ସ୍ପେସ୍ ଡକିଂ ସ୍ଥଗିତ ରଖିଲା ଇସ୍ରୋ
ସ୍ପେସ୍ ଡକିଂ ସ୍ଥଗିତ ରଖିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ। ସ୍ପେଡେକ୍ସ ମିଶନରେ ଯାଇ ମହାକାଶରେ ଘୁରି ବୁଲୁଥିବା ୨ଟି ସ୍ପେସ୍କ୍ରାଫ୍ଟ ଚେଜର୍ ଓ ଟାର୍ଗେଟକୁ ଯୋଡ଼ାଯିବା ପାଇଁ ଆଜି ସମୟ ଧାର୍ଯ୍ୟ ହୋଇଥିଲା। ଏବେ ଏହାକୁ ସ୍ଥଗିତ ରଖାଯାଇଥିବା…
ସ୍ପେସ୍ ଡକିଂ ସ୍ଥଗିତ ରଖିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ। ସ୍ପେଡେକ୍ସ ମିଶନରେ ଯାଇ ମହାକାଶରେ ଘୁରି ବୁଲୁଥିବା ୨ଟି ସ୍ପେସ୍କ୍ରାଫ୍ଟ ଚେଜର୍ ଓ ଟାର୍ଗେଟକୁ ଯୋଡ଼ାଯିବା ପାଇଁ ଆଜି ସମୟ ଧାର୍ଯ୍ୟ ହୋଇଥିଲା। ଏବେ ଏହାକୁ ସ୍ଥଗିତ ରଖାଯାଇଥିବା…
ଆଜିର ବ୍ୟସ୍ତବହୁଳ ଜୀବନଶୈଳୀରେ ଉଭୟ ପୁରୁଷ ଏବଂ ମହିଳାଙ୍କ ପାଇଁ କେଶ ଝଡ଼ିବା ସାଧାରଣ କଥା। କେଶ ଝଡ଼ିବା ଏକ ପ୍ରାକୃତିକ ପ୍ରକ୍ରିୟା ବୋଲି ମଧ୍ୟ ଧରିନିଆଯାଏ। ସାଧାରଣତଃ ମୁଣ୍ଡ ସଫା କରିବା କିମ୍ବା ପାନିଆରେ କୁଣ୍ଡାଇବା ସମୟରେ କିଛି କେଶ…
ସଡ଼କ ଦୁର୍ଘଟଣାର ଶିକାର ହେଲେ ଏଣିକି ଆହତମାନଙ୍କୁ ମିଳିବ ମାଗଣା ଚିକିତ୍ସା। ନିଜେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଏହି ବଡ଼ ଘୋଷଣା କରିଛନ୍ତି। ସାରା ଦେଶରେ ସଡ଼କ ଦୁର୍ଘଟଣା ପୀଡ଼ିତଙ୍କୁ କ୍ୟାଶଲେସ୍ ଚିକିତ୍ସା ପାଇଁ ମାର୍ଚ୍ଚ…
ଦିଲ୍ଲୀ ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟ ପକ୍ଷରୁ କଂଗ୍ରେସକୁ ଲାଗିଛି ଆଉ ଏକ ଝଟକା। ଅଖିଲେଶ ଯାଦବଙ୍କ ସମାଜବାଦୀ ପାର୍ଟି ପରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ଫେବୃଆରୀ ୫ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ ଆମ୍ ଆଦମୀ ପାର୍ଟିକୁ…
ବିକ୍ଷୋଭ ଭୟରେ ଦେଶ ଛାଡ଼ି ଭାରତରେ ଆଶ୍ରୟ ନେଇଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଭିସା ଅବଧି ବୃଦ୍ଧି କରାଯାଇଛି। ଅଗଷ୍ଟ ମାସରୁ ଭାରତରେ ଆଶ୍ରୟ ନେଇଥିବା ହସିନାଙ୍କୁ ପ୍ରତ୍ୟର୍ପଣ ପାଇଁ ବାଂଲାଦେଶର ଅନ୍ତରୀଣ ସରକାର ନୂଆଦିଲ୍ଲୀକୁ କହି ଆସୁଛନ୍ତି।…
ଉତ୍ତର ପ୍ରଦେଶର ଲକ୍ଷ୍ନୌ ପୁଲିସ୍ ଜଣେ ୪୦ ବର୍ଷୀୟ ଧୂର୍ତ୍ତକୁ ଗିରଫ କରିଛି। ବ୍ୟକ୍ତି ଜଣକ ନିଜକୁ ଭାରତୀୟ ସେନାର ଜଣେ କ୍ୟାପ୍ଟେନ ଭାବେ ପରିଚୟ ଦେଇ ମହିଳାମାନଙ୍କୁ ନିଜ ଜାଲରେ ଫସାଉଥିଲା। ସେମାନଙ୍କ ସହ ସମ୍ପର୍କ ରଖିବା ପରେ ଟଙ୍କା…
ଭି ନାରାୟଣନ ହେବେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ନୂଆ ଅଧ୍ୟକ୍ଷ। ଇସ୍ରୋ ଅଧ୍ୟକ୍ଷ ତଥା ଅନ୍ତରୀକ୍ଷ ବିଭାଗ ସଚିବ ଭାବେ ତାଙ୍କୁ କେନ୍ଦ୍ର ସରକାର ନିଯୁକ୍ତ କରିଛନ୍ତି। ଆସନ୍ତା ୧୪ ତାରିଖରେ ସେ ଇସ୍ରୋର ବର୍ତ୍ତମାନ ଅଧ୍ୟକ୍ଷ ଏସ୍.…
ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା ମୁଖାର୍ଜୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଏକ ଫଟୋ ସେୟାର କରି ସେ ପିଏମ ମୋଦୀଙ୍କୁ ପ୍ରଶଂସା କରିବା ସହ କହିଛନ୍ତି ଯେ…
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିଶୀ ମାର୍ଲେନା ଦାବି କରିଛନ୍ତି ଯେ କେନ୍ଦ୍ରର ବିଜେପି ସରକାର ତାଙ୍କୁ ଆବଣ୍ଟିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନର ଆବଣ୍ଟନକୁ ବାତିଲ କରିଛନ୍ତି। ଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀର ସେ କହିଛନ୍ତି ଯେ “ଆମ ଘର ଛଡ଼ାଇ ନିଆଯାଉଛି। ନିର୍ବାଚନ…
ପତ୍ନୀଙ୍କ ନିର୍ଯାତନା ସହି ନ ପାରି ଜୀବନ ହାରିଥିବା ଏଆଇ ଇଞ୍ଜିନିୟର ଅତୁଲ ସୁଭାଷଙ୍କ ୪ ବର୍ଷର ପୁଅ ଏବେ କେଉଁଠି, ତା’ର ତଥ୍ୟ ମିଳିଛି। ଅତୁଲଙ୍କ ପତ୍ନୀ ନିକିତା ସିଙ୍ଘାନିଆ ନିଜର ଓକିଲଙ୍କ ମାଧ୍ୟମରେ ସୁପ୍ରିମକୋର୍ଟଙ୍କୁ ୪ ବର୍ଷର ପୁଅର…