National & International

ସପ୍ତାହକୁ ୯୦ ଘଣ୍ଟା କାମ କର : ଏଲଏଣ୍ଡଟି ଅଧ୍ୟକ୍ଷଙ୍କ ବୟାନକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ: ଲାର୍ସନ୍ ଆଣ୍ଡ ଟୁବ୍ରୋର ଅଧ୍ୟକ୍ଷ ଏସ୍ ଏନ୍ ସୁବ୍ରମଣ୍ୟମ୍ ହଠାତ୍ ସୋସିଆଲ ମିଡିଆରେ ଚର୍ଚ୍ଚାକୁ ଆସିଯାଛନ୍ତି। ଇନଫୋସିସର ସହ ପ୍ରତିଷ୍ଠାତା ନାରାୟଣ ମୂର୍ତ୍ତି ୭୦ ଘଣ୍ଟା କାମ କରିବାକୁ ଦେଇଥିବା ବୟାନ ପରେ ଏସଏନ ସୁବ୍ରମଣ୍ୟମ କହିଛନ୍ତି ଯେ ପ୍ରତିଦ୍ୱନ୍ଦ୍ୱିତାରେ…

ବିଜେପିର ପୂର୍ବତନ ବିଧାୟକଙ୍କ ଘରେ IT ରେଡ: ମିଳିଲା କୋଟି କୋଟି ଟଙ୍କା ସହ ୩ଟି କୁମ୍ଭୀର

ବିଜେପିର ପୂର୍ବତନ ବିଧାୟକ ହରିବଂଶ ସିଂହ ରାଥୋରଙ୍କ ଘରେ ରେଡ କରିଛି ଆୟକର ବିଭାଗ। ମଧ୍ୟପ୍ରଦେଶର ଏହି ପୂର୍ବତନ ବିଧାୟକଙ୍କ ଘରୁ ରେଡ ବେଳେ ନଗଦ କୋଟି କୋଟି ଟଙ୍କା, ସୁନା ଓ ଏକାଧିକ ବେନାମୀ ଦାମୀ କାର ମିଳିଛି। ତେବେ…

ଆରଏସଏସକୁ ଭୁରି ଭୁରି ପ୍ରଶଂସା କଲେ ଶରଦ ପାୱାର

ନୂଆଦିଲ୍ଲୀ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ପରେ, ରାଜନୈତିକ ଦଳର ନେତାମାନଙ୍କ ବୟାନ ଏବେ ବି ଆସୁଛି। ରାଜ୍ୟରେ ଏହା ମଧ୍ୟ କଳ୍ପନାଜଳ୍ପନା ଚାଲିଛି ଯେ ଏନସିପିର ଉଭୟ ଗୋଷ୍ଠୀଙ୍କର ମିଶ୍ରଣ ହୋଇପାରେ। ଏସବୁ ମଧ୍ୟରେ, ଆଜି ଗୁରୁବାର, ଏନସିପି (ଶରଦ…

ଦିଲ୍ଲୀ ଭୋଟରଙ୍କୁ ମାଗଣା ବିଜୁଳି ଓ ପାଣି ପ୍ରତିଶ୍ରୁତି ଦେବ ବିଜେପି!

ଦିଲ୍ଲୀ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଜେପି ୩୦୦ ୟୁନିଟ ଯାଏ ମାଗଣା ବିଜୁଳି, ମାଗଣାରେ ପାଇପ ପାଣି ଓ ଲାଡଲି ବେହନା ଭଳି ଯୋଜନା ଲାଗୁ କରିବାର ପ୍ରତିଶ୍ରୁତି ଦେଇପାରେ। ଏହା ବ୍ୟତୀତ କ୍ଷମତା ଦଖଲ ପରେ ବିଜେପି ମନ୍ଦିର,…

ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ ପାଳନ ଅବସରରେ ଭିଡିଓ କନଫରେନ୍ସ ମାଧ୍ୟମରେ ପ୍ରଧାନମନ୍ତ୍ରୀ ମୋଦୀ ଏହି ଟ୍ରେନର ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ ଏକ୍ସପ୍ରେସ…

‘ଇଣ୍ଡିଆ’ ମେଣ୍ଟ ଭାଙ୍ଗି ଦେବା ଉଚିତ: ଓମାର ଅବଦୁଲ୍ଲା

ଦିଲ୍ଲୀ ବିଧାନସଭା ନିର୍ବଚନରେ ‘ଇଣ୍ଡିଆ’ ମେଣ୍ଟ ଫାଟି ଆଁ କଲାଣି। ପ୍ରଥମେ ମେଣ୍ଟର ଦୁଇ ସହଯୋଗୀ କଂଗ୍ରେସ ଓ ଆପ୍ ପରସ୍ପର ବିରୋଧରେ ଲଢ଼ିବାକୁ ଘୋଷଣା କରିଥିଲେ। ଏବେ ବିରୋଧୀ ମେଣ୍ଟର ଅନ୍ୟ ସହଯୋଗୀ ଦଳମାନେ କଂଗ୍ରେସକୁ ଏକପାଖିଆ କରି ଦିଲ୍ଲୀ…

ବିଷ ପିଇ ଦେଲେ ଆନ୍ଦୋଳନ କରୁଥିବା ଚାଷୀ, ହସ୍ପିଟାଲରେ ଚାଲିଗଲା ଜୀବନ

ପଞ୍ଜାବ-ହରିୟାଣା ସୀମାନ୍ତ ଶମ୍ଭୁ ବର୍ଡରରେ ଆନ୍ଦୋଳନ କରୁଥିବା ଜଣେ ୫୫ ବର୍ଷୀୟ ଚାଷୀ ବିଷ ପିଇ ଜୀବନ ହାରିଛନ୍ତି। ସେ ଆନ୍ଦୋଳନସ୍ଥଳରେ ବିଷ ପିଇ ଦେଇଥିଲେ। ଏହାପରେ ତାଙ୍କୁ ପଟିଆଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ…

ପ୍ରବାସୀଙ୍କୁ ଭାରତୀୟଙ୍କୁ ମୋଦି କଲେ ଅପିଲ୍: କହିଲେ, ‘ଲୋକାଲକୁ ଗ୍ଲୋବାଲ କରାନ୍ତୁ’

ଭୁବନେଶ୍ବର: ଆଜି ୧୮ତମ ପ୍ରବାସୀ ଭାରତୀୟ ସମ୍ମେଳନୀର ଦ୍ବିତୀୟ ଦିନରେ ପ୍ରବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେମାନଙ୍କ ପାଇଁ କିପରି ମୋଦି ଗର୍ବ ଅନୁଭବ କରନ୍ତି ତାହା କହି ଧନ୍ୟବାନ ଜଣାଇଛନ୍ତି । ଏଥିସହିତ ସେମାନଙ୍କୁ କିଛି ଅପିଲ୍…

କୋଟାରେ ଅଘଟଣ, ୨୪ ଘଣ୍ଟାରେ ଝୁଲି ପଡ଼ିଲେ ଦୁଇ ଛାତ୍ର

ଅଘଟଣ। ପୁଣି ମୃତ୍ୟୁର ରାସ୍ତା ବାଛିଲେ ଛାତ୍ର। ୨୪ ଘଣ୍ଟାରେ ଝୁଲି ପଡ଼ିଲେ JEE ପରୀକ୍ଷା ପାଇଁ କୋଚିଂ ନେଉଥିବା ଦୁଇ ଛାତ୍ର। ରାଜସ୍ଥାନର କୋଟାରୁ ସାମ୍ନାକୁ ଆସିଛି ପୁଣି ଏଭଳି କିଛି ଅଭିଯୋଗ। ସୂଚନା ମୁତାବକ, କୋଟାର ବିଜ୍ଞାନ ନଗରରେ…

ପ୍ରବାସୀ ଭାରତୀୟ ସମ୍ମେଳନୀରେ ପ୍ରଧାନମନ୍ତ୍ରୀ, କହିଲେ ‘ପ୍ରବାସୀ ଭାରତର ରାଷ୍ଟ୍ରଦୂତ’

ଭୁବନେଶ୍ବର: ଆଜି ୧୮ ତମ ପ୍ରବାସୀ ଭାରତୀୟ ଦିବସର ଦ୍ବିତୀୟ ଦିନ । ଆଉ ଦ୍ବିତୀୟ ଦିନରେ ଏହି ସମ୍ମେଳନୀରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆନୁଷ୍ଠାନିକ ଭାବେ ପ୍ରବାସୀ ଭାରତୀୟ ଦିବସ ଉଦଘାଟନ କରିବା ସହ ପ୍ରବାସୀ ଭାରତୀୟ…