ରାଜ୍ୟସଭାକୁ ମନୋନୀତ ହେଲେ ସୁଧା ମୂର୍ତ୍ତି
ରାଜ୍ୟସଭାକୁ ମନୋନୀତ ହେଲେ ପ୍ରସିଦ୍ଧ ଉଦ୍ୟୋଗପତି ତଥା ଇନଫୋସିସର ଚେୟାରମ୍ୟାନ ନାରାୟଣ ମୂର୍ତ୍ତିଙ୍କ ପତ୍ନୀ ତଥା ପ୍ରଖ୍ୟାତ୍ ଲେଖିକା ସୁଧା ମୂର୍ତ୍ତି। ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟସଭା ପାଇଁ ମନୋନୀତ କରିଛନ୍ତି। ଏନେଇ ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା…
