National & International

ଛତିଶଗଡ଼ରେ ୩୧ ନକ୍ସଲ ନିପାତ ଘଟଣା ଏକ ବଡ଼ ସଫଳତା: ଅମିତ ଶାହ

ଭୁବନେଶ୍ୱର: ଛତିଶଗଡ଼ର ବିଜାପୁରରେ ରବିବାର ସକାଳୁ ସୁରକ୍ଷାକର୍ମୀ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ଏନକାଉଣ୍ଟରରେ ୩୧ ଜଣ ନକ୍ସଲ ନିହତ ହୋଇଥିବା ବେଳେ ୨ଜଣ ଯବାନ ସହିଦ ହୋଇଥିଲେ। ନକ୍ସଲ ନିପାତ ଘଟଣାକୁ ଏକ ବଡ଼ ସଫଳତା ବୋଲି…

ଖୁବ ଶୀଘ୍ର ଘୋଷଣା ହେବ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ନାମ

ନୂଆଦିଲ୍ଲୀ: ୨୭ ବର୍ଷ ପରେ ଜାତୀୟ ରାଜଧାନୀ ଦିଲ୍ଲୀରେ ଭାରତୀୟ ଜନତା ପାର୍ଟି (ବିଜେପି) ସରକାର ଗଠନ ହେବାକୁ ଯାଉଛି। ଦିଲ୍ଲୀର ୭୦ଟି ସିଟ୍ ମଧ୍ୟରୁ ୪୮ଟିରେ ବିଜେପି ଜିତିଥିବାବେଳେ ଆପକୁ କେବଳ ୨୨ଟି ସିଟ୍ ସହ ସନ୍ତୁଷ୍ଟ ହେବାକୁ ପଡିଛି…

ମହାକୁମ୍ଭ ମେଳା ପରିଦର୍ଶନ ଓ ସଙ୍ଗମରେ ସ୍ନାନ କରିବେ ରାଷ୍ଟ୍ରପତି ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର (ଫେବୃଆରୀ ୧୦ ତାରିଖ) ପ୍ରୟାଗରାଜରେ ହେବାକୁ ଥିବା ମହାକୁମ୍ଭ ମେଳା ପରିଦର୍ଶନ କରି ସଙ୍ଗମରେ ସ୍ନାନ କରିବେ ବୋଲି ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ପୌଷ ପୂର୍ଣ୍ଣିମା (ଜାନୁଆରୀ ୧୩)ରୁ ଆରମ୍ଭ ହୋଇଥିବା ବିଶ୍ୱର ସର୍ବବୃହତ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଆତିଶୀ

ନୂଆଦିଲ୍ଲୀ: ଇସ୍ତଫା ଦେଲେ ଆତିଶୀ। ଆଜି ରାଜଭବନରେ ପହଞ୍ଚି ଉପରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା। ଦିଲ୍ଲୀରେ ଆପ୍‌ର ପରାଜୟ ପରେ ସେ ଇସ୍ତଫା ଦେଇଛନ୍ତି। ଆତିଶୀ କାଲକାଜୀ ବିଧାନସଭା ଆସନରୁ ବିଜୟ ଲାଭ କରିଛନ୍ତି।…

ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜେପିର ବିପୁଳ ବିଜୟ । ଆପ ଓ କଂଗ୍ରେସକୁ ପଛରେ ପକାଇଲା ବିଜେପି। ବିଜୟ ମୁକୁଟ ପିନ୍ଧିବା ପରେ ବିଜେପି ଶିବିରରେ ଉତ୍ସବର ମାହଲୋ। ବିଜେପି କର୍ମୀମାନେ ପରସ୍ପରକୁ ମିଠା ଖୁଆଇ ଖୁସି ମନାଉଛନ୍ତି। ଦିଲ୍ଲୀ…

ମାଘ ପୂର୍ଣ୍ଣିମା ଓ ମହାଶିବରାତ୍ରୀରେ ହେବନି ଅମୃତ ସ୍ନାନ

ନୂଆଦିଲ୍ଲୀ : ପ୍ରୟାଗରାଜଠାରେ ଚାଲିଥିବା ମହାକୁମ୍ଭ ମେଳା ଆସନ୍ତା ୨୬ ତାରିଖ ମହାଶିବରାତ୍ରୀ ଅବସରରେ ସମାପ୍ତ ହେବ । ମହାକୁମ୍ଭରେ ଆଉ ୨ଟି ସ୍ନାନ ରହିଛି, ତାହା ହେଉଛି ମାଘ ପୂର୍ଣ୍ଣିମା ଓ ମହାଶିବରାତ୍ରୀ । କିନ୍ତୁ ଏହି ଦୁଇଦିନ ଅମୃତ…

ମେ’ ୪ରେ ହେବ ନିଟ୍-ୟୁଜି ପ୍ରବେଶିକା ପରୀକ୍ଷା

ନୂଆଦିଲ୍ଲୀ: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍-ୟୁଜି ୨୦୨୫ ( NEET-UG 2025 ) ଆସନ୍ତା ମେ’ ୪ତାରିଖରେ ଅନୁଷ୍ଠିତ ହେବ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ମେ’ ୪ ତାରିଖରେ ଅପରାହ୍ଣ ୨ଟାରୁ ୫ଟା ପର୍ଯ୍ୟନ୍ତ ପରୀକ୍ଷା…

ଭାବୁକ ହୋଇପଡିଲେ ଆନ୍ନା, ବହୁତ ବୁଝାଇଲି, ହେଲେ ସେ ମାନିଲେନି

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ​​ଆମ ଆଦମୀ ପାର୍ଟି ଏବଂ ଅରବିନ୍ଦ କେଜରିୱାଲଙ୍କ ପରାଜୟରେ ସାମାଜିକ କର୍ମୀ ଆନ୍ନା ହଜାରେ ଭାବପ୍ରବଣ ହୋଇପଡିଛନ୍ତି । ଆନ୍ନା ହଜାରେ ଭାବପ୍ରବଣ ହୋଇ କହିଛନ୍ତି ଯେ ସେ କେଜରିୱାଲଙ୍କୁ ବହୁତ ବୁଝାଇବାକୁ ଚେଷ୍ଟା କରିଥିଲେ…

ଦିନରାତି କାମ କରୁଥିବା ବିଜେପି କର୍ମକର୍ତ୍ତା ପାଇଁ ଗର୍ବିତ, ଦିଲ୍ଲୀର ସାମଗ୍ରିକ ବିକାଶ କରିବୁ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ ବିଜେପିକୁ ବହୁମତ ମିଳିଛି। ଦିଲ୍ଲୀ ବିଜୟ ପରେ ‘ଏକ୍ସ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିକ୍ରିୟା ରଖି କହିଛନ୍ତି ଯେ ବିକାଶ ଜିତିଲା, ସୁଶାସନ ଜିତିଲା। ଦିନରାତି କାମ କରୁଥିବା ବିଜେପି କର୍ମକର୍ତ୍ତା ପାଇଁ…

ଦିଲ୍ଲୀ ଏବେ କେଜ୍ରିୱାଲଙ୍କଠାରୁ ମୁକ୍ତ: କୁମାର ବିଶ୍ବାସ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଉପରେ ଅରବିନ୍ଦ କେଜ୍ରିୱାଲଙ୍କ ଅନେକ ପୁରୁଣା ସହଯୋଗୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ପ୍ରସିଦ୍ଧ ହିନ୍ଦୀ କବି ଡକ୍ଟର କୁମାର ବିଶ୍ୱାସ ମଧ୍ୟ ସେମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ। ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ସେ କହିଛନ୍ତି…