National & International

ସନାତନ ବିରୋଧୀ ଚାହୁଁଥିଲେ କୁମ୍ଭମେଳାରେ ବଡ଼ ଅଘଟଣ ଘଟୁ : ଯୋଗୀ

ନୂଆଦିଲ୍ଲୀ : ପ୍ରୟାଗରାଜ କୁମ୍ଭମେଳାରେ ମୌନି ଅମାବାସ୍ୟା ଦିନ ଜାନୁଆରୀ ୨୯ ତାରିଖରେ ହୋଇଥିବା ଦଳାଚକଟା ଓ ସେଥିରେ ହୋଇଥିବା ମୃତ୍ୟୁକୁ ନେଇ ରାଜନୀତି ଜାରି ରହିଛି । ଏହାକୁ ନେଇ ସପା ମୁଖ୍ୟ ଅଖିଳେଶ ଯାଦବ ଓ କଂଗ୍ରେସ ସଭାପତି…

ଦେଶର ବିକାଶ ସେମାନଙ୍କ ପାଇଁ ବୋରିଂ – ମୋଦୀ

ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାର ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ଦେଉଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମରୁ ହିଁ ନାମ ନ ନେଇ କଂଗ୍ରେସକୁ ସମାଲୋଚନା କରିବା ଆରମ୍ଭ କରିଥିଲେ। ସେ…

ଗରିବଙ୍କ କୁଡ଼ିଆରେ ଫଟୋ ଉଠାଉଥିବା ଲୋକଙ୍କୁ ସଂସଦରେ ଗରିବଙ୍କ ଚର୍ଚ୍ଚା ବିରକ୍ତିକର ଲାଗିବ: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ସଂସଦରେ ବଜେଟ୍‌ ଅଧିବେଶନ ମଧ୍ୟରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାନ ପ୍ରସ୍ତାବରେ ଗୃହକୁ ସମ୍ବୋଧନ କରୁଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ‘‘ମୁଁ ବହୁତ ଭାଗ୍ୟବାନ୍ ଯେ ଦେଶର ଲୋକମାନେ ମୋତେ ଚତୁର୍ଦ୍ଦଶ ଥର…

ବେଆଇନ ପ୍ରବାସୀ ଭାରତୀୟଙ୍କୁ ଦେଶରୁ ବିତାଡ଼ିତ କରିବା ଆରମ୍ଭ କଲା ଆମେରିକା

ଓ୍ବାଶିଂଟନ: ଅବୈଧ ପ୍ରବାସୀମାନଙ୍କୁ ସେମାନଙ୍କ ଦେଶକୁ ପଠାଇବା ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ ପରେ ଆମେରିକାରୁ ବହୁ ସଂଖ୍ୟକ ବେଆଇନ ପ୍ରବାସୀଙ୍କୁ ବିତାଡ଼ିତ କରାଯାଉଛି। ସୂଚନା ମୁତାବକ, ବର୍ତ୍ତମାନ ବେଆଇନ ଭାବେ ବାସ କରୁଥିବା ଭାରତୀୟମାନଙ୍କୁ ମଧ୍ୟ ଦେଶରୁ ବିତାଡ଼ିତ କରିବା…

ମଦ ଦୁର୍ନୀତିରେ ବଡ଼େ ମିଆଁ ଏବଂ ଛୋଟେ ମିଆଁ ଉଭୟ ଜେଲ୍ ଗଲେ: ଶାହା

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିବା ପାଇଁ ସୋମବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବିଜୱାସନ ବିଧାନସଭା କ୍ଷେତ୍ରରେ ପହଞ୍ଚିଥିଲେ | ଏହି ସମୟରେ ସେ ଦିଲ୍ଲୀର ଆମ ଆଦମୀ ପାର୍ଟି ସରକାର ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ…

ପ୍ରଥମ ଥର ପାଇଁ ଡଲାର ତୁଳନାରେ ୮୭କୁ ଖସିଲା ଟଙ୍କା

ନୂଆଦିଲ୍ଲୀ : ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ଅର୍ଥାତ୍ ଟଙ୍କାର ସ୍ଥିତିରେ କ୍ରମାଗତ ଭାବେ ଅବନତି ହେବାରେ ଲାଗିଛି। ଆନ୍ତଃବ୍ୟାଙ୍କ ବୈଦେଶିକ ମୁଦ୍ରା ବଜାରରେ ସୋମବାର ଡଲାର ପିଛା ଟଙ୍କା ୫୫ ପଇସା ହ୍ରାସ ପାଇ ୮୭.୧୭ (ଅସ୍ଥାୟୀ) ରେ…

ସ୍ୱାମୀର କିଡନୀ ବିକ୍ରି ଟଙ୍କାରେ ପ୍ରେମିକ ସହ ପଳାଇଲା ପତ୍ନୀ

କୋଲକାତା: ଯେକୌଣସି ବ୍ୟକ୍ତି ନିଜ ପରିବାର ପାଇଁ ଦିନରାତି କଠିନ ପରିଶ୍ରମ କରେ। ଯଦି ଏହି କଠିନ ପରିଶ୍ରମ ପରିବାର ପ୍ରତିପୋଷଣ ପାଇଁ ଯଥେଷ୍ଟ ନୁହେଁ, ତେବେ ଅନେକ ସମୟରେ ଲୋକମାନେ ଏପରି ପଦକ୍ଷେପ ନିଅନ୍ତି ଯାହା ବିଷୟରେ ଜାଣି ସମସ୍ତେ…

ବିଜୟର ଭବିଷ୍ୟବାଣୀ କରି ଏମିତି କହିଲେ ପ୍ରବେଶ ବର୍ମା

ନୂଆଦିଲ୍ଲୀ,୩।୨: ଦିଲ୍ଲୀରେ ଭାଜପାର ବିଜୟ ପରେ, ତାଲକାଟୋରା ଷ୍ଟାଡିୟମର ନାମ ପରିବର୍ତ୍ତନ କରାଯିବ। ନୂଆଦିଲ୍ଲୀ ଆସନରୁ ଭାଜପା ପ୍ରାର୍ଥୀ ପ୍ରବେଶ ବର୍ମା ଏହା ଘୋଷଣା କରିଛନ୍ତି। ସେ ଦାବି କରିଛନ୍ତି ଯେ ଫେବୃଆରୀ ୮ ତାରିଖରେ ଦିଲ୍ଲୀରେ ଭାରତୀୟ ଜନତା ପାର୍ଟିର…

ମୋତେ ଜୀବନରୁ ମାରିଦେବାକୁ ଚାହୁଁଛନ୍ତି, ସାଂଘାତିକ ଅଭିଯୋଗ ଆଣିଲେ ଶଙ୍କରାଚାର୍ଯ୍ୟ

ଲକ୍ଷ୍ନୌ,୩।୨: ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ସାଂଘାତିକ ଅଭିଯୋଗ ଆଣିଛନ୍ତି। ତାଙ୍କୁ ହତ୍ୟା ଧମକ ଦିଆଯାଉଥିବା ସେ ଅଭିଯୋଗ ଆଣିଛନ୍ତି। ମୌନୀ ଅମାବାସ୍ୟାର ଅମୃତ ସ୍ନାନ ସମୟରେ ଦଳାଚକଟା ସମ୍ପର୍କରେ ଶଙ୍କରାଚାର୍ଯ୍ୟ କୁମ୍ଭ ବ୍ୟବସ୍ଥାରେ ଉତ୍ତର ପ୍ରଦେଶ ସରକାରଙ୍କ ଅବହେଳାର ଅଭିଯୋଗ ଆଣି…

ବିଶ୍ୱର ସବୁଠୁ ଶକ୍ତିଶାଳୀ ଦେଶ: ଟପ୍‌-୧୦ରୁ ବାଦ୍‌ ପଡ଼ିଲା ଭାରତ

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୩।୨: ଫୋବର୍ସ ୨୦୨୫ରେ ବିଶ୍ୱର ୧୦ଟି ସବୁଠାରୁ ଶକ୍ତିଶାଳୀ ଦେଶର ରାଙ୍କିଂ ପ୍ରକାଶ କରିଛି। ଏଥିରେ ଭାରତକୁ ଶ୍ରେଷ୍ଠ ୧୦ରୁ ବାଦ ଦିଆଯାଇଛି। ଏହି ତାଲିକା ଅନେକ ଗୁରୁତ୍ୱପୂର୍ଣ୍ଣ ପାରାମିଟର ଉପରେ ଆଧାରିତ। କିନ୍ତୁ ଭାରତ ଭଳି ଏକ ଦେଶକୁ ବାଦ…