National & International

NDA ବୈଠକରେ ଓଡ଼ିଶାକୁ ପ୍ରଶଂସା କଲେ ମୋଦି

NDAର ନେତା ଭାବେ ନିର୍ବାଚିତ ହେବା ପରେ ସଂସଦୀୟ ଦଳ ବୈଠକରେ ଅଭିଭାଷଣ ରଖିଛନ୍ତି ନରେନ୍ଦ୍ର ମୋଦି। ଲୋକସଭା ନିର୍ବାଚନ ଫଳାଫଳକୁ ନେଇ ପ୍ରତିକ୍ରିୟା ରଖିବା ସହ ଆଗାମୀ ଭିଜନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ଓଡ଼ିଶା ଦେଶର ବିକାଶ କ୍ଷେତ୍ରରେ…

ସରକାର ଗଠନ ପୂର୍ବରୁ ଆଡଭାନୀ ଓ ମୁରଲୀମନୋହର ଯୋଶୀଙ୍କୁ ଭେଟିଲେ ମୋଦି

ଦେଶରେ ଏନଡିଏ ୩.୦ ସରକାର ଗଠନ ହେବାକୁ ଯାଉଛି। ଦେଶରେ ଗଠନ ହେବାକୁ ଥିବା ମେଣ୍ଟ ସରକାରରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବେ। ଆଜି ଏନଡିଏ ସଂସଦୀୟ ଦଳ ବୈଠକରେ ସେ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ଏଥିସହ ସମସ୍ତଙ୍କୁ ସାଙ୍ଗରେ…

ଚନ୍ଦ୍ରବାବୁ ନାଇଡୁଙ୍କ ପତ୍ନୀ ୭ ଦିନରେ ୫୮୪ କୋଟି ଟଙ୍କା ରୋଜଗାର କଲେ

ଗୁଣ୍ଟୁର: ଲୋକସଭା ନିର୍ବାଚନର ଫଳାଫଳ ଆସିବାର ୩ ଦିନ ବିତିଗଲାଣି। ଏଥର ବିଜେପି ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରି ନାହିଁ ଏବଂ ସହଯୋଗୀମାନଙ୍କ ସହାୟତାରେ ସରକାର ଗଠନ କରିବାକୁ ଯାଉଛି। ଏଥିପାଇଁ ତେଲୁଗୁ ଦେଶମ ପାର୍ଟି (ଟିଡିପି) ମଧ୍ୟ ବିଜେପିକୁ ସମର୍ଥନ…

‘ଗଲା ୧୦ ବର୍ଷ ଟ୍ରେଲର ଥିଲା, ଆଗକୁ ଗତି ବଢିବ’

ଲୋକସଭା ନିର୍ବାଚନ ପରେ ଦେଶରେ ମୋଦି ୩.୦ ଆରମ୍ଭ ହେବାକୁ ଯାଉଛି। ଆସନ୍ତା ରବିବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ମୋଦି। ଏହା ପୂର୍ବରୁ ଆଜି ଏନଡିଏ ସଂସଦୀୟ ଦଳ ବୈଠକ ବସିଥିଲା, ଯେଉଁଥିରେ ସର୍ବସମ୍ମତି କ୍ରମେ ନରେନ୍ଦ୍ର ମୋଦିଙ୍କୁ…

ଶିବରାଜ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) ବିଷୟରେ ଗୁରୁତ୍ୱପୂର୍ଣ୍ଣ ଖବର ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଷ୍ଟ୍ରୀୟ ଅଧକ୍ଷ ଜେପି ନଡ୍ଡା ତାଙ୍କ ପଦରୁ ଇସ୍ତଫା ଦେବା ନେଇ ଆଲୋଚନା ହେଉଛି। ତାଙ୍କ ସ୍ଥାନରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ…

ମୋଦି ୩.୦ ସରକାର: ସହଯୋଗୀଙ୍କୁ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀ ପଦ ଦେବାକୁ ନାରାଜ ବିଜେପି!

ଏନଡିଏ ମେଣ୍ଟରେ ଚନ୍ଦ୍ରବାବୁ ନାଇଡୁଙ୍କ ଟିଡିପି ଓ ନୀତୀଶ କୁମାରଙ୍କ ଜେଡିୟୁର ଗୁରୁତ୍ୱ ବଢ଼ି ଯାଇଛି। ବିଜେପିକୁ ଏକାକୀ ସରକାର ଗଠନ କରିବାକୁ ମ୍ୟାଜିକ ନମ୍ବର ମିଳି ନଥିବାରୁ ଏହି ଦୁଲ ଦଳର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ଉଭୟ…

ଚନ୍ଦ୍ରବାବୁ ନାଇଡୁଙ୍କୁ ଭେଟିଲେ ଷ୍ଟାଲିନ୍‌

ଟିଡିପି ମୁଖ୍ୟ ତଥା ବିଜେପି ନେତୃତ୍ୱାଧୀନ ଏନଡିଏର ପ୍ରମୁଖ ସହଯୋଗ ଏନ ଚନ୍ଦ୍ରବାବୁ ନାଇଡୁ କେନ୍ଦ୍ରରେ ହେବାକୁ ଥିବା ସରକାର ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିବେ ବୋଲି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କହିଛନ୍ତି। ବୁଧବାର ଏନଡିଏ ବୈଠକରେ ଯୋଗ…

କେରଳର ୱାୟନାଡ଼ ଲୋକସଭା ଆସନ ଛାଡିପାରନ୍ତି ରାହୁଲ

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନର ଫଳାଫଳ ସ୍ପଷ୍ଟ ହୋଇଛି। ଫଳାଫଳରେ ବିଜେପି ସର୍ବବୃହତ ଦଳ ଭାବରେ ଉଭା ହୋଇଛି ଏବଂ ଏନଡିଏ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏହି ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ ଏକ ବଡ ଖବର ସାମ୍ନାକୁ…

ଚନ୍ଦ୍ରବାବୁ ଓ ନୀତୀଶଙ୍କ ଠାରୁ ଲିଖିତ ଭାବେ ସମର୍ଥନ ନେଲେ ମୋଦି

ଶେଷ ହୋଇଛି ବିଜେପି ନେତୃତ୍ୱାଧୀନ ଏନଡିଏ ବୈଠକ। କିଛି ସମୟ ପରେ ନୂଆ ସରକାର ଗଠନ ପାଇଁ ଦାବି ଜଣାଇବେ ନରେନ୍ଦ୍ର ମୋଦି। ସେ ଏନଡିଏ ସଦସ୍ୟଙ୍କ ସହ ଯାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ ବୋଲି ଜଣାପଡ଼ିଛି। ଚଳିତ ଲୋକସଭାରେ…

ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଫଡନାଭିସ୍‌

ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ବିଜେପି ନେତା ଦେବେନ୍ଦ୍ର ଫଡନାଭିସ। କିନ୍ତୁ ତାଙ୍କ ଇସ୍ତଫାପତ୍ର ଏଯାଏ ଗ୍ରହଣ ହୋଇ ନାହିଁ। ୨୦୧୪ରୁ ୨୦୧୯ ଯାଏ ମୁଖ୍ୟମନ୍ତ୍ରୀ ପଦରେ ଥିବା ଫଡନାଭିସ କହିଛନ୍ତି, “ମୋତେ ସରକାରୀ ଦାୟିତ୍ୱରୁ ମୁକ୍ତି…