National & International

ଡାକ୍ତରଙ୍କ ପ୍ରେସକ୍ରିପସନ୍ ବିନା ମିଳିବନି କଫ୍ ସିରପ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ନିର୍ଦ୍ଦେଶନାମା ଜାରି

ନୂଆଦିଲ୍ଲୀ : କଫ୍ ସିରପ୍ କୁ ନେଇ କେନ୍ଦ୍ର ସରକାରଙ୍କ ନୂଆ ନିୟମ । ଏବେ ଡାକ୍ତରୀ ପ୍ରେସକ୍ରିପସନ ବିନା ମେଡିକାଲ ଦୋକାନରେ ମିଳିବ ନାହିଁ କଫ୍ ସିରପ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶନାମା । କେନ୍ଦ୍ର…

ଗୋଟିଏ ପରିବାରର ୩ ସଦସ୍ୟଙ୍କୁ ନିର୍ମମ ହତ୍ୟା

ପ୍ରୟାଗରାଜ : ଉତ୍ତରପ୍ରଦେଶ ପ୍ରୟାଗରାଜରେ ହୃଦୟ ବଦାରକ ଘଟଣା । ମେଜା ଥାନା ଅର୍ନ୍ତଗତ କୁକରକଟୱା ଗାଁରେ ଗୋଟିଏ ପରିବାର ୩ ଜଣ ଲୋକଙ୍କୁ ହତ୍ୟା କରାଯାଇଛି । ମଙ୍ଗଳବାର ସକାଳେ ଗାଁ ଲୋକ ଘର ବାହାରେ ରକ୍ତ ଦେଖିବା ପରେ…

NEET UG ପରୀକ୍ଷା ପାଇଁ ଟେଲିଗ୍ରାମକୁ ଜୁନ୍ ୨୨ ଯାଏଁ ଅସ୍ଥାୟୀ ଭାବେ ବନ୍ଦ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : NEET UG ପୁନଃ ପରୀକ୍ଷାକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ସରକାର ଜୁନ୍ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମକୁ ଅସ୍ଥାୟୀ ଭାବେ ବନ୍ଦ କରିଛନ୍ତି । ପରୀକ୍ଷାର ସୁରକ୍ଷିତ ପରିଚାଳନା ସୁନିଶ୍ଚିତ କରିବା ଏବଂ କପି…

ଇଣ୍ଡୋନେସିଆରେ ୬.୭ ତୀବ୍ରତାର ଭୂକମ୍ପ ଝଟକା

ଜାକାର୍ତ୍ତା : ଇଣ୍ଡୋନେସିଆରେ ପୁଣି ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ଭୂକମ୍ପର ତ୍ରୀବତା ୬.୭ ରହିଛି । ଦେଶର ସୁଲାୱେସି ଦ୍ୱୀପ ଅଞ୍ଚଳରେ ହୋଇଥିବା ହଠାତ୍ ଭୂକମ୍ପ ଝଟକା ଅନୁଭୂତ ହେବା ପରେ ଅନେକ ଲୋକ ଭୟଭୀତ ହୋଇ ଘରୁ…

B-52 ବୋମାବର୍ଷୀ ବିମାନ ଦୁର୍ଘଟଣାଗ୍ରସ୍ତ, ୮ ମୃତ

ଆମେରିକା : ଆମେରିକା ଏୟାରଫୋର୍ସର B-52 ବୋମାବର୍ଷୀ ବିମାନ ଦୁର୍ଘଟଣା ଘଟିଛି । ବିମାନଟି ଦକ୍ଷିଣ କାଲିଫୋର୍ନିଆରେ ଅବସ୍ଥିତ ଏଡୱାର୍ଡସ୍ ଏୟାର ଫୋର୍ସ ବେସରୁ ଉଡ଼ାଣ ଭରିବାର କେବଳ କିଛି ମିନିଟ୍ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ଏହି ଭୟାବହ…

ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ଘୋଷଣା, ସୋସିଆଲ ମିଡିଆ ବ୍ୟବହାର କରିବେନି ୧୬ ବର୍ଷରୁ କମ ବୟସର ପିଲା

ଲଣ୍ଡନ : ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା । ପିଲାମାନଙ୍କ ମାନସିକ ଏବଂ ସାମାଜିକ ସୁସ୍ଥତା ସମ୍ପର୍କକୁ ଧ୍ୟାନରେ ରଖି ୟୁକେ ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମର୍ ଘୋଷଣା କରିଛନ୍ତି ଯେ,…

ଏନ୍‌ସିପିଆଇରେ ବିଲୟ ହେଲେ ୨୦ ଟିଏମ୍‌ସି ସାଂସଦ,ଏନ୍‌ଡିଏକୁ ସମର୍ଥନ

ନୂଆଦିଲ୍ଲୀ : ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁଖିଆ ମମତା ବାନାର୍ଜୀଙ୍କ ଦଳର ଦୁଇ ତୃତୀୟାଂଶ ବିଦ୍ରୋହୀ ସାଂସଦ ଦିଲ୍ଲୀରେ ବଡ଼ ଖେଳ କରିଛନ୍ତି। ଟିଏମସିର ୨୦ ଜଣ ବିଦ୍ରୋହୀ ଲୋକସଭା ସାଂସଦ ତ୍ରିପୁରାର ଆଞ୍ଚଳିକ ଦଳ…

TMC ନେତା କୁନାଲ ଘୋଷଙ୍କୁ ଅଣ୍ଡା ମାଡ

କୋଲକତା : ବର୍ତ୍ତମାନର ବଡ ଖବର କଲିକତାରୁ ସାମ୍ନାକୁ ଆସିଛି । ପଶ୍ଚିମବଙ୍ଗର ପୂର୍ବତନ ମୂଖ୍ୟମନ୍ତ୍ରୀ ଏବଂ ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କ ଘର ସାମ୍ମନାରେ ଟିଏମସି ନେତା କୁନାଲ ଘୋଷଙ୍କ ଉପରେ ଅଣ୍ଡା ମାଡ ହୋଇଛି । ସ୍ଥାନୀୟ କିଛି…

କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେଙ୍କୁ ଆକ୍ରମଣ

ଜୟପୁର : ରାଜସ୍ଥାନ ଜୟପୁରରେ ଏକ ପ୍ରତିବାଦ ସମୟରେ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେଙ୍କୁ ଜଣେ ଯୁବକ ଚାପୁଡ଼ା ମାରିଛନ୍ତି । ଏହି ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଜୟପୁରରେ ଚାଲିଥିବା ପ୍ରତିବାଦ…

ପାକିସ୍ତାନ ଏୟାରଫୋର୍ସର ଟ୍ରେନି ବିମାନ କ୍ରାସ୍, ଚାଲିଗଲା ୨ ପାଇଲଟଙ୍କ ଜୀବନ

ନୂଆଦିଲ୍ଲୀ : ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ପାକିସ୍ତାନ ବାୟୁସେନାର ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ବିମାନଟି ନିୟମିତ ସାମରିକ ଅଭ୍ୟାସ କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା । ଏହି ଭୟଙ୍କର ଦୁର୍ଘଟଣାରେ ବିମାନରେ ଥିବା ଦୁଇ ପାଇଲଟ୍…