ଭିଡିଓ କନଫରେନ୍ସିଂ ଜରିଆରେ ଇଡି ପ୍ରଶ୍ନର ଉତ୍ତର ଦେବେ କେଜ୍ରିୱାଲ

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଅଷ୍ଟମ ସମନ ପରେ ବି ହାଜର ହେବେନି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଅବକାରୀ ଦୁର୍ନୀତି ମାମଲାରେ ଅଷ୍ଟମ ଥର ପାଇଁ ସମନ ପଠାଇଥିଲା ଇଡି । ହେଲେ ଅଷ୍ଟମ ଡାକରାକୁ ବେଆଇନ୍ ଦର୍ଶାଇଛନ୍ତି  ଦିଲ୍ଲୀ…

ଜମ୍ମୁର କୁଖ୍ୟାତ ଅପରାଧୀ ରାଜେଶ ଡୋଗରା ଓରଫ ମୋହନର ମୃତ୍ୟୁ

ଶପିଂ ମଲ୍‌ ବାହାରେ ଫୁଟିଲା ଗୁଳି। ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ। ପାଖାପାଖି ୧୭ରୁ ୧୮ ରାଉଣ୍ଡ ହେଲା ଗୁଳିମାଡ। ଏଥିରେ ଟିଳିପଡିଛି ଜଣେ କୁଖ୍ୟାତ ଗ୍ୟାଙ୍ଗଷ୍ଟର୍‌। ସେପଟେ ଶପିଂ କରିବାକୁ ଆସିଥିବା ଲୋକେ ଭୟଭୀତ ହୋଇପଡିଛନ୍ତି। ପଞ୍ଜାବର ମୋହାଲିରେ ଘଟିଛି ଏଭଳି…

ଦଳୀୟ ଅଫିସ ଖାଲି କରିବା ପାଇଁ ଆପ୍‌କୁ କୋର୍ଟଙ୍କ ନିର୍ଦ୍ଦେଶ

ଅରବିନ୍ଦ କେଜ୍ରିୱାଲଙ୍କ ଆମ ଆଦମୀ ପାର୍ଟି(ଆପ୍‌)କୁ ଦଳୀୟ ଅଫିସ ଖାଲି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ରାଉଜ ଆଭିନ୍ୟୁ ଠାରେ ଥିବା ଆପ୍‌ର ଅଫିସକୁ ଜୁନ ୧୫ ସୁଦ୍ଧା ଖାଲି କରିବାକୁ ସର୍ବୋଚ୍ଚ ଅଦାଲତ କହିଛନ୍ତି। ଆପ୍‌ର ଅଫିସ ତିଆରି ହୋଇଥିବା…

ଦିଲ୍ଲୀ ମହିଳାମାନଙ୍କୁ ପ୍ରତିମାସରେ ମିଳିବ ୧୦୦୦ ଟଙ୍କା

ନୂଆଦିଲ୍ଲୀ: ଦିଲ୍ଲୀ ମହିଳାମାନଙ୍କ ପାଇଁ ଖୁସି ଖବର। ଏଣିକି ଦିଲ୍ଲୀର ମହିଳାମାନଙ୍କୁ ପ୍ରତିମାସରେ ୧୦୦୦ଟଙ୍କା ଲେଖାଏଁ ମିଳିବ। ଦିଲ୍ଲୀର କେଜ୍ରିୱାଲ ସରକାର  ୨୦୨୪ ମାର୍ଚ୍ଚ ୪ ତାରିଖ‌ରେ ସୋମବାର ଦିନ ୧୦ମ ବ‌ଜେଟ ଉପସ୍ଥାପନା କରିଛନ୍ତି। ଚଳିତଥର ଦିଲ୍ଲୀ ପାଇଁ ୭୬ହଜାର…

ସାରା ଦେଶ କହୁଛି ମୁଁ ମୋଦିଙ୍କ ପରିବାର: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  ଆଜି ତେଲେଙ୍ଗାନର ଆଦିଲାବାଦରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ ଟାର୍ଗେଟ୍ କରିଛନ୍ତି । ମୋଦି କହିଛନ୍ତି,‘‘ ମୋ ପରିବାର ଯୋଗୁଁ ବିରୋଧୀ  ମୋତେ ଟାର୍ଗେଟ୍ କରିଥିଲେ ।…

ମହୁଆଙ୍କୁ ଝଟ୍‌କା, ଆବେଦନ ଖାରଜ କଲେ ହାଇକୋର୍ଟ

ତୃଣମୂଳ କଂଗ୍ରେସ ନେତ୍ରୀ ତଥା ବହିଷ୍କୃତ ସାଂସଦ ମହୁଆ ମୋଇତ୍ରାଙ୍କୁ ପୁଣି ଝଟ୍‌କା। ଲାଞ୍ଚ ନେବା ଅଭିଯୋଗକୁ ନେଇ କରାଯାଉଥିବା ବୟାନବାଜୀ ଉପରେ ରୋକ ଲଗାଇବା ପାଇଁ ସେ କରିଥିବା ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ବିଜେପି ସାଂସଦ ନୀଶିକାନ୍ତ…

ISRO ମୁଖ୍ୟ ଏସ୍‌ ସୋମନାଥଙ୍କୁ କ୍ୟାନ୍‌ସର୍‌

ଇସ୍ରୋ ମୁଖ୍ୟ ଏସ୍‌ ସୋମନାଥଙ୍କୁ କ୍ୟାନ୍‌ସର। ଏକ ଇଣ୍ଟରଭ୍ୟୁରେ ଏନେଇ ସେ ଖୋଦ୍‌ ଜଣାଇଛନ୍ତି। ଭାରତର ସୂର୍ଯ୍ୟ ମିଶନ ଆଦିତ୍ୟ ଏଲ୍‌-୧ ଲଞ୍ଚ ବେଳେ ତାଙ୍କୁ କ୍ୟାନ୍‌ସର୍‌ ହୋଇଥିବା ନେଇ ଜଣାପଡିଥିଲା ବୋଲି ସେ କହିଛନ୍ତି। ସେ କହିଛନ୍ତି, ଚନ୍ଦ୍ରଯାନ-୩ ମିଶନ…

ଆପଣ ଜଣେ ମନ୍ତ୍ରୀ, ନିଜ ମନ୍ତବ୍ୟର ପରିଣାମ ଜାଣିବା ଉଚିତ୍ ଥିଲା : ଉଦୟନିଧି ଷ୍ଟାଲିନଙ୍କୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ତାମିଲନାଡୁ ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ସନାତନ ଧର୍ମକୁ ନେଇ ଦେଇଥିବା ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ ତାଙ୍କୁ କଡ଼ା ସମାଲୋଚନା କରିଛନ୍ତି। ବାକ୍ ଓ ଅଭିବ୍ୟକ୍ତି ର ସ୍ୱାଧୀନତାର ଅଧିକାରର ଦୁରୁପଯୋଗ କରିବା ପରେ ସେ କାହିଁକି ତାଙ୍କ ପିଟିସନ ଆଣିଲେ…

ପୁଣି ପାକିସ୍ତାନ ପ୍ରଧାନମନ୍ତ୍ରୀ ହେବେ ଶେହବାଜ ଶରିଫ

ପୁଣିଥରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ହେବେ ଶେହବାଜ ଶରିଫ। ସେ ଦ୍ୱିତୀୟ ଥର ପାଇଁ ପାକିସ୍ତାନର ଶାସନ ଡୋର ନିଜ ହାତକୁ ନେବେ। ନବ ନିର୍ବାଚିତ ସଂସଦରେ ଅତି ସହଜରେ ସଂଖ୍ୟାଗରିଷ୍ଠତା ହାସଲ କରିବା ପରେ ଶେହବାଜ ଶରିଫ ରବିବାର ଦ୍ୱିତୀୟ ଥର…

ବିଜେପିକୁ ୨ ହଜାର ଟଙ୍କା ଚାନ୍ଦା ଦେଲେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଦଳ ଭାରତୀୟ ଜନତା ପାର୍ଟିକୁ ଟଙ୍କା ଦାନ କରିଛନ୍ତି। ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଦଳକୁ ଆର୍ଥିକ ଦୃଷ୍ଟିରୁ ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଡୋନେଟ୍ ଫର ନେସନ୍ ବିଲ୍ଡିଂ ଅଭିଯାନ ଅଧୀନରେ…