ଟିଏମ୍ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ରାମପୁରହାଟ: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲା ରାମପୁରହାଟରେ ରବିବାର ସକାଳେ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିଧାନସଭାର ପୂର୍ବତନ ଉପବାଚସ୍ପତି ତଥା ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ତାଙ୍କ ଘର ନିକଟସ୍ଥ ଦଳୀୟ କାର୍ଯ୍ୟାଳୟରୁ ଉଦ୍ଧାର କରାଯାଇଛି।…