ଆସନ୍ତା ୧୦ ଦିନ ମଧ୍ୟରେ ୧୨ଟି ରାଜ୍ୟର ୨୯ଟି କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ସମ୍ଭାବ୍ୟ ଘୋଷଣା ପୂର୍ବରୁ ଆସନ୍ତା ୧୦ ଦିନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୨ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୨୯ଟି କାର୍ଯ୍ୟକ୍ରମରେ ଯୋଗ ଦେବେ। ସେ ତେଲେଙ୍ଗାନା, ତାମିଲନାଡୁ, ଓଡ଼ିଶା, ପଶ୍ଚିମବଙ୍ଗ, ବିହାର, ଜମ୍ମୁ-କଶ୍ମୀର, ଆସାମ, ଅରୁଣାଚଳ…
