National & International

ଅସହ୍ୟ ହେଲାଣି ଆର୍ଥିକ ସଙ୍କଟ, ଭାରତ ସହିତ ସମସ୍ତ ସମସ୍ୟାର ସମାଧାନ ଚାହୁଁଛି ପାକିସ୍ତାନ

ନୂଆଦିଲ୍ଲୀ,୫ା୨: ପାକିସ୍ତାନ ପୁଣିଥରେ କାଶ୍ମୀର ପ୍ରସଙ୍ଗ ଉଠାଇଛି। ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ବୁଧବାର କହିଛନ୍ତି ଯେ ପାକିସ୍ତାନ ଭାରତ ସହିତ କାଶ୍ମୀର ସମେତ ସମସ୍ତ ସମସ୍ୟାର ସମାଧାନ ଆଲୋଚନା ମାଧ୍ୟମରେ କରିବାକୁ ଚାହୁଁଛି। ସେ କହିଛନ୍ତି ଯେ ତାଙ୍କ ଦେଶ କାଶ୍ମୀର…

ମୋଦୀ ବିରୋଧୀ ଦଳରେ ବସିଲେ ମୋ ତପସ୍ୟା ସଫଳ ହେବ: କଂଗ୍ରେସ ନେତା ପବନ ଖେରା

ନୂଆଦିଲ୍ଲୀ: କଂଗ୍ରେସ ନେତା ପବନ ଖେରା ତାଙ୍କର ନୂଆ ସ୍ୱପ୍ନ ସମ୍ପର୍କରେ ପ୍ରକାଶ କରିଛନ୍ତି। ଯେଉଁଥିରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ବିରୋଧୀ ଦଳରେ ବସିଥିବାର ଦେଖିବାକୁ ଚାହୁଁଛନ୍ତି। ମୋଦୀଙ୍କୁ ସେହି ପ୍ରକାରର ‘ଅପମାନ’ ଭୋଗିବା ସେ ଦେଖିବାକୁ ଚାହୁଁଛନ୍ତି ଯାହା…

ବଜେଟ୍ ପରେ ଏବେ ୟୁସିସିକୁ ସମର୍ଥନ କଲେ ଶତ୍ରୁଘ୍ନ ସିହ୍ନା

ନୂଆଦିଲ୍ଲୀ: ଅଭିନେତା ତଥା ତୃଣମୂଳ କଂଗ୍ରେସ(ଟିଏମସି) ସାଂସଦ ଶତ୍ରୁଘ୍ନ ସିହ୍ନା ଉତ୍ତରାଖଣ୍ଡରେ ୟୁନିଫର୍ମ ସିଭିଲ କୋଡ୍ (ୟୁସିସି)ଲାଗୁକୁ ପ୍ରଶଂସା କରିଛନ୍ତି। ଚାରି ଦିନ ପୂର୍ବରୁ, ସେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ ବଜେଟର କିଛି ଅଂଶକୁ ମଧ୍ୟ ପ୍ରଶଂସା କରିଥିଲେ।…

ଅଣହିନ୍ଦୁ କର୍ମଚାରୀଙ୍କୁ ନିଲମ୍ବନ କଲା ତିରୁପତି ମନ୍ଦିର କମିଟି

ତିରୁପତି,୫ା୨: ଭାରତରେ ପ୍ରମୁଖ ହିନ୍ଦୁ ଧର୍ମସ୍ଥଳୀ ମାନଙ୍କ ମଧ୍ୟରୁ ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିର ଅନ୍ୟତମ। କିଛିଦିନ ତଳେ ଏଠାରେ ମିଳୁଥିବା ଲଡ଼ୁରେ ଗୋମାଂସ ଚର୍ବି ଅଂଶ ଥିବା ନେଇ ଖବର ସାମ୍ନାକୁ ଆସିବା ପରେ ବିବାଦ ଦେଖାଦେଇଥିଲା। ଅଧ୍ୟକ୍ଷ ବି.ଆର. ନାଇଡୁଙ୍କ…

ଗାଜା ଷ୍ଟ୍ରିପ୍ ଦଖଲ କରିବାକୁ ସ୍ବତନ୍ତ୍ର ଯୋଜନା କରିଛନ୍ତି ଟ୍ରମ୍ପ

ୱାଶିଂଟନ: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ସହ ଡୋନାଲ୍ଡ ଟ୍ରମ୍ପ ଫେବ୍ରୁଆରି ୪ ତାରିଖରେ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ସେ ଗାଜା ଷ୍ଟ୍ରିପରୁ ପାଲେଷ୍ଟାଇନମାନଙ୍କୁ ଅପସାରଣ କରି ପୁନଃନିର୍ମାଣ ପାଇଁ ଏକ ଯୋଜନା ଉପସ୍ଥାପନ କରିଛନ୍ତି। ଏହା ଅନ୍ତର୍ଗତ ୨୩…

ଚେନ୍ନାଇରେ ଚାଞ୍ଚଲ୍ୟ: ଯୁବତୀଙ୍କୁ ଛୁରୀ ଦେଖାଇ ଚଳନ୍ତା ଅଟୋରେ ଯୌନ ନିର୍ଯାତନା

ଚେନ୍ନାଇ,୫ା୨: ସୋମବାର ବିଳମ୍ବିତ ରାତିରେ ଚେନ୍ନାଇରେ ଏକ ଚଳନ୍ତା ଅଟୋରିକ୍ସାରେ ଜଣେ 18 ବର୍ଷୀୟ ପ୍ରବାସୀ ଯୁବତୀଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ପୋଲିସ କହିଛି ଯେ ଅପରାଧ ସ୍ଥାନ ନିକଟରେ ଥିବା CCTV ଫୁଟେଜ୍ ଯାଞ୍ଚ କରାଯାଉଛି ଏବଂ…

ଭୋଟ ଦେଲେ ରାଷ୍ଟ୍ରପତି: ଚାରିଆଡେ କଡ଼ା ସୁରକ୍ଷା

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବୁଧବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହି ଅବସରରେ ରାଷ୍ଟ୍ରପତି ଭବନ ପରିସରରେ ଥିବା ଡ. ରାଜେନ୍ଦ୍ର ପ୍ରସାଦ ସେଣ୍ଟ୍ରାଲ ସ୍କୁଲରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମତଦାନ କରିଥିଲେ। ଏହି ମତଦାନ କେନ୍ଦ୍ରକୁ ସୱତନ୍ତ୍ର…

ଅମିତ ଶାହଙ୍କ ବିରୋଧରେ ‘ଗୁଣ୍ଡାରାଜ୍‌’ ଅଭିଯୋଗ ଆଣିଲେ କେଜ୍ରିୱାଲ୍‌

ନୂଆଦିଲ୍ଲୀ: ଦିଲ୍ଲୀରେ ବିଧାନସଭା ନିର୍ବାଚନ ଆରମ୍ଭ ହୋଇ ଯାଇଥିବା ବେଳେ ଆମ ଆଦମୀ ପାର୍ଟି (ଆପ) ମୁଖ୍ୟ ଅରବିନ୍ଦ କେଜ୍ରିୱାଲ୍‌ ଅଭିଯୋଗ ଆଣିଛନ୍ତି ଯେ ​​ଭୋଟ ଦେବା ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପି ନେତା ଅମିତ ଶାହ “ଗୁଣ୍ଡାରାଜ”କୁ ସମର୍ଥନ…

ମହାକୁମ୍ଭରେ ବୁଡ଼ ପକାଇଲେ ଭୁଟାନ ରାଜା

ପ୍ରୟାଗରାଜ ମହାକୁମ୍ଭରେ ଦେଶ, ବିଦେଶରୁ କୋଟି କୋଟି ଶ୍ରଦ୍ଧାଳୁ ଆସି ବୁଡ଼ ପକାଉଛନ୍ତି । ଆଜି ଭୁଟାନ ରାଜା ଜିଗମେ ଖେସର ନାମଗୟାଲ୍ ୱାଙ୍ଗଚୁକ ମଧ୍ୟ ତ୍ରିବେଣୀ ସଙ୍ଗମରେ ପହଞ୍ଚି ପବିତ୍ର ସ୍ନାନ କରିଛନ୍ତି । ସଙ୍ଗମ ସ୍ଥଳରେ ବୁଡ଼ ପକାଇବା…

ମଧ୍ୟମ ବର୍ଗର ସ୍ୱପ୍ନକୁ ଏମିତି ବୁଝାଯାଏ ନାହିଁ : ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ରାଷ୍ଟ୍ରପତିଙ୍କ ସମ୍ବୋଧନ ବିକଶିତ ଭାରତର ସଂକଳ୍ପକୁ ଦୃଢ଼ତା ଦେବା, ନୂଆ ବିଶ୍ୱାସ ତିଆରି କରିବା ଏବଂ ଜନସାଧାରଣକୁ ପ୍ରେରିତ କରିବାକୁ ସାହାଯ୍ୟ କରିଛି। ସେ କହିଛନ୍ତି, ଆମେ ଗରିବଙ୍କୁ ମିଥ୍ୟା ପ୍ରତିଶୃତି ଦେଇନୁ, ବରଂ ବିକାଶ…