ମୋଦିଙ୍କୁ ୬ ବର୍ଷ ବ୍ୟାନ କରିବାକୁ ହୋଇଥିବା ଆବେଦନ ଖାରଜ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ ଲଢ଼ିବା ଓ ନିର୍ବାଚନ ପ୍ରକ୍ରିୟାରୁ ୬ ବର୍ଷ ପାଇଁ ବ୍ୟାନ କରିବା ପାଇଁ ହୋଇଥିବା ଆବେଦନକୁ ଆଜି ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ସେ ୨୦୨୪ ନିର୍ବାଚନ ପାଇଁ ଚାଲିଥିବା ପ୍ରଚାର ବେଳେ ଘୃଣା…
