National & International

ମେୟର ନିର୍ବାଚନରେ ଭାଜପାର ବାଜିମାତ୍‌

ଚଣ୍ଡିଗଡ଼,୩୦।୧:କେନ୍ଦ୍ର ଶାସିତ ଅଞ୍ଚଳ ଚଣ୍ଡିଗଡ଼ରେ ମେୟର ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଭାରତୀୟ ଜନତା ପାର୍ଟି ଏହି ନିର୍ବାଚନରେ ବିଜୟୀ ହୋଇଛି। ଭାଜପାର ପ୍ରାର୍ଥୀ ହରପ୍ରୀତ କୌର ବାବଲା ନିର୍ବାଚନରେ ବିଜୟୀ ହୋଇ ଚଣ୍ଡିଗଡ଼ର ମେୟର ହୋଇଛନ୍ତି। ସୂଚନା ଅନୁଯାୟୀ, ମେୟର…

ଭାରତୀୟ ରେଳବାଇ ଆଣିଲା ନୂଆ ସୁବିଧା, ଟଙ୍କା ନ ଦେଇ ବି ବୁକ୍‌ କରିପାରିବେ ଟ୍ରେନ୍‌ ଟିକେଟ୍‌

ନୂଆଦିଲ୍ଲୀ,୨୯।୧: ଭାରତୀୟ ରେଳବାଇ ଦ୍ୱାରା ନିକଟରେ ଏକ ନୂତନ ସୁବିଧା ଆରମ୍ଭ କରାଯାଇଛି। ଏହି ସୁବିଧାକୁ ‘ବୁକ୍‌ ନାଓ ପେ ଲାଟର୍‌(ଏବେ ବୁକ କରନ୍ତୁ ପରେ ଦିଅନ୍ତୁ)’ ନାମ ଦିଆଯାଇଛି। ଏହି ଗୋଟିଏ ବୈଶିଷ୍ଟ୍ୟ ସାହାଯ୍ୟରେ, ଆପଣ ପ୍ରଥମେ ଟ୍ରେନ୍‌ ଟିକେଟ୍‌…

ରାହୁଲ ଗାନ୍ଧୀଙ୍କ ସମେତ ୪ ନେତାଙ୍କୁ ପାଣି ବୋତଲ ପଠାଇଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୩୦।୧: ଦିଲ୍ଲୀ ନିର୍ବାଚନକୁ ଅଳ୍ପ ଦିନ ବାକି ଥିବା ବେଳେ ଗତ ଦୁଇ-ତିନି ଦିନ ଧରି ଯମୁନା ପାଣିକୁ ନେଇ ଯୁଦ୍ଧ ଚାଲିଛି। ବିଶେଷକରି ଯମୁନା ଜଳକୁ ନେଇ ଆମ ଆଦମୀ ପାର୍ଟି ଏବଂ ଭାଜପା ନେତାଙ୍କ ମଧ୍ୟରେ ବୟାନବାଜି ଅଧିକ…

ଆମେରିକା ବିମାନ ଦୁର୍ଘଟଣା ମୃତ୍ୟୁସଂଖ୍ୟା ୬୪ରେ ପହଞ୍ଚିଲା

ଓ୍ବାସିଂଟନ : ଆମେରିକାର ଓ୍ବାସିଂଟନ ନିକଟରେ ହୋଇଥିବା ଯାତ୍ରୀବାହୀ ବିମାନ ଓ ସେନା ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୬୪ରେ ପହଞ୍ଚିଛି । ଉଭୟ ବିମାନ ଓ ହେଲିକପ୍ଟରରେ ଥିବା ସମସ୍ତ ଯାତ୍ରୀ ଓ ସେନା କର୍ମଚାରୀ ମୃତ୍ୟୁବରଣ କରିଛନ୍ତି । ୱାଶିଂଟନ…

ଆମ ଭୋଟ ସବୁ କୁଆଡେ ଗଲା: ରାଜ ଠାକରେ

ମୁମ୍ବାଇ: ମହାରାଷ୍ଟ୍ରର ଏମଏନଏସ ବା ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେ ନିର୍ବାଚନ ପରେ ନିରବତା ଭାଙ୍ଗିଛନ୍ତି ଏବଂ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଖୋଲାଖୋଲି ଭାବେ ନିଜର ମତ ପ୍ରକାଶ କରିଛନ୍ତି। ନିର୍ବାଚନ ପରେ ମହାରାଷ୍ଟ୍ରରେ ଅନେକ ପ୍ରଶ୍ନ ଉଠିଛି…

ଅଲମ୍ପିକରେ ଦୁର୍ନୀତିର ଦୌଡ ହେଲେ କେଜ୍ରିୱାଲ ସ୍ୱର୍ଣ୍ଣପଦକ ଜିତିବେ: ଫଡନାଭିସ

ନୂଆଦିଲ୍ଲୀ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ଆମ୍ ଆଦମୀ ପାର୍ଟି (ଏଏପି) ର ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କୁ କଡା ଟାର୍ଗେଟ କରିଛନ୍ତି | ସେ ଦିଲ୍ଲୀବାସୀଙ୍କୁ ବିକାଶର ମିଥ୍ୟା ପ୍ରତିଶ୍ରୁତି ଦେଇ ଏହାକୁ ପୂରଣ କରିନଥିବାର ଅଭିଯୋଗ କରିଛନ୍ତି। ରୋହିଣୀରେ ଏକ…

ଶୁକ୍ରବାର ପ୍ରକାଶ ପାଇବ ଅର୍ଥନୈତିକ ସର୍ଭେ

ନୂଆଦିଲ୍ଲୀ : ଆସନ୍ତା କାଲି ଅର୍ଥାତ ଶୁକ୍ରବାରଠାରୁ ଆରମ୍ଭ ହେଉଛି ସଂସଦର ଗୁରୁତ୍ବପୂର୍ଣ୍ଣ ବଜେଟ ଅଧିବେଶନ । ପ୍ରଥମ ଦିନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଅର୍ଥନୈତିକ ସର୍ଭେ ଉପସ୍ଥାପନ କରିବେ…

ମହାକୁମ୍ଭରେ ଡିୟୁଟି କରୁଥିବା ବେଳେ ବିଗିଡ଼ିଲା ଇନ୍ସପେକ୍ଟର ସ୍ବାସ୍ଥ୍ୟ; ଘଟଣାସ୍ଥଳରେ ହେଲା ମୃତ୍ୟୁ

ଲକ୍ଷ୍ମୌ: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଡିୟୁଟି କରୁଥିବା ସମୟରେ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଯାଇଛି। ମୃତ ଇନ୍ସପେକ୍ଟରଙ୍କ ନାମ ଅଞ୍ଜନି କୁମାର ରାଏ ବୋଲି ଜଣାପଡ଼ିଛି। ବହରାଇଚ ଜିଲ୍ଲାର ଅତିରିକ୍ତ ଏସପି ଦୁର୍ଗା ପ୍ରସାଦ ତିୱାରୀ ଏହି ଦୁଃଖଦ ଘଟଣାକୁ ନେଇ କହିଛନ୍ତି,…

ଭଗବନ୍ତ ମାନଙ୍କ ଦିଲ୍ଲୀ ବାସଭବନରେ ନିର୍ବାଚନ କମିଶନ ଚଢାଉ

ନୂଆଦିଲ୍ଲୀ,୩୦।୧: ରାଜଧାନୀ ଦିଲ୍ଲୀରେ ନିର୍ବାଚନୀ ତାପମାତ୍ରା ବୃଦ୍ଧି ପାଇଛି। ସମସ୍ତ ଦଳର ନେତାମାନଙ୍କ ମଧ୍ୟରେ ବାକ୍ ଯୁଦ୍ଧ ମଧ୍ୟ ଶୀର୍ଷରେ ପହଞ୍ଚିଛି। ଏହାରି ମଧ୍ୟରେ ଶାସକ ଆମ ଆଦମୀ ପାର୍ଟି (ଆପ)ର ଦାବି ଏକ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆପ ଦାବି…

ଧ୍ବଜାବତରଣ ସମାରୋହ: ଦେଶାତ୍ମବୋଧକ ସଙ୍ଗୀତରେ ଝୁମିଲେ ଦର୍ଶକ

ନୂଆଦିଲ୍ଲୀ: ବିଜୟ ଚୌକ ଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଧ୍ବଜାବତରଣ ସମାରୋହ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହକୁ ଭାରତୀୟ ସ୍ଥଳସେନା, ବାୟୁସନା ଓ ନୌ‌ସେନା ପକ୍ଷରୁ ପରମ୍ପରା, ସଙ୍ଗୀତ ଏବଂ ଦେଶପ୍ରେମର ଏକ ଶକ୍ତିଶାଳୀ ମିଶ୍ରଣ ଭାବେ ପ୍ରଦର୍ଶନ…