National & International

ଏଲନ ମସ୍କ ବାହାର କଲେ ନିଯୁକ୍ତି: କହିଲେ, ‘ଡିଗ୍ରୀ ଦରକାର ନାହିଁ, ବାସ୍ ଏତିକି କାମ ଆସୁଥିବା ଦରକାର’

ନୂଆଦିଲ୍ଲୀ : ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ଏକ୍ସର ମାଲିକ ଏଲନ ମସ୍କ ଏଥର ନିଜ ପୋଷ୍ଟକୁ ନେଇ ପୁଣି ଚର୍ଚ୍ଚାରେ ଅଛନ୍ତି । ମସ୍କ ଏକ୍ସରେ ଭିନ୍ନ ଢଙ୍ଗରେ ନିଯୁକ୍ତି ପାଇଁ ପୋଷ୍ଟ କରିଛନ୍ତି । ମସ୍କ ପୋଷ୍ଟରେ ଲେଖିଛନ୍ତି କି…

ରୁଷ ସେନାରେ ଯୋଗଦେଇଥିବା ୧୮ ଭାରତୀୟଙ୍କ ମଧ୍ୟରୁ ୧୬ ନିଖୋଜ

ରୁଷ ସେନାରେ ଯୋଗଦେଇଥିବା ୧୮ ଭାରତୀୟଙ୍କ ମଧ୍ୟରୁ ୧୬ ଜଣ ନିଖୋଜ ଅଛନ୍ତି। ରୁଷ-ୟୁକ୍ରେନ ଯୁଦ୍ଧରେ କେରଳର ଜଣେ ଯବାନ ପ୍ରାଣ ହରାଇବା ପରେ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏହି ତଥ୍ୟ ଜାରି କରାଯାଇଛି। କେରଳର ମୃତ ଯବାନଙ୍କ ମରଶରୀରକୁ ଭାରତ…

ସୈଫ୍‌ଙ୍କୁ ଛୁରାମାଡ; ସନ୍ଦିଗ୍ଧ ଯୁବକ ଗିରଫ

ମୁମ୍ବାଇ : ସୈଫ୍‌ ଅଲ୍ଲୀ ଖାନ୍‌ଙ୍କୁ ଛୁରାମାଡ କରିଥିବା ଘଟଣାରେ ସନ୍ଦିଗ୍ଧ ଯୁବକକୁ ଜାନୁଆରୀ ୧୭ ଅର୍ଥାତ୍‌ ଶୁକ୍ରବାର ଦିନ ଗିରଫ କରାଯାଇଛି। ମୁମ୍ବାଇ ପୁଲିସ୍‌ର ସ୍ପେଶାଲ ଟିମ୍‌ ଯୁବକକୁ ଗିରଫ କରିଛି। ମୁମ୍ବାଇ ବାନ୍ଦ୍ରା ସ୍ଥିତ ଘରେ ପଶି ସୈଫ୍‌ଙ୍କୁ…

୨୦ରେ ଶପଥ ନେବେ ଟ୍ରମ୍ପ

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଭାବେ ଜୋ ବାଇଡେନଙ୍କ ୪ବର୍ଷିଆ କାର୍ଯ୍ୟକାଳ ବୁଧବାର ଶେଷ ହୋଇଛି। ଆସନ୍ତା ୨୦ ତାରିଖରେ ନୂଆ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ଶପଥ ଗ୍ରହଣ କରିବେ। କାର୍ଯ୍ୟକାଳ ଶେଷ ପରେ ବାଇଡେନ ହ୍ବାଇଟ୍ ହାଉସରେ ଦେଇଥିବା ବିଦାୟକାଳୀନ…

ଦିଲ୍ଲୀ ବିଧାନସଭା ନିର୍ବାଚନ: ବିଜେପି ଘୋଷଣା କଲା ସଂକଳ୍ପ ପତ୍ର

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ବିଜେପି ତା’ର ନିର୍ବାଚନୀ ଇସ୍ତାହାର ବା ସଙ୍କଳ୍ପ ପତ୍ର ଘୋଷଣା କରିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଏହି ସଙ୍କଳ୍ପ ପତ୍ର ଜାରି କରିଛନ୍ତି। ଏଥିରେ ମହିଳାଙ୍କୁ…

ଅସ୍ତ୍ରବିରତି ଆଲୋଚନା ମଧ୍ୟରେ ଗାଜା ଉପରେ ଇସ୍ରାଏଲର ପ୍ରଚଣ୍ଡ ଆକ୍ରମଣ

ତେଲ ଅଭିବ: ଅସ୍ତ୍ରବିରତି ଚୁକ୍ତି ପାଇଁ ଚାଲିଥିବା ଆଲୋଚନା ମଧ୍ୟରେ ବି ଇସ୍ରାଏଲର ପ୍ରଚଣ୍ଡ ଆକ୍ରମଣ ଜାରି ରହିଛି । ଗତ ଦୁଇଦିନରେ ଇସ୍ରାଏଲ ଆକ୍ରମଣରେ ଅତି କମରେ ୭୨ ଜଣଙ୍କ ମୃତ୍ୟୁ ଘଟିଛି ବୋଲି ଗାଜାର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଗୁରୁବାର…

୧୨ ମାଓବାଦୀ ନିପାତ

ସୁକମା : ଛତିଶଗଡରେ ସୁରକ୍ଷାବଳ ଏନକାଉଣ୍ଟରରେ ୧୨ ମାଓବାଦୀ ନିପାତ ହୋଇଛନ୍ତି । ମାଓ ଦମନ ନେଇ ବିଜାପୁର ଓ ସୁକମା ଜିଲାରେ ବଡ ଧରଣର ଏନକାଉଣ୍ଟର ହୋଇଛି । ସର୍ଚ୍ଚ ଅପରେସନ ସମୟରେ ମାଓବାଦୀଙ୍କ ତରଫରୁ ଆକ୍ରମଣ ହେବା ପରେ…

ଷ୍ଟାର୍ଟଅପ୍ ଇଣ୍ଡିଆକୁ ୯ ବର୍ଷ, ନବସୃଜନକୁ ଜାରି ରହିବ ସରକାରଙ୍କ ସମର୍ଥନ – ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଦେଶର ଯୁବପିଢିର ବିକାଶ ନିମନ୍ତେ କେନ୍ଦ୍ର ସରକାର ଷ୍ଟାର୍ଟଅପ ଇଣ୍ଡିଆ ଭଳି ଅଭିଯାନ ମାଧ୍ୟମରେ ସମସ୍ତ ସହାୟତା ଜାରି ରଖିବେ। ଆଜି ଷ୍ଟାର୍ଟଅପ ଇଣ୍ଡିଆ ଅଭିଯାନକୁ ୯ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀ…

ମଦ ଦୁର୍ନୀତି ମାମଲାରେ ଛତିଶଗଡ଼ର ପୂର୍ବତନ ଅବକାରୀ ମନ୍ତ୍ରୀ କାୱାସି ଲଖମା ଗିରଫ

ରାୟପୁର: ମଦ ଦୁର୍ନୀତି ମାମଲାରେ ଛତିଶଗଡ଼ର ପୂର୍ବତନ ଅବକାରୀ ମନ୍ତ୍ରୀ କାୱାସି ଲଖମାଙ୍କୁ ଗିରଫ କରାଯାଇଛି । ଦୀର୍ଘ ଦିନର ପଚରାଉଚରା ପରେ ଇଡି କୱାସି ଲଖମାଙ୍କୁ ଗିରଫ କରିଛି ଇଡି। ବୁଧବାର ତାଙ୍କୁ ତୃତୀୟ ଥର ପାଇଁ ପଚରାଉଚରା ପାଇଁ…

ଭାରତୀୟ ନିର୍ବାଚନକୁ ନେଇ ଟିପ୍ପଣୀ କ୍ଷମା ମାଗିଲା ମେଟା, ‘ଅଜାଣତରେ ଭୁଲ୍‌ ହୋଇଥିଲା’

ନୂଆଦିଲ୍ଲୀ: ମେଟା ସିଇଓ ମାର୍କ ଜକରବର୍ଗ‌୍‌ ୨୦୨୪ ଲୋକସଭା ନିର୍ବାଚନ ସଂକ୍ରାନ୍ତରେ ଦେଇଥିବା ଟିପ୍ପଣୀ ପାଇଁ ମେଟା ଆଜି କ୍ଷମା ମାଗିଛି। ମେଟା ଇଣ୍ଡିଆର ଉପସଭାପତି ଶିବନାଥ ଠୁକରାଲ ଏକ୍ସରେ ଏକ ପୋଷ୍ଟ୍‌ କରି କହିଛନ୍ତି, କ୍ଷମତାରେ ଥିବା ଅନେକ ଦଳ…