୪୦୦ କୋଟି ବାକି, ୬୦୦ ହସ୍ପିଟାଲ ବନ୍ଦ କରିବେ ଆୟୁଷ୍ମାନ ଭାରତ ସେବା
୪୦୦ କୋଟି ଟଙ୍କା ବକେୟା ଥିବାରୁ ହରିୟାଣାର ୬୦୦ ଘରୋଇ ହସ୍ପିଟାଲ ଫେବୃଆରୀ ୩ ତାରିଖରୁ ଆୟୁଷ୍ମାନ ଭାରତ ସେବା ବନ୍ଦ କରିବେ ବୋଲି ଇଣ୍ଡିଆନ୍ ମେଡିକାଲ ଆସୋସିଏସନ୍ (ଆଇଏମ୍ଏ) ଘୋଷଣା କରିଛି। ରାଜ୍ୟ ସରକାରଙ୍କ ଦେୟରେ ବିଳମ୍ବ ଯୋଗୁଁ ହସ୍ପିଟାଲଗୁଡ଼ିକ…