National & International

ବିବାଦ ପରେ ସ୍ପଷ୍ଟୀକରଣ: କେନ୍ଦ୍ରମନ୍ତ୍ରୀ କହିଲେ କରୋନା ଯୋଗୁ ଆୟ ୬୮୦କୁ ଖସି ଯାଇଥିଲା

ଭାଗିଦାରୀରେ ଚାଲିଥିବା ବ୍ୟବସାୟ କରୋନା ଯୋଗୁ ଗଭୀର ଭାବେ ପ୍ରଭାବିତ ହୋଇଥିଲା। ବ୍ୟବସାୟରେ ଅନେକ କ୍ଷତି ସହିବାକୁ ପଡ଼ିଥିଲା। ଏଥିପାଇଁ ୨୦୨୧-୨୦୨୨ ଆର୍ଥିକ ବର୍ଷରେ କେନ୍ଦ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖରଙ୍କ ଟିକସ ଯୁକ୍ତ ଆୟ ୬୮୦ ଟଙ୍କାକୁ ଖସି ଯାଇଥିଲା। ଏକଥା ନିଜେ…

କାଫେ ବିସ୍ଫୋରଣ ଘଟଣା: ଅଭିଯୁକ୍ତ ଧରାପଡ଼ିବା ପରେ ତେଜିଲା ରାଜନୀତିକ ବାକଯୁଦ୍ଧ

ବେଙ୍ଗାଲୁରୁର ପ୍ରସିଦ୍ଧ ରାମେଶ୍ୱରମ କାଫେ ବିସ୍ଫୋରଣ ଘଟଣାର ୨ ମୁଖ୍ୟ ଅଭିଯୁକ୍ତ ବେଙ୍ଗଲର ପୂର୍ବ ମେଦିନାପୁର ଜିଲ୍ଲାରୁ ଧରା ପଡ଼ିଛନ୍ତି। ଦୀର୍ଘ ଦିନ ଧରି ୨ ମୁଖ୍ୟ ଅଭିଯୁକ୍ତ ଫେରାର ଥିବା ବେଳେ ଶେଷରେ ସେମାନଙ୍କୁ ଏନଆଇଏ ଗିରଫ କରିଛି। ତେବେ…

କବିତାଙ୍କୁ ରିମାଣ୍ଡରେ ନେଲା ସିବିଆଇ

ପ୍ରଥମ ଇଡି ଦ୍ୱାରା ଗିରଫ ହୋଇଇଥିବା ବିଆରଏସ୍‌ ନେତ୍ରୀ କେ କବିତାଙ୍କୁ ସିବିଆଇ ଗତକାଲି ବିଧିବଦ୍ଧ ଭାବେ ଗିରଫ କରିଛି। ଏବେ ସିବିଆଇ କବିତାଙ୍କୁ ରିମାଣ୍ଡରେ ନେଇଛି। ଏପ୍ରିଲ ୧୫ ଯାଏ ସିବିଆଇ ତାଙ୍କୁ ରିମାଣ୍ଡରେ ନେବାକୁ ଅନୁମତି ପାଇଛି। ଦିଲ୍ଲୀର…

ଆପ୍‌ର ଅଭିଯୋଗ, ଦିଲ୍ଲୀରେ ରାଷ୍ଟ୍ରପତି ଶାସନ ଜାରି କରିବାକୁ ଚାହୁଁଛି ବିଜେପି

ଦିଲ୍ଲୀରେ ରାଷ୍ଟ୍ରପତି ଶାସନ ଜାରି କରିବାକୁ ବିଜେପି ପ୍ରୟାସ କରୁଛି ବୋଲି ଅଭିଯୋଗ କରିଛି ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)। ଦିଲ୍ଲୀ ସରକାରରେ ମନ୍ତ୍ରୀ ଥିବା ଆତିଶୀ ଆଜି ଏହି ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ ଆମକୁ ବିଶ୍ୱସ୍ତ ସୂତ୍ରରୁ…

ଜମ୍ମୁ ଓ କଶ୍ମୀର ଫେରିପାଇବ ରାଜ୍ୟ ମାନ୍ୟତା, ହେବ ବିଧାନସଭା ନିର୍ବାଚନ: ପ୍ରଧାନମନ୍ତ୍ରୀ

‘ଖୁବ୍‌ଶୀଘ୍ର ଜମ୍ମୁ ଓ କଶ୍ମୀର ରାଜ୍ୟ ମାନ୍ୟତା ଫେରି ପାଇବ। ତା’ପରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ।’ ଆଜି ଜମ୍ମୁ ଓ କଶ୍ମୀରର ଉଧମପୁରରେ ଏକ ନିର୍ବାଚନୀ ସଭାରେ ଯୋଗ ଦେବା ଅବସରରେ ଏହି କଥା କହିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।…

ଇନ୍ଦିରା ଗାନ୍ଧିଙ୍କ ପରେ ଆମେରିକା ମାଗାଜିନ୍‌ରେ ମୋଦି

ନୂଆଦିଲ୍ଲୀ : ଭାରତର ତତ୍‌ତ୍କାଳିନ ପ୍ରଧାନମନ୍ତ୍ରୀ ଇନ୍ଦିର ଗାନ୍ଧିଙ୍କ ପରେ ପ୍ରଥମ ଥର ପାଇଁ ଆମେରିକାର ପ୍ରସିଦ୍ଧ ସାପ୍ତାହିକ ମାଗାଜିନ କଭର ପେଜ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦୀର୍ଘ ୯୦ ମିନିଟ୍‌ ଧରି ନ୍ୟୁଜ୍‌ଓ୍ୱିକ୍‌କୁ ସେ ଦେଇଛନ୍ତି ସାକ୍ଷାତକାର। ଏହି ସମୟରେ…

ୟୁକ୍ରେନରେ ସୈନ୍ୟ ଅଭାବ, ବାଧ୍ୟତାମୂଳକ ହେଲା ସେନାରେ ଯୋଗଦାନ

କିବ: ଦୁଇ ବର୍ଷରୁ ଅଧିକ ସମୟ ଧରି ରୁଷିଆ ସହ ଲଢ଼େଇ କରିବା ପରେ ଯୁଦ୍ଧ କ୍ଷେତ୍ରରେ ହଜାର ହଜାର ୟୁକ୍ରେନ୍ ସୈନିକ ପ୍ରାଣ ହରାଇଛନ୍ତି। ଏଭଳି ସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଏବେ ୟୁକ୍ରେନରେ ସୈନିକଙ୍କ ଅଭାବ ଦେଖାଦେଇଛି। ୟୁକ୍ରେନର ସଂସଦରେ…

ଇଦ୍‌ରେ ସଲମାନ ଖାନଙ୍କ ବାସଭବନ ବାହାରେ ଏକତ୍ରିତ ହୋଇଥିବା ଫ୍ୟାନ୍‌ଙ୍କ ଉପରେ ପୁଲିସର ଲାଠିଚାର୍ଜ

ମୁମ୍ବାଇ: ଇଦ୍‌ର ସ୍ୱତନ୍ତ୍ର ଅବସରରେ ସଲମାନ୍‌ ଖାନ୍‌ଙ୍କ ପ୍ରଶଂସକମାନେ ସୁପରଷ୍ଟାରଙ୍କ ଝଲକ ଦେଖିବା ପାଇଁ ତାଙ୍କ ଗାଲାକ୍ସି ବାସଭବନ ବାହାରେ ଆଜି ବହୁ ସଂଖ୍ୟାରେ ଏକାଠି ହୋଇଥିଲେ। ଦୁର୍ଭାଗ୍ୟବଶତଃ ଭିଡ଼ ଏତେ ଅସମ୍ଭାଳ ହୋଇପଡ଼ିଥିଲା ଯେ ଏହାକୁ ନିୟନ୍ତ୍ରଣ କରିବା ପାଇଁ…

କେ କବିତାଙ୍କ ଅଡ଼ୁଆ ବଢିଲା, ED ପରେ ବାନ୍ଧିଲା CBI

ନୂଆଦିଲ୍ଲୀ : ତେଲାଙ୍ଗନା ବିଆରଏସ (ଭାରତ ରାଷ୍ଟ୍ର ସମିତି) ନେତ୍ରୀ କେ କବିତାଙ୍କ ପାଇଁ ଅଡ଼ୁଆ ବଢିଛି। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଇଡି ତାଙ୍କୁ ଗିରଫ କରିଥିବା ବେଳେ ଏବେ ସିବିଆଇ ଗିରଫ କରିଛି। ଆଜି ସିବିଆଇ ତାଙ୍କୁ ତିହାର…

 ଆତଙ୍କବାଦୀଙ୍କୁ ସେମାନଙ୍କ ଘରେ ପଶି ମାରିଛୁ- ମୋଦି

ନୂଆଦିଲ୍ଲୀ : ଦେଶରେ ନିର୍ବାଚନ ଋତୁ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘନଘନ ପ୍ରଚାର କରିଚାଲିଛନ୍ତ। ଏହି ପ୍ରଚାର ସମୟରେ ଆଜି ସେ ପ୍ରଥମଥର ଭାରତୀୟ ସେନା କରିଥିବା ସର୍ଜିକାଲ ଓ ଏୟାର ଷ୍ଟ୍ରାଇକ କଥା ଉଠାଇଛନ୍ତି। ଉରି ଓ…