National & International

ପ୍ରତ୍ୟର୍ପଣ ତାଲିକାରେ ବହୁ ନାମ ରହିଛି: ତହବୁର ରାଣାଙ୍କୁ ନେଇ ସଞ୍ଜୟଙ୍କ ମନ୍ତବ୍ୟ

ମୁମ୍ବାଇ: ମୁମ୍ବାଇରେ ହୋଇଥିବା ୨୬/୧୧ ଆକ୍ରମଣରେ ସମ୍ପୃକ୍ତ ଅଭିଯୁକ୍ତ ତହବୁର ରାଣାଙ୍କୁ ଶୀଘ୍ର ଭାରତକୁ ଅଣାଯାଇପାରେ। ଏହି ଘଟଣାରେ ୧୬୪ଜଣଙ୍କର ମୃତ୍ୟୁ ଘଟିଥିଲା। ଆକ୍ରମଣରେ ନିଜ ଭୂମିକା ପାଇଁ ଦୋଷୀ ସାବ୍ୟସ୍ତ ହୋଇଥିବା ପାକିସ୍ତାନୀ ମୂଳ ବ୍ୟବସାୟୀ ତହବୁର ହୁସେନ୍ ରାଣା…

ୟୁନୁସ୍ କ୍ଷମତା ଛାଡିଲେ ବାଂଲାଦେଶର ସ୍ଥିତି ସୁଧୁରିବ: ହସିନା ସରକାରଙ୍କ ପୂର୍ବତନ ମନ୍ତ୍ରୀ

ଢାକା: ବାଂଲାଦେଶର ପୂର୍ବତନ ଗୃହମନ୍ତ୍ରୀ ଆଜାଦୁଜମାନ ଖାନ କମଲ ଦେଶରେ ଶେଖ ହସିନା ସରକାରଙ୍କ ପତନ ଏବଂ ମହମ୍ମଦ ୟୁନୁସ୍ କ୍ଷମତାକୁ ଆସିବା ପରେ ପରିବର୍ତ୍ତିତ ପରିସ୍ଥିତି ବିଷୟରେ କହିଛନ୍ତି। ବରିଷ୍ଠ ଆୱାମୀ ଲିଗ୍ ନେତା ଆଜାଦୁଜମାନ କମଲ କହିଛନ୍ତି ଯେ,…

ଚୀନ-ଆମେରିକା ବିଦେଶ ମନ୍ତ୍ରୀଙ୍କ ମଧ୍ୟରେ କଥା କଟାକଟି

ଓ୍ବାସିଂଟନ : ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି ଶୁକ୍ରବାର ଆମେରିକାର ନୂତନ ବୈଦେଶିକ ସଚିବ ମାର୍କୋ ରୁବିଓଙ୍କ ସହ ଫୋନରେ କଥାବାର୍ତ୍ତା କରିଥିଲେ । କିନ୍ତୁ ଏହି ସମୟରେ ଉଭୟଙ୍କ ମଧ୍ୟରେ କଥା କଟାକଟି ହୋଇଥିଲେ । ଏପରିକି ଚୀନ…

ଆମେରିକା ଛାଡ଼ିବେ ୧୮ ହଜାର ଭାରତୀୟ

ବେଆଇନ ପ୍ରବାସୀ ମାମଲାରେ ପ୍ରବାସୀଙ୍କ ମାମଲାରେ ଭାରତର ଆଭିମୁଖ୍ୟ ସ୍ଥିର ଏବଂ ନୀତିଗତ ରହିଛି। ବେଆଇନ ଭାବେ ଆମେରିକାରେ ରହୁଥିବା ଭାରତୀୟଙ୍କୁ ଫେରାଇ ନେବାକୁ ଦେଶ ପ୍ରସ୍ତୁତ ଅଛି। ତେବେ ସେମାନେ ଭାରତୀୟ ନାଗରିକ ହୋଇଥିବା ସ୍ପଷ୍ଟ ହେବା ଦରକାର। ଆମେରିକା…

୧୧ ଶହ ଟଙ୍କା ପାଇଁ ନିଜ ଭୋଟକୁ ବିକ୍ରି କରନାହିଁ : କେଜ୍ରିଓ୍ବାଲ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ପ୍ରଚାର ଏବେ ଜୋରସୋରରେ ଚାଲିଛି । ଭୋଟରମାନଙ୍କୁ ଆକୃଷ୍ଟ କରିବାକୁ ବିଭିନ୍ନ ଦଳର ନେତାମାନେ ବିଭିନ୍ନ ଲୋଭନୀୟ ପ୍ରତିଶ୍ରୁତି ଦେବାରେ ଲାଗିଛନ୍ତି । ତେବେ ନିଜର ଭୋଟ ବିକ୍ରି କରିବା ବଦଳରେ ବିକାଶ ପାଇଁ…

ୱାକଫ୍‌ ସଂଶୋଧନ ବିଲ୍‌କୁ ନେଇ ଜେପିସି ବୈଠକରେ ହଙ୍ଗାମା, ଓୱେସିଙ୍କ ସମେତ ୧୦ ବିରୋଧୀ ସାଂସଦ ନିଲମ୍ବିତ

ନୂଆଦିଲ୍ଲୀ: ୱାକଫ୍‌ ସଂଶୋଧନ ବିଲ୍ ଉପରେ ଥିବା ଜେପିସି ବୈଠକରେ ହଙ୍ଗାମା। ଏହି ଉତ୍ତେଜନାକୁ ଦୃଷ୍ଟିରେ ରଖି ମାର୍ଶାଲମାନଙ୍କୁ ଡକାଯାଇଥିଲା କିନ୍ତୁ ବିରୋଧ ଥମିନଥିଲା। ଏଥିପାଇଁ ଅସବୁଦ୍ଦିନ ଓୱେସି ଏବଂ କଲ୍ୟାଣ ବାନାର୍ଜୀଙ୍କ ସମେତ ୧୦ ଜଣ ବିରୋଧୀ ସାଂସଦଙ୍କୁ ଜେପିସି…

ସୈଫଙ୍କୁ ଛୁରାମାଡ ଘଟଣା: ଅଭିଯୁକ୍ତ ବାପା କହିଲେ-CCTV ଦେଖାଯାଉଥିବା ବ୍ୟକ୍ତି ମୋ ପୁଅ ନୁହଁ

ମୁମ୍ଵାଇ : ସୈଫ୍ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣ ମାମଲାରେ ଏକ ବଡ଼ ମୋଡ଼ ଆସିଛି। ଏପର୍ଯ୍ୟନ୍ତ ସୋସିଆଲ ମିଡିଆରେ ଏହା ଉପରେ ଆଲୋଚନା ହେଉଥିବାବେଳେ, ଅଭିଯୁକ୍ତ ଶହଜାଦର ବାପା ମଧ୍ୟ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଇଛନ୍ତି। ପୋଲିସ ହେପାଜତରେ ଥିବା…

ଅଭିନେତା ଶ୍ରେୟସ ତଲପଡେ ଓ ଆଲୋକ ନାଥଙ୍କ ବିରୋଧରେ ଠକେଇ ମାମଲା ରୁଜୁ

ଅଭିନେତା ଶ୍ରେୟସ ତଲପଡେ ଏବଂ ଆଲୋକ ନାଥଙ୍କ ବିରୋଧରେ ହରିୟାଣାର ସୋନିପତ ଜିଲ୍ଲାର ମୁରଥାଲ ପୋଲିସ ଷ୍ଟେସନରେଠକେଇ ମାମଲା ରୁଜ୍ଜୁ ହୋଇଛି। ଗତ ୨୨ତାରିଖରେ ଦାଖଲ ହୋଇଥିବା ଏତଲାରେ ଭାରତୀୟ ନ୍ୟାୟ ସଂହିତାର ଧାରା ୩୧୬(୨), ୩୧୮(୨) ଓ ୩୧୮(୪) ଅନୁଯାୟୀ…

ମହାରାଷ୍ଟ୍ରର ଯୁଦ୍ଧାସ୍ତ୍ର ନିର୍ମାଣ କାରଖାନାରେ ବିସ୍ଫୋରଣ: ୮ ମୃତ୍ୟୁ, ୭ ଗୁରୁତର

ମୁମ୍ବାଇ: ମହାରାଷ୍ଟ୍ରର ଏକ ଯୁଦ୍ଧାସ୍ତ୍ର ନିର୍ମାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି। ପ୍ରାଥମିକ ତଦନ୍ତରୁ ମିଳିଥିବା ରିପୋର୍ଟ ଅନୁସାରେ, ଏଥିରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ଏନେଇ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ…

ଦିନ ମଜୁରିଆଙ୍କ ଉପରେ ୧.୯୬ କୋଟି ଟଙ୍କାର ଟ୍ୟାକ୍ସ ଲଗାଇଲା ଜିଏସଟି ବିଭାଗ

ନୂଆଦିଲ୍ଲୀ: ଜଣେ ଦିନ ମଜୁରିଆଙ୍କ ଉପରେ ୧କୋଟି ୯୬ଲକ୍ଷ ଟଙ୍କାର ଟ୍ୟାକ୍ସ ଲଗାଇଛି ଜିଏସଟି ବିଭାଗ। ଯାହାର ରୋଜଗାର ମାସକୁ ମାତ୍ର ୧୬ ହଜାର ଟଙ୍କା ତାଙ୍କୁ ନିକଟକୁ ପୁଣି ଆସିଛି ପାଖାପାଖି ୨କୋଟିର ଇନକମ୍ ଟ୍ୟାକ୍ସ ନୋଟିସ୍। ଏହା କିପରି…