ଇସ୍ତଫା ଦେଲେ ଚଣ୍ଡିଗଡ଼ ମେୟର; ବିଜେପିରେ ମିଶିଲେ ଆପର ୩ ଜଣ କାଉନସିଲର
ଚଣ୍ଡିଗଡ଼ ମେୟର ଇଲେକ୍ସନରେ ଆସିଛି ଟ୍ୱିଷ୍ଟ। ଭୋଟ୍ ଗଣତିରେ ଚଞ୍ଚକତା ଅଭିଯୋଗ କରି ଆପ୍ ସୁପ୍ରିମକୋର୍ଟରେ ପହଞ୍ଚିଥିବା ବେଳେ ଦଳର ତିନି ଜଣ ନବ ନିର୍ବାଚିତ କାଉନସିଲର ବିଜେପିରେ ଯୋଗ ଦେଇସାରିଲେଣି। ସେପଟେ ବିଜେପି ପକ୍ଷରୁ ବିଜୟୀ ହୋଇଥିବା ମେୟର ମନୋଜ ସୋନକର…
