National & International

୨୬ରେ ସରିବ ମହାକୁମ୍ଭ: ଶିବରାତ୍ରୀ ଥିବାରୁ ଶେଷ ସପ୍ତାହରେ ସାଙ୍ଘାତିକ ଭିଡ଼

ପ୍ରୟାଗରାଜ: ସରି ଆସୁଛି ସମୟ, ବଢିବାରେ ଲାଗିଛି ଭିଡ । ମହାକୁମ୍ଭ ସରିସରି ଆସୁଥିବା ବେଳେ ପ୍ରୟାଗରାଜରେ ଦିନକୁ ଦିନ ଭିଡ ଅସମ୍ଭାଳ ହେଉଛି । ଆଗରୁ ଶିବରାତ୍ରୀ ଥିବାରୁ ଭିଡ ଆହୁରି ସାଙ୍ଘାତିକ ହେବା ନେଇ ଆଶଙ୍କା କରାଯାଉଛି ।…

ମହାକୁମ୍ଭରୁ ଫେରୁଥିବା ବେଳେ ସାଂସଦ ପପୁ ଯାଦବଙ୍କ ଭାଣିଜୀଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ

ଲକ୍ଷ୍ମୌ: ଉତ୍ତରପ୍ରଦେଶର ଗାଜିପୁରରେ ହୋଇଥିବା ସଡ଼କ ଦୁର୍ଘଟଣାରେ ସାଂସଦ ପପୁ ଯାଦବଙ୍କ ଭାଣିଜୀଙ୍କ ମୃତ୍ୟୁ ହୋଇଛି। ଏହି ଦୁଃଖଦ ଖବର ପାଇବା ପରେ ବିହାରର ପୁର୍ଣ୍ଣିୟା ସାଂସଦ ‌ଧୌର୍ଯ୍ୟ ଧରି ରହି ପାରୁ ନାହାନ୍ତି। ଭୋଭୋ ହୋଇ କାନ୍ଦୁଛନ୍ତି। ସଡ଼କ ଦୁର୍ଘଟଣାରେ…

ଭାରତ-ପାକିସ୍ତାନ ମ୍ୟାଚ୍ ପୂର୍ବରୁ ଆଇଆଇଟି ବାବାଙ୍କ ଭବିଷ୍ୟବାଣୀ, ଜିତିବ ଏହି ଦଳ

ପ୍ରୟାଗରାଜ: ପ୍ରୟାଗରାଜରେ ହେଉଥିବା ମହାକୁମ୍ଭରେ ଆଇଆଇଟି ବାବା ଅର୍ଥାତ୍ ଅଭୟ ସିଂହଙ୍କ ବିଷୟରେ ବହୁତ ଆଲୋଚନା ହୋଇସାରିଛି। ଅଭୟ ସିଂହ ପ୍ରଥମେ ଆଇଆଇଟିରେ ପଢ଼ିଥିଲେ, ପରେ ସେ ଚାକିରି କରିବାକୁ ବିଦେଶ ଚାଲିଯାଇଥିଲେ। କିନ୍ତୁ ଏବେ ସେ ଧର୍ମ ପଥରେ ଅଛନ୍ତି।…

ଦିଲ୍ଲୀରେ ରେଖା ସରକାର: ମୁଖ୍ୟମନ୍ତ୍ରୀ ନିଜ ପାଖରେ ରଖିଲେ ୧୦ ବିଭାଗ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀଙ୍କ ସହ ୬ କ୍ୟାବିନେଟ୍ ମନ୍ତ୍ରୀଙ୍କ ଶପଥ ପରେ ଭାଗବଣ୍ଟା ହୋଇଛି ବିଭାଗ । ବିଭାଗ ବଣ୍ଟନ ପରେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ସବୁଠୁ ବ୍ୟସ୍ତ ମନ୍ତ୍ରୀ ଭାବେ ଉଭା ହୋଇଛନ୍ତି । ତାଙ୍କ ଅଧିନରେ ଅର୍ଥ, ରାଜସ୍ବ, ମହିଳା…

‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ୍‌’ ମାମଲାରେ ନୂଆ ବିବାଦ, ରାକ୍ଷୀ ସାୱନ୍ତଙ୍କୁ ପଠାଗଲା ସମନ

ସମୟ ରୈନାଙ୍କ ଶୋ’ ‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ୍‌’ରେ ରଣବୀର ଆଲ୍ଲାହାବାଦିଆ ଏକ ଅଶାଳୀନ ପ୍ରଶ୍ନ ପଚାରିବା ପରେ ବିବାଦ ସୃଷ୍ଟି ହୋଇଛି । ସେ ବାପାମାଆଙ୍କ ବିଷୟରେ ଏକ ଅରୁଚିକର ତଥା ଅଶାଳୀନ ପ୍ରଶ୍ନ ପଚାରିଥିଲେ, ଯାହାକୁ ନେଇ ସୁପ୍ରିମକୋର୍ଟ ତାଙ୍କୁ…

ଦୁର୍ଘଟଣାର ଶିକାର ପରେ କାର୍ଯ୍ୟକ୍ରମରେ ସାମିଲ ହୋଇ କଥା ରଖିଲେ ସୌରଭ ଗାଙ୍ଗୁଲି

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ ଅଧିନାୟକ ଏବଂ ପୂର୍ବତନ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇଛନ୍ତି। ସୌଭାଗ୍ୟବଶତଃ ଦୁର୍ଘଟଣାରୁ ସୌରଭ ଗାଙ୍ଗୁଲି ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତାଙ୍କୁ କୌଣସି ପ୍ରକାର ଆଘାତ ଲାଗିନାହିଁ। ପ୍ରକାଶିତ ରିପୋର୍ଟ ଅନୁସାରେ,…

ନାଗପୁରରେ ବାଂଲାଦେଶୀ ବିମାନର ଜରୁରୀକାଳୀନ ଅବତରଣ, ଅନ୍ୟ ଏକ ବିମାନରେ ଗଲେ ଯାତ୍ରୀ

ନାଗପୁର: ପ୍ରାୟ ୪୦୦ ଯାତ୍ରୀ ଥିବା ବାଂଲାଦେଶ ଏୟାରଲାଇନ୍ସ ‘ବିମାନ ବାଂଲାଦେଶ’ର ଏକ ବିମାନ ବୁଧବାର ରାତିରେ ମହାରାଷ୍ଟ୍ରର ନାଗପୁର ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିଥିଲା। ଏହି ବିମାନରେ ଧୂଆଁ ଦେଖିବା ପରେ ନାଗପୁର ବିମାନ ବନ୍ଦରରେ ଅବତରଣ କରାଯାଇଥିଲା। ବିମାନଟି…

ସମ୍ଭଲରେ ଆଇନଜୀବୀ ବିଷ୍ଣ ଶଙ୍କର ଜୈନଙ୍କୁ ହତ୍ୟା ଷଡ଼ଯନ୍ତ୍ର ହୋଇଥିଲା

ସମ୍ବଲ : ଗତବର୍ଷ ଶେଷ ଆଡ଼କୁ ଉତ୍ତରପ୍ରଦେଶର ସମ୍ଭାଲ ଜିଲ୍ଲା ଚର୍ଚ୍ଚାରେ ରହିଥିଲା। ଗତ ନଭେମ୍ବର ମାସରେ ଏଠାରେ ଥିବା ସାହି ଜାମା ମସଜିଦର ସର୍ଭେ ବେଳେ ହିଂସା କାଣ୍ଡ ଘଟିଥିଲା, ଯେଉଁଥିରେ କିଛି ଲୋକ ପ୍ରାଣ ହରାଇଥିଲେ ଏବଂ ଅନେକ…

ଓଟିଟି ପ୍ଲାଟ୍‌ଫର୍ମ ପାଇଁ ଆସିଲା କେନ୍ଦ୍ରର ନୂଆ ଆଡଭାଇଜରି: କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦।୨: ସୋସିିଆଲ ମିଡିଆରେ ଅଶ୍ଳୀଳ ମଜାକ୍‌ ବିବାଦକୁ ନେଇ କେନ୍ଦ୍ର ସରକାର ଓଭର ଦି ଟପ୍‌ (ଓଟିଟି) ପ୍ଲାଟ୍‌ଫର୍ମଗୁଡ଼ିକ ଉପରେ କଟକଣା ଜାରି କରିଛନ୍ତି। ଆଇନ ଦ୍ୱାରା ନିଷିଦ୍ଧ ହୋଇଥିବା ବିଷୟବସ୍ତୁ ପ୍ରସାରଣ ନ କରିବା ପାଇଁ ଉକ୍ତ ପ୍ଲାଟ୍‌ଫର୍ମଗୁଡ଼ିକୁ ଚେତାବନୀ…

ବଡ଼ ପରିବର୍ତ୍ତନ କଲା କଂଗ୍ରେସ, ୬ ରାଜ୍ୟ ପାଇଁ ୬ ମହିଳାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୦।୨: କଂଗ୍ରେସ ଦଳ ସାରା ଦେଶରେ ସଂଗଠନକୁ ମଜବୁତ କରିବା ପାଇଁ ବଡ଼ ପରିବର୍ତ୍ତନ କରୁଛି। କଂଗ୍ରେସ ଏବେ ଅନେକ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ମହିଳା ମୋର୍ଚ୍ଚା ପାଇଁ ସଭାପତି ଘୋଷଣା କରିଛି। କଂଗ୍ରେସ ସାରିକା ସିଂଙ୍କୁ ରାଜସ୍ଥାନ ମହିଳା…