National & International

ପାକିସ୍ତାନ କୋଇଲା ଖଣି ବିସ୍ଫୋରଣ – ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ପାକିସ୍ତାନରେ ମିଥେନ୍ ଗ୍ୟାସ୍ ଯୋଗୁ ଏକ କୋଇଲା ଖଣିରେ ହୋଇଥିବା ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଗତକାଲି ବେଲୁଚିସ୍ତାନ ପ୍ରଦେଶର କୋଇଲା ଖଣିରୁ ଉଦ୍ଧାରକାରୀମାନେ ଆଉ ୭ଟି ମୃତଦେହ ଉଦ୍ଧାର କରିଥିଲେ। ପ୍ରଦେଶ ଖଣି ବିଭାଗର ମୁଖ୍ୟ ଅବଦୁଲ୍ଲା…

ଥମୁନି ଆମେରିକାରେ ନିଆଁ, ହଜାର ହଜାର ପଶୁପକ୍ଷୀ ମୃତ

ଆମେରିକାରେ ଲସ୍ ଆଞ୍ଜେଲସରେ ଲାଗିଥିବା ନିଆଁରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ୫ ଜଣ ପାଲିସଡେସ୍ ଅଗ୍ନିଶମ ଜୋନରୁ ଚିହ୍ନଟ ହୋଇଥିବା ବେଳେ ୧୧ ଜଣ ଇଟନ୍ ଫାୟାର ଜୋନରୁ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ଲସ୍ ଏଞ୍ଜେଲସ୍…

କପିଳ ଦେବଙ୍କୁ ହତ୍ୟା କରିବାକୁ ବନ୍ଧୁକ ଧରି ତାଙ୍କ ଘରକୁ ଯାଇଥିଲି: ଯୋଗରାଜ

ପୂର୍ବତନ କ୍ରିକେଟର ଯୁବରାଜ ସିଂହଙ୍କ ବାପା ଯୋଗରାଜ ସିଂହ ସର୍ବଦା ବିବାଦୀୟ ମନ୍ତବ୍ୟ ପାଇଁ ଚର୍ଚ୍ଚାରେ ରହିଆସନ୍ତି। ସେ ଏବେ ପୁଣି ଥରେ ଅନୁରୂପ ମନ୍ତବ୍ୟ ପାଇଁ ଚର୍ଚ୍ଚାକୁ ଆସିଛନ୍ତି। ସେ ଏକଦା କପିଳ ଦେବଙ୍କୁ ହତ୍ୟା କରିବାକୁ ବନ୍ଧୁକ ଧରି…

ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବ ଆମ ଯୁବ ଶକ୍ତି – ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଯୁବବର୍ଗଙ୍କ ଶକ୍ତି ଖୁବ୍ ଶୀଘ୍ର ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବ। ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ ବିକଶିତ ଭାରତ ଯୁବ ନେତା ସଂଳାପ ୨୦୨୫ ଅବସରରେ ଶ୍ରୀ ମୋଦୀ କହିଛନ୍ତି…

ତାମିଲନାଡୁ ବିଧାନସଭାରେ ଜାତୀୟ ସଂଗୀତକୁ ଅଣଦେଖା: ମୁଖ୍ୟମନ୍ତ୍ରୀ-ରାଜ୍ୟପାଳ ମୁହାଁମୁହିଁ

ତାମିଲନାଡୁ ବିଧାନସଭାରେ ଜାତୀୟ ସଂଗୀତକୁ ଅଣଦେଖା କରାଯିବା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନ ଏବଂ ରାଜ୍ୟପାଳ ଆର.ଏନ. ରବିଙ୍କ ମଧ୍ୟରେ ବିବାଦ ଘନୀଭୂତ ହେବାରେ ଲାଗିଛି। ରାଜ୍ୟପାଳ ବିଧାନସଭା ଅଧିବେସନକୁ ସମ୍ବୋଧିତ ନ କରିବାରୁ ମୁଖ୍ୟମନ୍ତ୍ରୀ ଏହାକୁ ରାଜ୍ୟପାଳଙ୍କ ପିଲାଳିଆମି…

ଲୋକଙ୍କୁ ନିର୍ବାଚନ ଖର୍ଚ୍ଚ ମାଗିଲେ ଆତିଶୀ

ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଯାଉଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହି ନିର୍ବାଚନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ କାଲକାଜି ଆସନରୁ ଆମ ଆଦମୀ ପାର୍ଟି(ଆପ୍‌)ରୁ ପ୍ରାର୍ଥୀ ହୋଇଛନ୍ତି। ତେବେ ନିର୍ବାଚନ ଖର୍ଚ୍ଚ ପାଇଁ ସେ ଜନସାଧାରଣଙ୍କୁ ଟଙ୍କା ମାଗିଛନ୍ତି। କ୍ରାଉଡଫଣ୍ଡିଂ ଜରିଆରେ…

ଚାଇନା ଭାଇରସକୁ ନେଇ ବଢିଲା ଟେନସନ୍, ଗୁରୁତ୍ବପୁର୍ଣ୍ଣ ବୈଠକ ଡାକିଲା ସ୍ଵାସ୍ଥ୍ୟ ବିଭାଗ

ନୂଆଦିଲ୍ଲୀ: ଚାଇନା ଭାଇରସକୁ ନେଇ ଚିନ୍ତାରେ ସାରା ଦେଶ । ଚୀନରେ ଦେଖା ଦେଇଥିବା ଏଚଏମପିଭି ଭାଇରସ ଏବେ ଧିରେ ଧିରେ ସାରା ବିଶ୍ଵରେ ବ୍ୟାପିବାରେ ଲାଗିଛି । ଆଉ ଏହାରି ଭିତରେ ଭାରତରେ ପ୍ରବେଶ କରିଛି ଏହି ଭାଇରସ୍ ।…

ଆମେରିକା ଯିବେ ଜୟଶଙ୍କର; ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହରେ ହେବେ ସାମିଲ

ନୂଆଦିଲ୍ଲୀ: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଜାନୁଆରୀ ୨୦ରେ ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ। ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଜାନୁଆରୀ ୨୦ରେ ଶପଥ ନେବେ ଟ୍ରମ୍ପ। ଗତ ବର୍ଷ ନଭେମ୍ବର…

ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ !

ବେଙ୍ଗାଲୁରୁ : କର୍ଣ୍ଣାଟକାରେ ଖୁବଶୀଘ୍ର ମୁଖ୍ୟମନ୍ତ୍ରୀ ଚୌକର ହେବ ପରିବର୍ତ୍ତନ। ସିଦ୍ଦରମୈୟାଙ୍କ ସ୍ଥାନରେ ଉପ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ମୁଖ୍ୟମନ୍ତ୍ରୀ ଆସନରେ ବସିବେ। ମାର୍ଚ୍ଚ ମାସ ପରେ ଏପରି ଅଦଳ ବଦଳ ହେବ ବୋଲି ଜଣାପଡ଼ିଛି। ଏଥିପାଇଁ ଶିବକୁମାରଙ୍କୁ ବିଧାୟକଙ୍କ ସମର୍ଥନର…

ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍‌, ୧୮ରେ ଦୃଶ୍ୟମାନ

ନୂଆଦିଲ୍ଲୀ : ମହାକାଶରେ ଶୁକ୍ର ଓ ଶନିଙ୍କ ମଧ୍ୟରେ ଲାଗିବ ଦୌଡ଼ ପ୍ରତିଯୋଗିତା। ଶୁକ୍ରକୁ ଟପି ଆଗକୁ ବଢିବ ଶନିଗ୍ରହ। ଜାନୁଆରୀ ୧୮ରେ ଶୁକ୍ର ଓ ଶନି ଗ୍ରହର ହେବ ମହାମିଳନ। ପୂର୍ବ ଦିଗବଳୟରେ ମଙ୍ଗଳ ଓ କିଛି ଉପରେ ଥିବ…