସତର୍କ। ଯଦିଓ ଆମ ଦେଶରେ ଏଯାଏ କୌଣସି କେସ୍ ବାହାରିନି ତଥାପି ସରକାର ସ୍ଥିତି ଉପରେ ନଜର ରଖିଛନ୍ତି। ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ମନିଟରିଂ ଗ୍ରୁପ୍ ବୈଠକ ବସିଥିଲା। ବୈଠକ ପରେ…

ଘାଟି ତଳକୁ ଖସି ପଡ଼ିଲା ସେନା ଟ୍ରକ୍‌; ୪ ଯବାନ ମୃତ, ୫ ଆହତ

ଜମ୍ମୁ ଓ କଶ୍ମୀରର ବାନ୍ଦିପୁର ଜିଲ୍ଲାର ଏସ୍‌କେ ପୟେନ ଅଞ୍ଚଳରେ ଆଜି ସେନାର ଏକ ଟ୍ରକ୍ ଘାଟି ତଳକୁ ଖସି ପଡ଼ିବାରୁ ୪ ଜଣ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ପାହାଡ଼ ଉପରେ ବୁଲାଣି ରାସ୍ତାରେ…

ଦୁର୍ଘଟଣାଗ୍ରସ୍ତ ହେଲା ଗାଙ୍ଗୁଲିଙ୍କ ଝିଅଙ୍କ କାର୍, ଧକ୍କା ଦେଲା ବସ୍

କୋଲକାତା: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ପୂର୍ବତନ ଷ୍ଟାର କ୍ରିକେଟର ସୌରଭ ଗାଙ୍ଗୁଲିଙ୍କ ଝିଅ ସନା ଗାଙ୍ଗୁଲି। କାର୍ ଯୋଗେ ଯାଉଥିବା ବେଳେ ତାଙ୍କ କାରକୁ ଏକ ବସ୍ ଧକ୍କା ଦେଇଥିଲା ବୋଲି ଜଣାପଡ଼ିଛି। ଦୁର୍ଘଟଣା ପରେ ତାଙ୍କ କାରର ଲୁକିଂ ଗ୍ଲାସ୍(କାରର…

ସାମ୍ବାଦିକ ମୁକେଶଙ୍କ ହତ୍ୟା ଘଟଣାରେ ଟ୍ୱିଷ୍ଟ; ସଂପର୍କୀୟ ଭାଇ ଗିରଫ

ଛତିଶଗଡ଼ର ସାମ୍ବାଦିକ ମୁକେଶ ଚନ୍ଦ୍ରାକରଙ୍କ ହତ୍ୟା ଘଟଣାରେ ଆସିଛି ରୋଚକ ମୋଡ଼। ପୁଲିସ ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ମଧ୍ୟରେ ଅଛନ୍ତି ମୁକେଶଙ୍କ ସଂପର୍କୀୟ ଭାଇ ରିତେଶ ଚନ୍ଦ୍ରାକର। ନିଜର ଅନୁସନ୍ଧାନମୂଳକ ରିପୋର୍ଟ ପାଇଁ ଛତିଶଗଡ଼ରେ…

ଦିଲ୍ଲୀ ନିର୍ବାଚନ: ବିଜେପିର ପ୍ରଥମ ପ୍ରାର୍ଥୀ ତାଲିକା ଜାରି

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି ବିଜେପି। ଏହି ପର୍ଯ୍ୟାୟରେ ୨୯ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ଦଳ। ତା’ ମଧ୍ୟରେ ରହିଛି ପୂର୍ବତନ ଲୋକସଭା ସାଂସଦ ପ୍ରବେଶ ସାହିବ…

ଲଦାଖକୁ ପୁଣି ନିଜର କହିଲା ଚାଇନା: ଜୋରଦାର ବିରୋଧ କଲା ଭାରତ

ପୁଣିଥରେ ନୂଆ ଭେଳିକି ଦେଖାଇଛି ଚାଇନା। ଭାରତର କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖକୁ ନିଜର କହିଛି ବେଜିଂ। ଚାଇନା ପକ୍ଷରୁ ଦୁଇଟି କାଉଣ୍ଟୀ ପ୍ରତିଷ୍ଠା କରାଯାଉଛି। ଏହାର କିଛି ଅଂଶ ଲଦାଖ ମଧ୍ୟରେ ଆସୁଛି। ଚାଇନାର ଏପରି ପଦକ୍ଷେପକୁ ଭାରତ ପକ୍ଷରୁ…

ହାଇଦ୍ରାବାଦ ଦଳାଚକଟା ଘଟଣା: ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ନିୟମିତ ଜାମିନ

ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ଏହି ଘଟଣାରେ ଅଭିନେତାଙ୍କୁ ଶୁକ୍ରବାର ଦିନ ହାଇଦ୍ରାବାଦ ନାମପଲ୍ଲି କୋର୍ଟରୁ ନିୟମିତ ଜାମିନ ମିଳିଯାଇଛି। ଡିସେମ୍ବର ୪ରେ ଅଲ୍ଲୁ ଅର୍ଜୁନଙ୍କ ପୁଷ୍ପା-୨ ଫିଲ୍ମର ପ୍ରିମିୟର ଶୋ’…