National & International

ଜଳିଗଲା ୩୬ ଯାତ୍ରୀଙ୍କୁ ନେଇ ଯାଉଥିବା ବସ୍‌, ସାମ୍ନାକୁ ଆସିଲା ଭୟଙ୍କର ଦୃଶ୍ୟ

ମୁମ୍ବାଇ : ଚାହୁଁ ଚାହୁଁ ଜଳି ଗଲା ଯାତ୍ରୀବାହୀ ବସ୍‌। ବସ୍‌ରେ ଥିଲେ ୩୬ ଯାତ୍ରୀ। ଏହି ପୂରା ଘଟଣା ଏକ ଭୟଙ୍କର ଦୃଶ୍ୟ ସାମ୍ନାକୁ ଆସିଛି। ଯାହା ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମୁମ୍ବାଇ-ପୁଣେ ଏକ୍ସପ୍ରେସ୍‌ ଜାତୀୟ ରଜପଥରେ…

ଆପ୍‌ର ନିର୍ବାଚନୀ ପ୍ରଚାର ମଙ୍ଗ ଧରିବେ ସୁନୀତା

ନୂଆଦିଲ୍ଲୀ : ପ୍ରଚାର ମୈଦାନକୁ ଓହ୍ଲାଇବେ ସୁନୀତା କେଜ୍ରିଓ୍ୱାଲ। ଆମ୍‌ ଆଦମୀ ପାର୍ଟିର ନିର୍ବାଚନୀ ପ୍ରଚାରର ମଙ୍ଗ ଧରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ପତ୍ନୀ। ଏଥିପାଇଁ ଆପ୍‌ ପକ୍ଷରୁ ତାଙ୍କୁ ମିଳିଛି ବଡ଼ ଦାୟିତ୍ୱ। ଗତ ମାସରେ ଇଣ୍ଡିଆ ବ୍ଲକ୍…

ଶେଷ ହେଲା ୨ୟ ପର୍ଯ୍ୟାୟ ଭୋଟଗ୍ରହଣ, ଅପରାହ୍ଣ ୫ଟା ସୁଦ୍ଧା ୬୧% ମତଦାନ

ନୂଆଦିଲ୍ଲୀ: ଦେଶରେ ଲୋକସଭା ନିର୍ବାଚନର ୨ୟ ପର୍ଯ୍ୟାୟ ମତଦାନ ସଂପନ୍ନ ହୋଇଛି । ଅପରାହ୍ଣ ୫ଟା ସୁଦ୍ଧା ୬୧ ପ୍ରତିଶତ ମତଦାନ ହୋଇଛି । ତେବେ କେତେକ ବୁଥରେ ଲୋକେ ଏବେ ବି ଧାଡ଼ିରେ ଛିଡ଼ା ହୋଇଥିବାରୁ ସେଠାରେ ଭୋଟଗ୍ରହଣ ଜାରି…

ସନ୍ଦେଶଖାଲିରେ କମାଣ୍ଡୋ, ସିବିଆଇ ତଦନ୍ତ ବିରୋଧରେ ସୁପ୍ରିମକୋର୍ଟରେ ବେଙ୍ଗଲ ସରକାର

ପଶ୍ଚିମବଙ୍ଗର ସନ୍ଦେଶଖାଲିରେ ଆଜି ସିବିଆଇ ଟିମ ଏନଏସଜି କମାଣ୍ଡୋମାନଙ୍କୁ ନେଇ ସର୍ଚ୍ଚ ଅପରେସନ କରିଛି। ଏହି ସମୟରେ ସନ୍ଦେଶଖାଲିରୁ ବିଦେଶୀ ବନ୍ଧୁକ ଓ ଗୁଳିଗୋଳା ମିଳିଛି। ଏହାକୁ ନେଇ ବିବାଦ ମଧ୍ୟ ବଢ଼ିବାରେ ଲାଗିଛି। ଜାନୁଆରୀ ୫ ତାରିଖ ଇଡି ଅଧିକାରୀଙ୍କ…

ଦିଲ୍ଲୀ ଏୟାରପୋର୍ଟରୁ ଧରା ପଡ଼ିଲେ ନକଲି ପାଇଲଟ

ନିଜକୁ ପାଇଲଟ୍‌ର ପରିଚୟ ଦେଇ ଦିଲ୍ଲୀର ଇନ୍ଦିରା ଗାନ୍ଧି ଅନ୍ତର୍ଜାତୀୟ ଏୟାରପୋର୍ଟରେ ବୁଲୁଥିବା ଜଣେ ୨୪ ବର୍ଷୀୟ ଯୁବକଙ୍କୁ ଗିରଫ କରି ଅର୍ଦ୍ଧସମାରିକ ବାହିନୀ। ନକଲି ପାଇଲଟ ଜଣଙ୍କ ହେଉଛନ୍ତି ସଙ୍ଗୀତ ସିଂହ। ତାଙ୍କ ଘର ଉତ୍ତର ପ୍ରଦେଶର ଗୌତମ ବୁଦ୍ଧ…

‘ମୁଁ ପୂର୍ବ ଜନ୍ମରେ ପଶ୍ଚିମବଙ୍ଗରେ ଜନ୍ମ ହୋଇଥିଲି’

‘ପଶ୍ଚିମବଙ୍ଗବାସୀଙ୍କ ଏତେ ଭଲ ପାଇବା ଦେଖି ମୋ’ ହୃଦୟ ତରଳି ଯାଉଛି। କାରଣ ଏତେ ଭଲ ପାଇବା ମୁଁ କେବେ ମୋ’ ଜୀବନରେ ପାଇନି। ଏପରି ଲାଗୁଛି ଯେପରି ପୂର୍ବ ଜନ୍ମରେ ମୁଁ ପଶ୍ଚିମ ବଙ୍ଗରେ ଜନ୍ମ ହୋଇଥିଲି, ନଚେତ ଆସନ୍ତା…

ଗାଣ୍ଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନ ଲଢିବେ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା

ରାଞ୍ଚି: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନ ନିର୍ବାଚନ ରାଜନୀତିରେ ପ୍ରବେଶ କରିଛନ୍ତି। ଗାଣ୍ଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ପକ୍ଷରୁ ତାଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଛି । ଏହି ଆସନରେ ମତଦାନ ମେ…

ଏବେ ହ୍ବାଟ୍ସଆପରେ ମିଳିବ ସୁପ୍ରିମକୋର୍ଟରେ ଚାଲିଥିବା ମାମଲା ସମ୍ପର୍କିତ ସୂଚନା

ନୂଆଦିଲ୍ଲୀ: ଡିଜିଟାଇଜେସନ୍ ଦିଗରେ ଆଉ ଏକ ପଦକ୍ଷେପ ନେଇଛନ୍ତି ସୁପ୍ରିମ୍ କୋର୍ଟ। ଏବେ ଓକିଲ ଓ ଆବେଦନକାରୀମାନେ ମଧ୍ୟ ସୁପ୍ରିମକୋର୍ଟରେ ବିଚାରାଧୀନ ଥିବା ସେମାନଙ୍କ ମାମଲାର ଅପଡେଟ୍ ହ୍ୱାଟ୍ସଆପ୍ ରେ ପାଇପାରିବେ। ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ ଗୁରୁବାର ଏହି ଘୋଷଣା…

ମୁଖ୍ୟମନ୍ତ୍ରୀ ରେଭନ୍ଥଙ୍କ ବଡ଼ ଦାବି: ୨୦୨୫ ସୁଦ୍ଧା ବିଜେପି ହଟାଇ ଦେବେ ସଂରକ୍ଷଣ ବ୍ୟବସ୍ଥା

ହାଇଦ୍ରାବାଦ : ଚଳିତ ସାଧାରଣ ନିର୍ବାଚନରେ ସଂରକ୍ଷଣ ଗୋଟିଏ ମୁଖ୍ୟ ପ୍ରସଙ୍ଗ ପାଲଟି ଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓବିସି ସଂରକ୍ଷଣ ବ୍ୟବସ୍ଥା କଥା ଉଠାଇ କଂଗ୍ରେସକୁ ଟାର୍ଗେଟ କରିଥିଲେ। ଏବେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀ ବିଜେପି ସମ୍ପର୍କରେ ବଡ଼…

ମହୁଆଙ୍କୁ ଆଶ୍ୱସ୍ତି, ମାନହାନୀ ମାମଲା ଫେରାଇ ନେଲେ ଅନନ୍ତ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ ନେତ୍ରୀ ମହୁଆ ମୋଇତ୍ରାଙ୍କୁ ମିଳିଲା ଆଶ୍ୱସ୍ତି। ତାଙ୍କ ବିରୋଧରେ କରିଥିବା ମାନହାନୀ ମାମଲାକୁ ଫେରାନେଲେ ତାଙ୍କ ପୂର୍ବତନ ସାଥୀ ତଥା ଓକିଲ ଜୟ ଅନନ୍ତ ଦେହାଦ୍ରି। ଦିଲ୍ଲୀ ହାଇକୋର୍ଟରେ ମହୁଆଙ୍କ ବିରୋଧରେ ଅନନ୍ତ ଦେହାଦ୍ରି ମାନହାନୀ…