National & International

ପାକିସ୍ତାନରେ ଭୟଙ୍କର ସଡ଼କ ଦୁର୍ଘଟଣା, ୫ ଶିଶୁଙ୍କ ସମେତ ଗୋଟିଏ ପରିବାରର ୧୩ ମୃତ

ଲାହୋର: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଶନିବାର ଏକ ମିନି ଟ୍ରକ୍ ଭାରସାମ୍ୟ ହରାଇ ଖାଲକୁ ଖସି ପଡ଼ିବାରୁ ୫ ଶିଶୁଙ୍କ ସମେତ ଗୋଟିଏ ପରିବାରର ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ଅନ୍ୟ ୯ ଜଣ ଆହତ ହୋଇଛନ୍ତି। ଉଦ୍ଧାର…

ସ୍ଵାତି ମାଲିୱାଲଙ୍କ ଘଟଣାରେ ଆପ୍‌କୁ ନଡ୍ଡାଙ୍କ କଡା ସମାଲୋଚନା

ନୂଆଦିଲ୍ଲୀ: ହିମାଚଳପ୍ରଦେଶର ଚମ୍ବାଠାରେ ଏକ ନିର୍ବାଚନ ରାଲିରେ ବିଜେପି ଅଧ୍ୟକ୍ଷ କଂଗ୍ରେସ ଏବଂ ବିରୋଧୀ ଦଳର ଇଣ୍ଡିଆ ମେଣ୍ଟ ଉପରେ ଆକ୍ରମଣ କରିଛି। ସେ ରାହୁଲ ଗାନ୍ଧୀଙ୍କ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି। ନଡ୍ଡା କହିଛନ୍ତି ଯେ ଆଜିକାଲି ରାହୁଲ ଗାନ୍ଧୀ…

ଘରେ ବସି ଭୋଟ ଦେଲେ ମନମୋହନ ସିଂହ, ଅନସାରୀ, ଆଡଭାନୀ ଓ ଯୋଶୀ

ନୂଆଦିଲ୍ଲୀ : ଘରେ ବସି ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ପୂର୍ବତନ ଉପ ରାଷ୍ଟ୍ରପତି ମହମ୍ମଦ ହମିଦ ଅନସାରୀ, ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଏଲକେ ଆଡଭାନୀ ଓ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ. ମୁରଲୀ ମନୋହର ଯୋଶୀ।…

ସ୍ୱାତୀ ମାଲିୱାଲ ମାମଲା: କାଲି ବରିଷ୍ଠ ନେତାଙ୍କ ସହ ବିଜେପି ଅଫିସ ଯିବେ କେଜ୍ରିୱାଲ

ନୂଆଦିଲ୍ଲୀ : ଆପ୍‌ର ରାଜ୍ୟସଭା ସାଂସଦ ସ୍ୱାତୀ ମାଲିୱାଲଙ୍କୁ ଦଳର ସୁପ୍ରିମୋ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ଆକ୍ରମଣ କରାଯାଇଥିବା ଅଭିଯୋଗରେ ଆଜି ପୁଲିସ୍‌ ବୈଭବ କୁମାରଙ୍କୁ ଗିରଫ କରିଛି। ବୈଭବ କୁମାର ହେଉଛନ୍ତି ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ପିଏ।…

ମୁଁ ଆପଣଙ୍କୁ ମୋ ପୁଅକୁ ଦେଇଦେଉଛି: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ରାଏବରେଲିରେ ଆୟୋଜିତ ଏକ ରାଲିରେ କହିଛନ୍ତି ଯେ ଆମର ମୂଳ ଏହି ମାଟି ସହିତ ଯୋଡି ହୋଇ ରହିଛି । ରାହୁଲ ଗାନ୍ଧୀଙ୍କ ପାଇଁ ଭୋଟ୍ ମାଗିବାବେଳେ ସେ ଇନ୍ଦିରା ଗାନ୍ଧୀଙ୍କ ବିଚାରଧାରା ଲୋକଙ୍କ…

ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ, ଜାମିନ ପାଇଁ ଟ୍ରାଏଲ କୋର୍ଟ ଯାଇପାରିବେ କେଜ୍ରିୱାଲ

ଅବକାରୀ ନୀତି ଦୁର୍ନୀତି ମାମଲାରେ ଇଡି ଦ୍ୱାରା ହୋଇଥିବା ଗିରଫଦାରୀ ବିରୋଧରେ ଅରବିନ୍ଦ କେଜ୍ରିୱାଲ କରିଥିବା ଆବେଦନର ଶୁଣାଣି ଆଜି ସୁପ୍ରିମକୋର୍ଟ କରିଛନ୍ତି। ଏହି ସମୟରେ କେଜ୍ରିୱାଲଙ୍କ ଓକିଲ ଅଭିଷେକ ମନୁସିଙ୍ଘଭୀ ଦମଦାର ଯୁକ୍ତି ଉପସ୍ଥାପନ କରିଛନ୍ତି। ଯୁକ୍ତି ଶୁଣିବା ପରେ…

ମମତାଙ୍କୁ ‘ଆପଣଙ୍କ ଦାମ କେତେ’ ପଚାରି ଅଡ଼ୁଆରେ ବିଜେପି ପ୍ରାର୍ଥୀ

କଲିକତା ହାଇକୋର୍ଟର ପୂର୍ବତନ ବିଚାରପତି ତଥା ବିଜେପିର ତାମଲୁକ ପ୍ରାର୍ଥୀ ଅଭିଜିତ ଗାଙ୍ଗୁଲି ବିବାଦରେ ଫସିଛନ୍ତି। ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସମ୍ପର୍କରେ ବିବାଦୀୟ ଟିପ୍ପଣୀ ଦେଇଥିବାର ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗିଛି। ସନ୍ଦେଶଖାଲି ପ୍ରସଙ୍ଗରେ ସେ ମମତା…

କ୍ଷମତାକୁ ଆସିଲେ ରାମ ମନ୍ଦିର ଉପରେ ବୁଲଡୋଜର ଚଢ଼ାଇ ଦେବେ କଂଗ୍ରେସ ଓ ସପା : ମୋଦି

ଲୋକସଭା ନିର୍ବାଚନ ପାଇଁ ପ୍ରଚାର କରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବଡ଼ ଦାବି କରିଛନ୍ତି। ଯଦି କଂଗ୍ରେସ ଓ ସମାଜବାଦୀ ପାର୍ଟି(ସପା), ତା’ହେଲେ ସେମାନେ ଅଯୋଧ୍ୟାରେ ଥିବା ରାମ ମନ୍ଦିର ଉପରେ ବୁଲଡୋଜର ଚଢ଼ାଇ ଦେବେ ବୋଲି ମୋଦି କହିଛନ୍ତି।…

କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ମାଡ଼ ମାରିବା ଘଟଣା; ସ୍ୱାତୀ ମାଲୱାଲିଙ୍କ ମୁହଁରେ ଲାଗିଛି ଆଘାତ

ମେଡିକୋ-ଲିଗାଲ୍ କେସ୍ ରିପୋର୍ଟ ଅନୁସାରେ ଆପ୍ ସାଂସଦ ସ୍ୱାତୀ ମାଲୱାଲିଙ୍କ ମୁହଁରେ ଆଭ୍ୟନ୍ତରୀଣ ଆଘାତ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ତାଙ୍କୁ ଅସଦାଚରଣ କରିବା ସହ ମାଡ଼ ମାରିଥିବା ଅଭିଯୋଗ କରିଥିଲେ ସ୍ୱାତୀ। ଏହାପରେ ଦିଲ୍ଲୀ ଏମ୍ସରେ…

୪୧ଟି ମେଡ଼ିସିନ ଓ ୬ଟି ଫର୍ମୁଲେସନର ଦର କମିଲା

୪୧ଟି ଅତ୍ୟାବଶ୍ୟକ ଔଷଧର ଦାମ୍ ହ୍ରାସ ପାଇଛି। ସରକାରଙ୍କ ପକ୍ଷରୁ ୪୧ଟି ମେଡ଼ିସିନ ସମେତ ମଧୁମେହ, ହୃଦୟ ଏବଂ ଯକୃତ ରୋଗ ଚିକିତ୍ସା ପାଇଁ ବ୍ୟବହୃତ ହେଉଥିବା ୬ଟି ଫର୍ମୁଲେସନର ମୂଲ୍ୟ ହ୍ରାସ କରାଯାଇଛି। ଫାର୍ମାସ୍ୟୁଟିକାଲ୍ସ ଏବଂ ନ୍ୟାସନାଲ ଫାର୍ମାସ୍ୟୁଟିକାଲ୍ ପ୍ରାଇସିଙ୍ଗ୍…