National & International

ଭାରତକୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ବିକ୍ରି କରିବାକୁ ଚାପ ପକାଉଛନ୍ତି ଟ୍ରମ୍ପ

ୱାଶିଂଟନ୍: ଆମେରିକାର ନୂତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାହୁଁଛନ୍ତି ଯେ, ଭାରତ ସର୍ବାଧିକ ସଂଖ୍ୟକ ଆମେରିକୀୟ ଅସ୍ତ୍ରଶସ୍ତ୍ର କିଣୁ। ଆମେରିକାର ଅସ୍ତ୍ରଶସ୍ତ୍ର କିଣିବା ପାଇଁ ଡୋନାଲ୍ଡ ଟ୍ରମ୍ପ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ ଚାପ ପକାଇଥିବା କୁହାଯାଉଛି। ବୈଦେଶିକ ଗଣମାଧ୍ୟମ…

ଫେବ୍ରୁଆରୀରେ ମୋଦି ଆସୁଛନ୍ତି ହ୍ବାଇଟ ହାଉସ, ଟ୍ବିଟ କରି ସୂଚନା ଦେଲେ ଟ୍ରମ୍ପ

ନୂଆଦିଲ୍ଲୀ : ଫେବ୍ରୁଆରୀରେ ପୁଣି ପ୍ରଧାନମନ୍ତ୍ରୀ ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭେଟଘାଟକୁ ନେଇ ଚର୍ଚ୍ଚା । ନିଜେ ଟ୍ବିଟ କରି ଏହି ସୂଚନା ଦେଇଛନ୍ତି ଟ୍ରମ୍ପ । ଗଣମାଧ୍ୟମକୁ ଇଣ୍ଟରଭ୍ୟୁରେ ଟ୍ରମ୍ପ କହିଛନ୍ତି ସୋମବାର ଭାରତର ପ୍ରଦାନମନ୍ତ୍ରୀ…

ଉତ୍କର୍ଷ ଓଡ଼ିଶା କନକ୍ଲେଭ: “ନୂଆ ଭାରତ ଗଠନରେ ଓଡ଼ିଶାର ପ୍ରମୂଖ ଭୂମିକା ରହିବ” କହିଲେ ମୋଦି

ଭୁବନେଶ୍ୱର : ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଭୁବନେଶ୍ୱର ଜନତା ମଇଦାନରେ ଉଦଘାଟିତ ହୋଇଛି । ଆନୁଷ୍ଠାନିକ ଭାବେ ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ‘ଜୟ ଜଗନ୍ନାଥ’ରୁ ଉଦବୋଧନ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ସରକାରୀ ପାଣ୍ଠିରେ ପୁନରୁଦ୍ଧାର ହେବ ରାଷ୍ଟ୍ରାୟତ୍ତ କମ୍ପାନୀ: ‘ପବନ ହଂସ’ରେ ପ୍ରାୟ ୨୩୦ ନିୟୁତ ଡଲାରରୁ ୩୫୦ ନିୟୁତ ଡଲାର ପୁଞ୍ଜି ନିବେଶ କରିବାକୁ ଯୋଜନା

ନୂଆଦିଲ୍ଲୀ: ଆଞ୍ଚଳିକ ଦଳ ସହଯୋଗରେ କ୍ଷମତାକୁ ଫେରିବା ପରେ ଚାପରେ ଥିବା ମୋଦୀ ସରକାର ଘରୋଇକରଣ ଛାଡ଼ି ଋଗ୍ଣ ସରକାରୀ ଉଦ୍ୟୋଗରେ କୋଟି କୋଟି ଟଙ୍କା ନିବେଶ କରୁଛନ୍ତି। ୨୦୨୫ରେ ଗୋଟିଏ ମାସ ମଧ୍ୟରେ, କେନ୍ଦ୍ର ସରକାର ଦୁଇଟି ରାଷ୍ଟ୍ରାୟତ୍ତ ଫାର୍ମକୁ…

ଶ୍ରୀଲଙ୍କା ନୌସେନା ଗୁଳିରେ ୫ ଭାରତୀୟ ମତ୍ସ୍ୟଜୀବୀ ଆହତ

ଭାରତୀୟ ମତ୍ସ୍ୟଜୀବୀଙ୍କ ଉପରେ ଗୁଳି ଚଳାଇଛି ଶ୍ରୀଲଙ୍କା ନୌସେନା । ଏଥିରେ ୫ ମତ୍ସ୍ୟଜୀବୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଏହି ଘଟଣାରେ ଭାରତର ବୈଦେଶିକ ମନ୍ତ୍ରଣାଳୟ କଡ଼ା ପ୍ରତିକ୍ରିୟା ଦେଇ…

ମୁଇଜୁଙ୍କ ସଙ୍କଟ ବଢ଼ିଲା: ବାଚସ୍ପତିଙ୍କ ସହ ବିବାଦ

ମାଲେ: ମାଳଦ୍ୱୀପର ରାଜନୀତି ପୁଣି ଥରେ ସରଗରମ ହେବାରେ ଲାଗିଛି। ଦେଶର ରାଷ୍ଟ୍ରପତି ମହମ୍ମଦ ମୁଇଜୁ ଏବଂ ସଂସଦ ବାଚସ୍ପତି ଅବଦୁଲ ରହିମ ଅବଦୁଲ୍ଲାଙ୍କ ମଧ୍ୟରେ ବିବାଦ ସାମ୍ନାକୁ ଆସିଛି। ମହମ୍ମଦ ମୁଇଜୁ ବାଚସ୍ପତି ଅବଦୁଲ ରହିମଙ୍କ ପୁଅ ଇବ୍ରାହିମ ଫୈ…

ପୁଣି ଜେଲରୁ ବାହାରିଲେ ରାମ ରହିମ, ଦିଲ୍ଲୀ ନିର୍ବାଚନ ପୂର୍ବରୁ ୩୦ ଦିନିଆ ପାରୋଲ

ରୋହତକ: ଦୁଷ୍କର୍ମ ଓ ହତ୍ୟା ମାମଲାରେ ସୁନାରିଆ ଜେଲରେ ଦଣ୍ଡ ଭୋଗୁଥିବା ସିରସା ଡେରା ମୁଖ୍ୟ ରାମ ରହିମ ନବମ ଥର ପାଇଁ ପାରୋଲରେ ଜେଲରୁ ବାହାରିଛନ୍ତି। ଦିଲ୍ଲୀ ନିର୍ବାଚନ ପୂର୍ବରୁ ରାମ ରହିମଙ୍କୁ ୩୦ ଦିନିଆ ପାରୋଲ ମିଳିଛି। ରାମ…

ଟେକନଲୋଜୀ ନକଲ କରି ଡିପସିକ୍ ଏଆଇ ତିଆରି କରିଛି ଚୀନ : ମସ୍କ

ନ୍ୟୁୟର୍କ: ଶସ୍ତା ଏଆଇ ଆର-୧ ଆଣି ବିଶ୍ୱର ବଡ଼ ଟେକନୋଲୋଜି କମ୍ପାନୀ ମାଇକ୍ରୋସଫ୍ଟ, ଗୁଗୁଲ, ମେଟା, ଏନଭିଡିଆ ଏବଂ ଓପନ ଏଆଇର ମୁଣ୍ଡ ବ୍ୟଥା ବଢାଇଥିବା ଚାଇନାଷ୍ଟାର୍ଟଅପ୍ ଡିପସିକର ଦାବିକୁ ନେଇ ପ୍ରଶ୍ନ ଉଠିବା ଆରମ୍ଭ ହୋଇଛି। ଏପରିକି ଦୀପସିକ ବିରୋଧରେ…

ଟିକ୍‌ଟକ୍‌ କିଣିବ ମାଇକ୍ରୋସଫ୍ଟ !

ଓ୍ବାଶିଂଟନ: ଆମେରିକାରେ ଟିକ୍‌ଟକ୍‌କୁ କିଣିପାରେ ମାଇକ୍ରୋସଫ୍ଟ। ସୋମବାର ଏନେଇ ସୂଚନା ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ସେ କହିଛନ୍ତି ଯେ, ଚାଇନିଜ୍ ଆପ୍ ଟିକ୍‌ଟକ୍‌ର ଆମେରିକୀୟ ବ୍ୟବସାୟକୁ ମାଇକ୍ରୋସଫ୍ଟ କ୍ରୟ କରିପାରେ। ଟ୍ରମ୍ପ କହିଛନ୍ତି, ବର୍ତ୍ତମାନ ଉଭୟ ପକ୍ଷ ମଧ୍ୟରେ…

ଉତ୍କର୍ଷ ଓଡିଶାରେ ମୋଦି: କହିଲେ,‘ମୋ ଡିଏନଏରେ ଅଛି ଓଡିଶା’

ଭୁବନେଶ୍ବର: ଆଜି ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫କୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହି ଦୁଇଦିନିଆ କନକ୍ଲେଭ ଅବସରରେ ଆଜି ପୁଣି ଥରେ ଓଡିଶା ପ୍ରଶଂସାରେ ଶତମୁଖ ହୋଇଛନ୍ତି ପ୍ରଧାନମନ୍ତ୍ରୀ । ସେ କହିଛନ୍ତି, ମୁଁ ସ୍ବାଧୀନ ଭାରତର…