ସୋନିଆଙ୍କ ମନ୍ତବ୍ୟର ଦୃଢ଼ ପ୍ରତିବାଦ ଜଣାଇଲା ରାଷ୍ଟ୍ରପତି ଭବନ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀଙ୍କ ଅରୁଚିକର ମନ୍ତବ୍ୟର ଦୃଢ଼ ପ୍ରତିବାଦ ଜଣାଇଛି ରାଷ୍ଟ୍ରପତି ଭବନ। ସୋନିଆଙ୍କ ମନ୍ତବ୍ୟ ଅଗ୍ରହଣୀୟ। ଏହା ରାଷ୍ଟ୍ରପତିଙ୍କ ମର୍ଯ୍ୟାଦାକୁ ଆଘାତ ଦେଇଛି ବୋଲି ରାଷ୍ଟ୍ରପତି ଭବନ ତରଫରୁ ଏକ ବିବୃତି ଜାରି…