‘ପିଓକେ’ ଭାରତର ଅଂଶ, ଆମେ ଏହାକୁ ନିଶ୍ଚିତ ଫେରାଇ ଆଣିବୁ : ଶାହ
ପାକିସ୍ତାନ କବଳରୁ ମୁକ୍ତି ପାଇବା ପାଇଁ ପାକିସ୍ତାନ ଅଧିକୃତ କଶ୍ମୀର ଲୋକେ ରାସ୍ତା ଓହ୍ଲାଇଛନ୍ତି। ଏଠାରେ ଜୋରଦାର ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ପୁଲିସ ଓ ଜନସଧାରଣଙ୍କ ଭିତରେ ଜାରି ରହିଛି ସଂଘର୍ଷ। ଏହାରି ଭିତରେ ଗୃହମନ୍ତ୍ରୀ ଅମିତ ଶାହା ପିଓକେକୁ…
