କେବଳ କୋଭିସିଲ୍ଡ ନୁହେଁ, କୋଭାକ୍ସିନରେ ବି ରହିଛି ପାର୍ଶ୍ବପ୍ରତିକ୍ରିୟା !
ନୂଆଦିଲ୍ଲୀ: କରୋନା ମହାମାରୀରୁ ରକ୍ଷା ପାଇବା ପାଇଁ ସାରା ଦେଶରେ ଲୋକମାନେ କରୋନା ଟୀକା ନେଇଥିଲେ, କିନ୍ତୁ ନିକଟରେ ଯେତେବେଳେ ଲୋକମାନେ କୋଭିସିଲ୍ଡ ଟିକାର ପାର୍ଶ୍ୱ ପ୍ରତିକ୍ରିୟା ବିଷୟରେ ଜାଣିବାକୁ ପାଇଲେ, ସେତେବେଳେ ଲୋକମାନଙ୍କର ଚିନ୍ତା ବଢିଯାଇଥିଲା । ଏବେ କୋଭାକ୍ସିନର…
