ପଦ୍ମ ଛାଡି ସଙ୍ଗେ ସଙ୍ଗେ ହାତ ଧରିଲେ ସାଂସଦ ବ୍ରିଜେନ୍ଦ୍ର ଚୌଧୁରୀ

ଚଣ୍ଡିଗଡ଼: ହରିୟାଣାର ହିସାର ଲୋକସଭା ସାଂସଦ ବ୍ରିଜେନ୍ଦ୍ର ଚୌଧୁରୀ ବିଜେପିରୁ ଇସ୍ତଫା ଦେଇଛନ୍ତି। ସେ ସକାଳେ ଟୁଇଟ୍ କରି ଦଳ ଛାଡିବାକୁ ନିଷ୍ପତ୍ତି ନେଇଥିଲେ ଏବଂ ପରେ ଅପରାହ୍ନରେ କଂଗ୍ରେସରେ ଯୋଗ ଦେଇଥିଲେ। କଂଗ୍ରେସ ସହ ହାତ ମିଳାଇବା ପୂର୍ବରୁ ପୂର୍ବତନ…

ଉଲଗ୍ନ ହୋଇ ଡାକ୍ତରଖାନାରେ ବୁଲିଲେ ଡାକ୍ତର

ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗର (ପୂର୍ବର ଔରାଙ୍ଗାବାଦ) ଜିଲ୍ଲାର ବିଡକିନ ସ୍ଥିତ ସରକାରୀ ଡାକ୍ତରଖାନାରେ ଜଣେ ଡାକ୍ତର ଉଲଗ୍ନ ହୋଇ ବୁଲିବାର ଭିଡିଓ ସାମ୍ନାକୁ ଆସିଛି। ଏହି ଡାକ୍ତର ଜଣଙ୍କ ସଦାବେଳେ ନିଶା ସେବନ କରନ୍ତି ବୋଲି ଜଣାପଡ଼ିଛି। ନିଶାସକ୍ତ ଅବସ୍ଥାରେ ସେ…

କ୍ରିଷ୍ଟିନା ଜିତିଲେ ମିସ୍‌ ୱାର୍ଲଡ୍ ୨୦୨୪ ମୁକୁଟ

ମିସ୍ ୱାର୍ଲଡ୍ ୨୦୨୪ର ବିଜେତା ହୋଇଛନ୍ତି ଚେକ୍ ରିପବ୍ଲିକ୍‌ର କ୍ରିଷ୍ଟିନା ପାଇସ୍କୋଭା। ଶନିବାର ମୁମ୍ବାଇର ଜିଓ ୱାର୍ଲ୍‌ଡ କନ୍‌ଭେନସନ ସେଣ୍ଟରରେ ଅନୁଷ୍ଠିତ ମିସ୍ ୱାର୍ଲଡ୍‌ର ୭୧ତମ ସଂସ୍କରଣର ଗ୍ରାଣ୍ଡ ଫିନାଲେରେ ୨୪ ବର୍ଷୀୟା କ୍ରିଷ୍ଟିନାଙ୍କୁ ବିଜୟୀ ଘୋଷଣା କରାଯାଇଥିଲା। ଲେବାନନର ୟସମୀନା…

ଇସ୍ତଫା ଦେଲେ ନିର୍ବାଚନ କମିଶନର ଅରୁଣ ଗୋଏଲ

ଆଉ କିଛି ସପ୍ତାହ ପରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ। ଆସନ୍ତା ଗୁରୁବାର କିମ୍ବା ଶୁକ୍ରବାର ଏନେଇ ତାରିଖ ମଧ୍ୟ ଘୋଷଣା ହେବାର ଥିଲା। କିନ୍ତୁ ଏହାପୂର୍ବରୁ ହଠାତ୍‌ ଭାରତୀୟ ନିର୍ବାଚନ କମିଶନର ପଦରୁ ଇସ୍ତଫା ଦେଇଛନ୍ତି ଅରୁଣ ଗୋଏଲ। ଇସ୍ତଫାର କାରଣ…

ନୋଇଡା : ହଷ୍ଟେଲ ଖାଦ୍ୟ ଖାଇ ୧୦୦ ଛାତ୍ର ଅସୁସ୍ଥ

ନୋଇଡା: ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାର ଏକ ହଷ୍ଟେଲରେ ଖାଦ୍ୟ ଖାଇ ୧୦୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି। ସମସ୍ତ ଛାତ୍ରଙ୍କୁ ଗ୍ରେଟର ନୋଏଡାର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନେକ ଛାତ୍ରଙ୍କୁ ପ୍ରାଥମିକ ଚିକିତ୍ସା ପରେ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି।…

ବିବାଦ ଯୋଗୁ ମାଳଦ୍ବୀପରେ ପର୍ଯ୍ୟଟକଙ୍କ ସଂଖ୍ୟା ୩୩% କମିଲା

ମାଲେ: ଭାରତ ସହିତ ବିବାଦ ମାଳଦ୍ବୀପକୁ ମହଙ୍ଗା ପଡ଼ିଛି। ବିବାଦ ପରେ ମାଳଦ୍ବୀପର ସ୍ଥିତି ସଙ୍କଟଜନକ ହୋଇଛି। ପର୍ଯ୍ୟଟକଙ୍କ ସଂଖ୍ୟା ଆଶାତୀତ କମିବାରୁ ମାଳଦ୍ବୀପର ପର୍ଯ୍ୟଟନ ଶିଳ୍ନ ଭୁଶିଡ଼ିବା ସ୍ଥିତିକୁ ଆସିଛି। ଦେଶର ପର୍ଯ୍ୟଟନ ଶିଳ୍ପରେ ଭାରତୀୟ ପର୍ଯ୍ୟଟକଙ୍କ ସଂଖ୍ୟା ଗତ…

୧.୭୫କୋଟି ଲୋକଙ୍କୁ ମିଳିବ ମାଗଣା ଏଲପିଜି ସିଲିଣ୍ଡର

ନୂଆଦିଲ୍ଲୀ: ୧.୭୫କୋଟି ଲୋକଙ୍କୁ ମିଳିବ ମାଗଣା ଏଲପିଜି ସିଲିଣ୍ଡର | ରଙ୍ଗର ପର୍ବ ହୋଲିରେ ଉତ୍ତରପ୍ରଦେଶବାସୀଙ୍କୁ ବଡ ଉପହାର ଦେଲେ ଯୋଗୀ ସରକାର | କ୍ୟାବିନେଟ ବୈଠକରେ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୦୦ଟଙ୍କା ହ୍ରାସ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା…

ରାହୁଲଙ୍କୁ ପ୍ରଧାନମନ୍ତ୍ରୀ କରିବାକୁ ସୋନିଆ ଚାହୁଁଛନ୍ତି ଓ ତେଜସ୍ୱୀଙ୍କୁ ମୁଖ୍ୟମନ୍ତ୍ରୀ ପାଇଁ ଲାଲୁ ଚାହୁଁଛନ୍ତି: ଶାହା

ପାଟନା: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଆଜି ବିହାରର ପାଟନାରେ ଏକ ଜନସଭାରେ ଯୋଗ ଦେଇଛନ୍ତି | ଏହି ସମାବେଶରେ ସମ୍ବୋଧିତ କରି ସେ ଏକାସାଙ୍ଗରେ କଂଗ୍ରେସ ଏବଂ ଆରଜେଡି ଉପରେ ଆକ୍ରମଣ କରିଥିଲେ। ଅମିତ ଶାହା କହିଛନ୍ତି ଯେ…

ହିମାଚଳ ସଙ୍କଟ: ଉତ୍ତରାଖଣ୍ଡରେ କଂଗ୍ରେସର ୬ ବିଦ୍ରୋହୀଙ୍କ ସମେତ ୧୧ ବିଧାୟକ

ସିମଲା : ରାଜ୍ୟସଭା ନିର୍ବାଚନ ପରେ ହିମାଚଳ ପ୍ରଦେଶର କ୍ଷମତାସୀନ କଂଗ୍ରେସରେ ଦେଖାଯାଇଥିବା ସଙ୍କଟ ଟଳିବାର ନାଁ ଧରୁନି। ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ କରି ବିଜେପି ପ୍ରାର୍ଥୀ ହର୍ଷ ମହାଜନଙ୍କୁ ଜିତାଇଥିବା କଂଗ୍ରେସର ୬ ବିଦ୍ରୋହୀ ବିଧାୟକ ଏବେ ଉତ୍ତରାଖଣ୍ଡରେ…

ଗୁରୁବାର କିମ୍ବା ଶୁକ୍ରବାର ଘୋଷଣା ହେବ ଲୋକସଭା ନିର୍ବାଚନ ତାରିଖ

ନୂଆଦିଲ୍ଲୀ : ଦେଶରେ ଲୋକସଭା ନିର୍ବାଚନ କେବେ ହେବ, ତା’ର ଘୋଷଣା ଭାରତୀୟ ନିର୍ବାଚନ କମିଶନ ଆସନ୍ତା ଗୁରୁବାର କିମ୍ବା ଶୁକ୍ରବାର ଘୋଷଣା କରି ପାରନ୍ତି। ସୋମବାର ଠାରୁ ବୁଧବାର ଯାଏ ମୁଖ୍ୟ ନିର୍ବାଚନ କମିଶନର ଜମ୍ମୁ-କଶ୍ମୀର ଗସ୍ତ କରିବେ। ସେଠାରେ…