National & International

ଟିଏମସି ନେତାଙ୍କ ପୋଖରୀରୁ ଅସ୍ତ୍ରଶସ୍ତ୍ର ଜବତ

କଲକାତା: ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜିଲା ଅନ୍ତର୍ଗତ ସନ୍ଦେଶଖାଲି ଅଞ୍ଚଳରୁ ପୁଲିସ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ଜଣେ ନେତାଙ୍କ ପୋଖରୀରୁ ଶନିବାର ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛି। ବିଶ୍ବସ୍ତ ସୂତ୍ରରୁ ଖବର ପାଇ ସ୍ଥାନୀୟ ପୁଲିସ ଓ ଏସ୍‌ଟିଏଫ…

କୁଏତ, ବାହାରିନ୍‌ ଉପରେ ଇରାନର ବାଲାଷ୍ଟିକ୍‌ କ୍ଷେପଣାସ୍ତ୍ର ଓ ଡ୍ରୋନ୍‌ ଆକ୍ରମଣ

କୁଏତ ସିଟି: କୁଏତ ଓ ବାହାରିନ ଉପରେ ଶନିବାର ଇରାନ ବାଲାଷ୍ଟିକ୍‌ କ୍ଷେପଣାସ୍ତ୍ର ଓ ଡ୍ରୋନ୍‌ ଜରିଆରେ ଆକ୍ରମଣ କରିଛି। ଇରାନର ଆକ୍ରମଣକୁ ଦୃଷ୍ଟିରେ ରଖି କୁଏତ ଓ ବାହାରିନ୍‌ ସରକାର ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ସକ୍ରିୟ କରିଥିବା ଜଣାପଡ଼ିଛି। ଏ…

ମହଙ୍ଗା ହେଲା ଏଲପିଜି, ଚିନ୍ତାରେ ଖାଉଟି

ନୂଆଦିଲ୍ଲୀ: ଘରୋଇ ଏଲପିଜି ସିଲିଣ୍ଡର ଦର ପୁଣି ୨୯ ଟଙ୍କା ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ମୂଲ୍ୟ ୧୪.୨ କିଲୋଗ୍ରାମ ଘରୋଇ ସିଲିଣ୍ଡର ଉପରେ ଶନିବାର ମଧ୍ୟରାତ୍ରରୁ ଦେଶବ୍ୟାପୀ ତତ୍କାଳ ଲାଗୁ କରାଯାଇଛି। ଗତ ୩ ମାସ ମଧ୍ୟରେ ଏହା ଘରୋଇ…

NEET-UG ୨୦୨୬ ପରୀକ୍ଷା ପାଇଁ ସହର ସୂଚନା ଜାରି କଲା ଏନଟିଏ

ନୂଆଦିଲ୍ଲୀ : NEET-UG ପେପର ଲିକ୍ ହେବା ପରେ ପୁଣିଥରେ ପରୀକ୍ଷା କରାଯାଉଛି । ଜୁନ୍ ୨୧ ତାରିଖରେ ଆଉଥରେ ନିଟ୍ ପରୀକ୍ଷା କରାଯିବ । ଏଥିପାଇଁ ପରୀକ୍ଷା ପାଇଁ ସହର ସୂଚନା ଘୋଷଣା କରିଛି ଏନଟିଏ । ପରୀକ୍ଷାର୍ଥୀ ସହର…

ଶାଢି ବଣ୍ଡଲ ତଳେ ଲୁଚିଥିଲେ ଟିଏମସି ନେତା, ଗିରଫ କଲା ପୋଲିସ

କୋଲକତା : ପଶ୍ଚିମବଙ୍ଗ ହାୱଡାରେ ଟିଏମସି ନେତାଙ୍କୁ ଗିରଫ କରିଛି ପୋଲିସ । ଗିରଫ କରିବା ବେଳର ଭିଡିଓ ସୋସିଆଲ ମିଡିଆରେ ଭାଇରଲ ହେବାରେ ଲାଗିଛି । ପୋଲିସକୁ ଚକମା ଦେବାକୁ ଟିଏମସି ନେତା ଏକ କପଡା ଦୋକାନର ଷ୍ଟୋରରୁମରେ ଶାଢି…

ସଂପତ୍ତି ପାଇଁ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ହତ୍ୟା, ପଶ୍ଚିମବଙ୍ଗରୁ ୨ ଜଣଙ୍କୁ ବାନ୍ଧିଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ : ଦିଲ୍ଲୀ ନ୍ୟୁ ଅଶୋକ ନଗର ଅଞ୍ଚଳରେ ଦିଲ୍ଲୀ ୟୁନିଭରସିଟିର ଜଣେ ମହିଳା ଆସିଷ୍ଟାଣ୍ଟ ପ୍ରଫେସର ହତ୍ୟା ମାମଲାରେ ପୋଲିସ ବଡ଼ ଖୁଲାସା କରିଛି । ଏହି ହତ୍ୟାକାଣ୍ଡ ସହିତ ଜଡିତ ଜଣେ ମହିଳା ଏବଂ ପୁରୁଷକୁ ପୋଲିସ ଗିରଫ…

ଆମେରିକା ଟୋଲେଡୋରେ ଏକ ଉତ୍ସବରେ ଗୁଳିମାଡ଼, ଅନେକ ଗୁରୁତର

ଆମେରିକା : ଆମେରିକାରେ ଓହିୟୋରେ ଟୋଲେଡୋରେ ଭୟଙ୍କର ଗୁଳିକାଣ୍ଡ । ଏଠାରେ ଉତ୍ସବ ଚାଲିଥିବା ବେଳେ ଦୁବୃର୍ତ୍ତ ଆଖିବୁଜା ଗୁଳିମାଡ଼ ହୋଇଛି । ଏଠାକାର ଟୋଲେଡୋ ସହରର ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୁଳିମାଡ଼ ହୋଇଥିବା ଯୋଗୁଁ ଅନେକ ବ୍ୟକ୍ତି ଆହତ ହୋଇଛନ୍ତି…

ଏଲଓପି ନିଯୁକ୍ତିକୁ ଚାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହେବ ଟିଏମସି

କଲକାତା: ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା (ଏଲଓପି) ନିଯୁକ୍ତିକୁ ଚାଲେଞ୍ଜ କରି ତୃଣମୂଳ କଂଗ୍ରେସ (ଟିଏମସି) ହାଇକୋର୍ଟଙ୍କ ଦ୍ବାରସ୍ଥ ହେବାକୁ ଯୋଜନା କରିଛି। ଟିଏମସିର ବହିଷ୍କୃତ ନେତା ଋତବ୍ରତ ବାନାର୍ଜୀଙ୍କୁ ଏଲଓପି ଭାବେ ନିଯୁକ୍ତି ଦେବା ନେଇ ବାଚସ୍ପତି ରଥୀନ୍ଦ୍ର…

ମଣିପୁରରେ ପୁଣି ହିଂସା; ୩ ମୃତ

ଇମ୍ଫାଲ: ମଣିପୁରର କାଙ୍ଗପୋକପି ଜିଲାରେ ଶୁକ୍ରବାର ଭୋର ସମୟରେ ପୁଣି ଥରେ ରକ୍ତପାତ ଦେଖିବାକୁ ମିଳିଛି। ନ୍ୟୁ କେଥେଲମାନବି ଅଞ୍ଚଳ ଅଧୀନରେ ଥିବା ଲୋଇବୋଲ୍ ଗ୍ରାମ ଉପରେ କିଛି ଅଜ୍ଞାତ ସଶସ୍ତ୍ର ଆକ୍ରମଣକାରୀଙ୍କୁ ଗୁଳିମାଡ଼ରେ ୩ ଜଣ ଗ୍ରାମବାସୀଙ୍କର ମୃତ୍ୟୁ ଘଟିଛି…

ଇଣ୍ଡି ମେଣ୍ଟରେ ଫାଟ: ଜୁନ୍‌ ୮ରେ କଂଗ୍ରେସ ଡାକିଥିବା ବୈଠକରେ ଯୋଗ ଦେବନି ସିପିଆଇଏମ୍‌ ଓ ଜେଏମ୍‌ଏମ୍‌

ନୂଆଦିଲ୍ଲୀ: ଜୁନ୍ ୮ ତାରିଖରେ କଂଗ୍ରେସ ଦ୍ୱାରା ଡକାଯାଇଥିବା ଇଣ୍ଡି ମେଣ୍ଟ ବୈଠକକୁ ଡିଏମକେ ପ୍ରତ୍ୟାଖ୍ୟାନ କରିବାର କିଛି ଦିନ ପରେ, ବିରୋଧୀ ମେଣ୍ଟରେ ନୂତନ ଫାଟ ଦେଖାଦେଇଛି। ସିପିଆଇ(ଏମ୍) ଓ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ୍) କଂଗ୍ରେସ ନେତୃତ୍ୱଙ୍କ କାର୍ଯ୍ୟଶୈଳୀ…