National & International

ଡେରା ସଚା ସୌଦାର ମୁଖ୍ୟକୁ ‘ସୁପ୍ରିମ’ ନୋଟିସ

ଆତ୍ମଘୋଷିତ ବାବା ତଥା ଡେରା ସଚା ସୌଦାର ମୁଖ୍ୟ ଗୁରମିତ ସିଂହ ଓ ଅନ୍ୟ ୪ ଜଣଙ୍କୁ ସୁପ୍ରିମକୋର୍ଟ ନୋଟିସ କରିଛନ୍ତି। ଡେରା ସଚା ସୌଦାର ପୂର୍ବତନ ମ୍ୟାନେଜର ରଣଜିତ ସିଂହଙ୍କ ହତ୍ୟାକାଣ୍ଡ ଘଟଣାରେ ଏପରି ନୋଟିସ କରାଯାଇଛି। ୨୦୦୨ ମସିହାରେ…

ଚୀନରେ ଆଉ ଏକ ଭୂତାଣୁ ଆତଙ୍କ, ପବନ ବେଗରେ ବ୍ୟାପୁଛି; ହସ୍ପିଟାଲରେ ମିଳୁନି ଜାଗା

ଚୀନରୁ ଆରମ୍ଭ ହୋଇଥିବା କୋଭିଡ-୧୯ ଭାଇରସ ସମଗ୍ର ବିଶ୍ୱରେ ଯେଉଁ ଆତଙ୍କ ସୃଷ୍ଟି କରିଥିଲା, ତାହା ଏଯାଏଁ ମନରୁ ଲିଭିନି। ଏପଟେ ସେହି ଚୀନରେ ଦ୍ରୁତ ଗତିରେ ବ୍ୟାପୁଥିବା ଆଉ ଏକ ନୂଆ ଭାଇରସ୍ ପୁଣି ଚିନ୍ତା ବଢ଼ାଇଛି। ପିଲାଠୁ ବୁଢ଼ା…

ନିମିଶାଙ୍କୁ ମିଳିଛି ଫାଶୀ: ଇରାନ କହିଲା ଯଥା ସମ୍ଭବ ସହଯୋଗ କରିବୁ, କ୍ଷତିପୂରଣ ଦେବାକୁ ପ୍ରସ୍ତୁତ ସ୍ୱାମୀ

ନୂଆଦିଲ୍ଲୀ: ଭାରତୀୟ ନାଗରିକ ନିମିଶା ପ୍ରିୟାଙ୍କୁ ୟେମେନ ସରକାର ଫାସୀ ଦେବା ମାମଲାରେ ସହଯୋଗରେ ହାତ ବଢ଼ାଇଛି ଇରାନ। ଘଟଣାକୁ ସେ ୟେମେନ ସରକାଙ୍କ ସମ୍ମୁଖରେ ଉଠାଇବେ। ଓ ଯାହା ଇରାନ ଦ୍ୱାରା ସମ୍ଭବ ସେ ସବୁ କରାଯିବ ବୋଲି ଇରାନ…

ସାଇବର ଅପରାଧୀଙ୍କ ପ୍ରିୟ ଡିଜିଟାଲ ପ୍ଲାଟଫର୍ମ, ହ୍ୱାଟସଆପରେ ସର୍ବାଧିକ ଠକେଇ

ନୂଆଦିଲ୍ଲୀ : ଅନଲାଇନ ଠକେଇ ପାଇଁ ସାଇବର ଅପରାଧୀଙ୍କ ପ୍ରିୟ ପ୍ଲାଟଫର୍ମ ହ୍ୱାଟସଆପ୍ ସୋଶାଲ ମିଡିଆ। ହ୍ୱାଟସଆପ ପଛକୁ ରହିଛି ଟେଲିଗ୍ରାମ ଏବଂ ପରେ ଇନଷ୍ଟାଗ୍ରାମ। ଏସବୁ ସୋସିଆଲ ମିଡିଆକୁ ଠକେଇର ଅସ୍ତ୍ର ଭାବେ ବାଛିଛନ୍ତି ସାଇବର କ୍ରିମିନାଲ। ଗୃହ ମନ୍ତ୍ରାଳୟର…

ବଜାରରେ ମିଳୁଛି ନକଲି ଚିନି !

ନୂଆଦିଲ୍ଲୀ : ବର୍ତ୍ତମାନ ସମୟରେ ବଜାରରେ ଅସଲି ଜିନିଷ ପାଇବା କଷ୍ଟକର। କାରଣ ଏବେ ପ୍ରାୟତଃ ସବୁ ଅପମିଶ୍ରିତ ତଥା ନକଲି ଜିନିଷ ମିଳୁଛି। ଆପଣ ନକଲି ଆଳୁ-ଅଦା ଏବଂ କ୍ଷୀର-ପନିର ବିକ୍ରି ଖବର ଶୁଣିଥିବେ। କିନ୍ତୁ କ’ଣ ଆପଣ ଜାଣନ୍ତି…

ୟୁରୋପକୁ ଗ୍ୟାସ ଯୋଗାଣ ବନ୍ଦ କଲା ରୁଷ୍‌

ମସ୍କୋ/କିଭ୍‌: ୟୁକ୍ରେନ ଦେଇ ୟୁରୋପକୁ ରୁଷ୍‌ର ପାଇପ୍‌ଲାଇନ ଗ୍ୟାସ ଯୋଗାଣ ନୂଆବର୍ଷର ପ୍ରଥମ ଦିନରୁ ବନ୍ଦ ହୋଇଯାଇଛି। ଗ୍ୟାସ ଯୋଗାଣ ପାଇଁ ରୁଷ୍ କରିଥିବା ଟ୍ରାଞ୍ଜିଟ୍ ଡିଲ୍‌କୁ ନବୀକରଣ କରିବାକୁ ୟୁକ୍ରେନ ମନା କରିଦେଇଛି। ଟ୍ରାଞ୍ଜିଟ୍ ଡିଲ୍‌ ବୁଝାମଣା ନବୀକରଣ ହୋଇ…

ଚିନ୍ମୟ ଦାସଙ୍କୁ ଝଟ୍‌କା: ପୁଣି ଜାମିନ ଆବେଦନ ଖାରଜ କଲେ ବାଂଲାଦେଶ ଅଦାଲତ

ଢାକା: ବାଂଲାଦେଶର ହିନ୍ଦୁ ନେତା ତଥା ଇସ୍କନ ସାଧୁ ଚିନ୍ମୟକୃଷ୍ଣ ଦାସଙ୍କୁ ଆଉ ଏକ ଝଟ୍‌କା ଲାଗିଛି। ଦେଶଦ୍ରୋହ ଅଭିଯୋଗରେ ଢାକା ପୁଲିସ ଦ୍ଵାରା ଗିରଫ ହୋଇ ଜେଲରେ ଥିବା ଚିନ୍ମୟକୃଷ୍ଣ ଦାସଙ୍କ ଜାମିନ ଆବେଦନ ଖାରଜ ହୋଇଛି। ବାଂଲାଦେଶର ଚଟ୍ଟୋଗ୍ରାମର…

ହସ୍ପିଟାଲରେ ଅଗ୍ନିକାଣ୍ଡ, ରୋଗୀ ସୁରକ୍ଷିତ

ଚେନ୍ନାଇ: ତାମିଲନାଡୁସ୍ଥିତ ରାମନାଥପୁରମ୍ ମେଡିକାଲ​‌ରେ ଭୟାବହ ଅଗ୍ନିକାଣ୍ଡ। ବୁଧବାର ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଏଥିରେ କେହି ମୃତାହତ ହୋଇନାହାନ୍ତି । ହସ୍ପିଟାଲରେ ଥିବା ସମସ୍ତ ରୋଗୀ ସୁରକ୍ଷିତ ଥିବା ଜଣାପଡିଛି। ସର୍ଟ ସର୍କିଟ୍ ଯୋଗୁଁ ନିଆଁ…

ନୀତୀଶଙ୍କୁ ବଡ଼ ଅଫର ଦେଲେ ଲାଲୁ

ପାଟନା : ପୁଣି ପଲଟି ମାରିବେ କି ପଲଟୁରାମ? ଏନ୍‌ଡିଏ ଛାଡି ଇଣ୍ଡି ମେଣ୍ଟକୁ ଯିବେ କି? ଆର୍‌ଜେଡି ସହ ମିଶାଇବେ କି ହାତ? ଏଭଳି କିଛି ଚର୍ଚ୍ଚାକୁ ନେଇ ଏବେ ସରଗରମ ହେଲାଣି ବିହାର ରାଜନୀତି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ…

ପୁଣି ରେଳ ଟ୍ରାକ୍‌ ଉଡ଼ାଇବାକୁ ଷଡ଼ଯନ୍ତ୍ର, ମିଳିଲା ଗ୍ୟାସ୍‌ ସିଲିଣ୍ଡର

ଲକ୍ଷ୍ନୌ : ପୁଣି ରେଳ ଦୁର୍ଘଟଣା ଘଟାଇବାକୁ ଷଡ଼ଯନ୍ତ୍ର। ଟ୍ରାକ୍‌ ଉପରୁ ମିଳିଲା ଗ୍ୟାସ୍‌ ସିଲିଣ୍ଡର। ଉତ୍ତରପ୍ରଦେଶର କାନପୁରରେ ଘଟିଛି ଏଭଳି କିଛି ଘଟଣା। ଏଥର ପୁଣି ଶିବରାଜପୁର ଅଞ୍ଚଳରେ ଟ୍ରାକ୍‌ ଉପରୁ ପଞ୍ଚ କିଲୋଗ୍ରାମର ଗ୍ୟାସ୍‌ ସିଲିଣ୍ଡର ମିଳିଛି। ସୂଚନା…