ରାହୁଲ ଗାନ୍ଧିଙ୍କ ‘ନ୍ୟାୟ ଯାତ୍ରା’ରେ ସାମିଲ ହେଲେନି କମଲନାଥ ଗୋଷ୍ଠୀର କୌଣସି ବିଧାୟକ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶ କଂଗ୍ରେସରେ ସବୁ କିଛି ଠିକ ଠାକ ନଥିବା ଭଳି ଅନୁମେୟ ହେଉଛି। କାରଣ ଛିନ୍ଦୱାରା ସାଂସଦ ନକୁଲ ନାଥଙ୍କ ଠାରୁ ଆରମ୍ଭ କରି ତାଙ୍କ ବାପା କମଲ ନାଥଙ୍କ ଗୋଷ୍ଠୀର କୌଣସି ବିଧାୟକ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ…

ସଂଜୟ ସିଂ ଓ ମନୀଷ ସିସୋଦିଆ ପୁଣି ନିରାଶ, ମିଳିଲାନି ଜାମିନ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଆମ୍ ଆଦମୀ ପାର୍ଟି (ଆପ୍) ସାଂସଦ ସଞ୍ଜୟ ସିଂହ ଏବଂ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଅଦାଲତରୁ ଆଶ୍ୱସ୍ତି ମିଳିନାହିଁ। ଏହି ମାମଲାରେ କୋର୍ଟ ପୁଣି ଥରେ…

ମାର୍ଚ୍ଚ ୧୬ରେ ହାଜର ହୁଅ କେଜ୍ରିଓ୍ବାଲ : ଦିଲ୍ଲୀ କୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଦିଲ୍ଲୀର ଚର୍ଚ୍ଚିତ ଅବକାରୀ ନୀତି ମାମଲାରେ ରାଉଜ୍ ଆଭେନ୍ୟୁ କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଦାଖଲ କରାଯାଇଥିବା ଆବେଦନ ଉପରେ କୋର୍ଟ ସମସ୍ତ ଅଭିଯୁକ୍ତଙ୍କ ଠାରୁ ଜବାବ ମାଗିଛନ୍ତି। ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ…

ଆମେଥି ଓ ୱାୟନାଡରୁ ଲଢିବେ ରାହୁଲ ଗାନ୍ଧି, ରାୟବରେଲିରୁ ପ୍ରିୟଙ୍କା !

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧି ଉତ୍ତରପ୍ରଦେଶର ଆମେଥି ଓ କେରଳର ୱାୟନାଡରୁ ଲୋକସଭା ନିର୍ବାଚନ ଲଢ଼ିବେ। ପ୍ରିୟଙ୍କା ଗାନ୍ଧି ଭଦ୍ରା ରାୟବରେଲିରୁ ଲୋକସଭା ନିର୍ବାଚନ ଲଢ଼ିବେ ବୋଲି ସୂତ୍ରରୁ ମିଳିଥିବା ସୂଚନାକୁ ଭିତ୍ତି କରି ଇଣ୍ଡିଆ ଟିଭି ରିପୋର୍ଟ କରିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସନ୍ଦେଶଖାଲିର ୫ ମହିଳା

ଚର୍ଚ୍ଚାରେ ରହିଥିବା ପଶ୍ଚିମବଙ୍ଗ ଅନ୍ତର୍ଗତ ସନ୍ଦେଶଖାଲିର ୫ ଜଣ ମହିଳା ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଗିରଫ ପରେ ଟିଏମସିରୁ ନିଲମ୍ବିତ ହୋଇଥିବା ଶେଖ ଶାହଜାହାଁ ମହିଳାମାନଙ୍କୁ ନିର୍ଯାତନା ଦେବା ସହ ସେମାନଙ୍କ ଜମି ହଡ଼ପ କରିଥିବା ଅଭିଯୋଗ ହୋଇଛି।…

ବେଙ୍ଗଲ ସରକାରଙ୍କୁ କୋର୍ଟଙ୍କ ନିର୍ଦ୍ଦେଶ: ୪.୧୫ ସୁଦ୍ଧା ଶାହଜାହାଁଙ୍କୁ ସିବିଆଇକୁ ହସ୍ତାନ୍ତର କର

ପୁଣିଥରେ ପଶ୍ଚିମବଙ୍ଗ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି କଲିକତା ହାଇକୋର୍ଟ। ଆଜି ଅପରାହ୍ନ ୪.୧୫ ସୁଦ୍ଧା ନିଲମ୍ବିତ ଟିଏମସି ନେତା ଶେଖ ଶାହଜାହାଁଙ୍କୁ ସିବିଆଇକୁ ହସ୍ତାନ୍ତର କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଇଡି ଅଧିକାରୀଙ୍କୁ ମାଡ଼ ମାରିବା ଘଟଣାରେ ଶାହଜାହାଁ ଗିରଫ…

ବିରୋଧୀ ଥିବା ଟିଏମପି ଏବେ ଶାସକ ବିଜେପିରେ ମିଶିବ, ମିଳିବ ମନ୍ତ୍ରୀ ପଦ

ତ୍ରିପୁରାର ପ୍ରମୁଖ ବିରୋଧୀ ଦଳ ତଥା ରାଜ ପରିବାରର ସଦସ୍ୟ ପ୍ରଦ୍ୟୋତ କିଶୋର ଦେବବର୍ମାଙ୍କ ତିପ୍ରା ମୋଥା ଦଳ(ଟିଏମପି) ନିଜର ପଟ ପରିବର୍ତ୍ତନ କରିଛି। ମାର୍ଚ୍ଚ ୨ରେ କେନ୍ଦ୍ର ଓ ତ୍ରୁପୁରା ସରକାରଙ୍କ ସହ ଗୋଟିଏ ତ୍ରିପାକ୍ଷିକ ଚୁକ୍ତି ସ୍ୱାକ୍ଷରିତ କରିଥିବା…

ଦେଶର ପ୍ରଥମ ଅଣ୍ଡରୱାଟର୍ ମେଟ୍ରୋ ଟନେଲ ଉଦଘାଟିତ

ପାଣି ଭିତରେ ଦୌଡିବ ମେଟ୍ରୋ। ଦେଶର ପ୍ରଥମ ଅଣ୍ଡରୱାଟର ମେଟ୍ରୋ ଟନେଲ ଉଦଘାଟିତ। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୀର୍ଘଦିନର ଏହି ପ୍ରୋଜେକ୍ଟକୁ ଉଦଘାଟିତ କରିଛନ୍ତି। କୋଲକାତାରେ ହୁଗୁଳି ନଦୀ ଭିତରେ ୧୬.୬ କିଲୋମିଟର ପର୍ଯ୍ୟନ୍ତ ଏହି ଅଣ୍ଡରୱାଟର ମେଟ୍ରୋ ଟନେଲ ନିର୍ମାଣ କରାଯାଇଛି। ୨୦୧୦ ମସିହାରେ…

୩ ଔଷଧର ବ୍ୟବହାର ଉପରେ ଲାଗିଲା ରୋକ

ମେଗ ଲାଇଫ ସାଇନ୍ସ ପକ୍ଷରୁ ଉତ୍ପାଦନ ହେଉଥିବା ସମସ୍ତ ଔଷଧର ସେବନ ଓ ବ୍ୟବହାର ବିରୋଧରେ ଲୋକଙ୍କୁ ସତର୍କ କରାଇଛି ତେଲଙ୍ଗାନା ସରକାର। କମ୍ପାନୀ ପକ୍ଷରୁ ମାର୍କେଟରେ ବିକ୍ରି ହେଉଥିବା MPOD 200, MEXCLAV 625, and CEFOXIM-CVରେ କୌଣସି ପ୍ରକାରର…

ନକ୍ସଲ ଗତିବିଧିରେ ସାମିଲ ଥିଲେ ପତିପତ୍ନୀ, ଉଠାଇ ନେଲା ATS

ନକ୍ସଲ ଗତିବିଧିରେ ସାମିଲ ଥିଲେ ପତିପତ୍ନୀ। ଉଠାଇ ନେଲା ATS । ଏପରି ଏକ ଘଟଣା ଉତ୍ତରପ୍ରଦେଶରେ ଘଟିଛି। ATS ଦ୍ୱାରା ବନ୍ଧା ହୋଇଥିବା ଦମ୍ପତି ହେଲେ କୃପାଶଙ୍କର ସିଂହ ଓ ତାଙ୍କ ପତ୍ନୀ ବିନ୍ଦା ସୋନା । ଉଭୟ ପ୍ରତିବନ୍ଧିତ…