ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ବିହାରରେ ଭାଜପା ସରକାର ଗଠନ କରିପାରିବ ନାହିଁ: ଲାଲୁ
ପାଟନା,୧୩।୨: ରାଷ୍ଟ୍ରୀୟ ଜନତା ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ବିହାରରେ ଭାଜପା ସରକାର ଗଠନ କରିପାରିବ ନାହିଁ ବୋଲି ଲାଲୁ କହିଛନ୍ତି। ଦିଲ୍ଲୀରେ ଅରବିନ୍ଦ କେଜ୍ରିୱାଲଙ୍କ ସରକାରଙ୍କର ପରାଜୟ…