National & International

ସିନ୍ଦେଙ୍କ ଗଡ଼ ଥାନେରେ ‘ଜନତା ଦରବାର’ କରିବେ ବିଜେପି ମନ୍ତ୍ରୀ ଗଣେଶ ନାଏକ

ଥାନେ: ମହାରାଷ୍ଟ୍ର ଜଙ୍ଗଲ ବିଭାଗ ମନ୍ତ୍ରୀ ଏବଂ ବିଜେପି ନେତା ଗଣେଶ ନାଏକ ସୋମବାର ଉପମୁଖ୍ୟମନ୍ତ୍ରୀ ଏବଂ ଶିବସେନା ଅଧ୍ୟକ୍ଷ ଏକନାଥ ସିନ୍ଦେଙ୍କ ଗଡ଼ ଥାନେରେ ‘ଜନତା ଦରବାର’ କରିବେ। ସେ ଥାନେରେ ମଧ୍ୟ ଜନ ଅଭିଯୋଗ ସଭା କରିବେ, ଯଦ୍ୱାରା…

ଆତିଶୀ ବିରୋଧୀ ଦଳ ନେତା ନିର୍ବାଚିତ

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି ବିଧାୟକ ଦଳ ବୈଠକ ରବିବାର ଦଳ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିରୋଧୀ ଦଳ ନେତାଙ୍କ ନାଁରେ ମୋହର ବାଜିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା ଦିଲ୍ଲୀ ବିଧାନସଭାରେ ବିରୋଧୀ ଦଳ ନେତା ହେବେ ବୋଲି…

ତେଲଙ୍ଗାନାରେ ଟନେଲ ଭୁଶୁଡ଼ିବା ଘଟଣା: ଫସି ରହିଥିବା ଶ୍ରମିକଙ୍କ ପାଖକୁ ପହଞ୍ଚିଛନ୍ତି ଉଦ୍ଧାରକାରୀ ଦଳ

ହାଇଦ୍ରାବାଦ: ତେଲଙ୍ଗାନାର ନାଗରକୁର୍ଣ୍ଣୁଲ ଜିଲାରେ ଶନିବାର ଏକ ନିର୍ମାଣାଧୀନ ଟନେଲ (ସୁଡ଼ଙ୍ଗ) ଭୁଶୁଡି ପଡ଼ିବାରୁ ୮ ଜଣ ଶ୍ରମିକ ଫସି ରହିଛନ୍ତି। ଲିକ୍‌ ମରାମତି କରିବାକୁ କିଛି ଶ୍ରମିକ ଟନେଲ ଭିତରକୁ ଯାଇଥିବାବେଳେ ହଠାତ୍‌ ଶ୍ରୀସାଇଲମ ଲେଫ୍ଟ ବ୍ୟାଙ୍କ କେନାଲର ଏକ…

ଭୁଶୁଡ଼ିଲା ନିର୍ମାଣାଧୀନ ସୁଡ଼ଙ୍ଗର ଛାତ, ଭଗ୍ନାବଶେଷ ତଳେ ଫସି ରହିଛନ୍ତି ୬ରୁ ଅଧିକ ଶ୍ରମିକ

ନୂଆଦିଲ୍ଲୀ: ତେଲେଙ୍ଗାନାର ନାଗକୁରନୂ ଜିଲ୍ଲାରେ ବଡ଼ ଦୁର୍ଘଟଣା । ଶନିବାର ଏଠାରେ ନିର୍ମାଣାଧୀନ ଶ୍ରୀଶୈଲମ ଲେଫ୍ଟ ବ୍ୟାଙ୍କ୍ କେନାଲ (ଏସଏଲବିସି)ର ଏକ ଟେନେଲର କିଛି ଅଂଶ ଭୁଶୁଡ଼ି ପଡ଼ିଛି। ଯାହାର ଭଗ୍ନାବଶେଷ ତଳେ ଫସିଛନ୍ତି ୬ ଶ୍ରମିକ। ସୂଚନା ପାଇ ପ୍ରଶାସନ…

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ

ନୂଆଦିଲ୍ଲୀ/ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ଓଡ଼ିଆଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି। ଗତ କିଛି ମାସ ପୂର୍ବରୁ ଭାରତୀୟ ରିଜର୍ଭ ବ୍ୟାଙ୍କରୁ ଗଭର୍ଣ୍ଣର ଭାବେ ଅବସର ନେଇଥିବା…

୧୩.୯ କୋଟିର କାମ୍ପା ଅର୍ଥରେ କିଣାଯାଇଛି ଆଇଫୋନ, ଫ୍ରିଜ, ଲାପଟପ୍‌

କ୍ଷତିପୂରକ ବନୀକରଣ ପରିଚାଳନା ଏବଂ ଯୋଜନା କର୍ତ୍ତୃପକ୍ଷ(କାମ୍ପା) ପାଣ୍ଠି ଅର୍ଥରେ କିଣା ହୋଇ ଆଇଫୋନ, ଫ୍ରିଜ ଏବଂ ଲାପଟପ। ଲକ୍ଷେ କି ୨ ଲକ୍ଷ ନୁହେଁ, ସିଧାସଳଖ ୧୩ କୋଟି ୯୦ ଲକ୍ଷ ଟଙ୍କା ଏଭଳି ଅଯଥା ଖର୍ଚ୍ଚରେ ବିନିଯୋଗ କରାଯାଇଛି।…

ଏୟାରଇଣ୍ଡିଆର ଦୟନୀୟ ସେବାକୁ ନେଇ ପ୍ରଶ୍ନ ଉଠାଇଲେ କେନ୍ଦ୍ରମନ୍ତ୍ରୀ ଶିବରାଜ ଚୌହ୍ବାନ

କେନ୍ଦ୍ରୀୟ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ଏୟାରଇଣ୍ଡିଆର ବିମାନ ସେବାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ବିମାନର ସିଟ୍‌ଗୁଡ଼ିକର ଖରାପ ସ୍ଥିତିକୁ ନେଇ ଶିବରାଜ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। ଶିବରାଜ…

ଆମ ସମ୍ପର୍କ ଫେଭିକଲ ଭଳି ଅତୁଟ, କେବେ ତୁଟିବନି: ସିନ୍ଦେ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଏବଂ ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ମଧ୍ୟରେ ଶୀତଳ ଯୁଦ୍ଧ ଚାଲିଥିବା ନେଇ ଗଣମାଧ୍ୟମରେ ଖବର ପ୍ରକାଶିତ ହେବା ପରେ ସିନ୍ଦେ ଏ ସମ୍ପର୍କରେ ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି, ଫଡନବିସଙ୍କ ସହିତ ତାଙ୍କ ସମ୍ପର୍କ ଫେଭିକଲ…

ଗୀତା ଛୁଇଁ ଏଫବିଆଇ ନିର୍ଦେଶକ ଭାବେ ଶପଥ ନେଲେ କାଶ ପଟେଲ

ଭାରତୀୟ ବଂଶଜ ତଥା ଡୋନାଲ୍ଡ ଟ୍ରମ୍ପଙ୍କ ବିଶ୍ଵସ୍ତ କାଶ ପଟେଲ ଶନିବାର ସଂଘୀୟ ତଦନ୍ତକାରୀ ବ୍ୟୁରୋ(ଏଫବିଆଇ) ନିର୍ଦେଶକ ଭାବେ ଶପଥ ଗ୍ରହଣ କରିଛନ୍ତି। ପବିତ୍ର ଗ୍ରନ୍ଥ ଭଗବତ ଗୀତାକୁ ଛୁଇଁ ସେ ଶପଥ ନେଇଛନ୍ତି। ଏହା ସହିତ ସେ ଏଫବିଆଇର ନେତୃତ୍ଵ…

ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଲେ ସୋନିଆ

ନୂଆାଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସୋନିଆ ଗାନ୍ଧୀ ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଛନ୍ତି । ସୋନିଆ ଗାନ୍ଧୀଙ୍କୁ ଗତ ଗୁରୁବାର ସକାଳେ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଦିଲ୍ଲୀର ସାର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।…