ଚମ୍ପାଇ ସରକାରଙ୍କ ଉପରେ ସଙ୍କଟର କଳାବାଦଲ

ରାଞ୍ଚି : ଝାଡ଼ଖଣ୍ଡରେ ପୁଣି ଥରେ ଆରମ୍ଭ ହୋଇଛି ରାଜନୈତିକ ହଲଚଲ। ଶପଥ ନେବାର ଦୁଇ ସପ୍ତାହ ପରେ ଚମ୍ପାଇ ସରକାରଙ୍କ ଉପରେ ସଙ୍କଟର କଳାବାଦଳ ଢ଼ାଙ୍କିବାକୁ ଲାଗିଲାଣି। କ୍ୟାବିନେଟ ବିସ୍ତାର ପରେ ଅନେକ ବିଧାୟକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବିଶେଷ…

କମଲନାଥଙ୍କ ଉପରେ ବି ଇଡି-ସିବିଆଇର ଚାପ ରହିଛି: ଦିଗବିଜୟ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା ଦେଇପାରନ୍ତି ଦଳର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ। ସେ ବିଜେପିରେ ଯୋଗ ଦେଇପାରନ୍ତି ବୋଲି ଚର୍ଚ୍ଚା ଚାଲିଛି। ଏହାରି ଭିତରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ…

ଉତ୍ତର ପ୍ରଦେଶ ପୁଲିସ ପରୀକ୍ଷା ଆଡ୍‌ମିଟ୍‌ କାର୍ଡରେ ସନ୍ନି ଲିଓନ୍‌ଙ୍କ ଫଟୋ ଓ ନାଁ

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ପୁଲିସ କନେଷ୍ଟବଳ ଚାକିରି ନିମନ୍ତେ ଉଦ୍ଦିଷ୍ଟ ପରୀକ୍ଷା ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଆଡ୍‌ମିଟ୍‌ କାର୍ଡଗୁଡ଼ିକ ମଧ୍ୟରୁ ଗୋଟିକରେ ଅଭିନେତ୍ରୀ ସନ୍ନି ଲିଓନ୍‌ଙ୍କ ଫଟୋ ଓ ନାଁ ରହିଛି ଏବଂ ତାହା ଶନିବାର ଦିନ ସାମାଜିକ ଗଣମାଧ୍ୟମରେ ଭାଇରାଲ୍‌…

ଅଖିଳେଶଙ୍କୁ ଝଟ୍‌କା, ଇସ୍ତଫା ଦେଲେ ସଲିମ ଶେରଓ୍ୱାନି

ଲକ୍ଷ୍ନୌ : ଲୋକସଭା ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟିକୁ ପୁଣି ଝଟ୍‌କା। ଦଳରେ ଜାରି ରହିଛି ଇସ୍ତଫା ଝଡ଼। ସାଇକେଲରୁ ଓହ୍ଲାଉଛନ୍ତି ଜଣଙ୍କ ପରେ ଜଣେ ବରିଷ୍ଠ ନେତା। ଦଳର ସାଧାରଣ ସମ୍ପାଦକ ପଦରୁ ସ୍ୱାମୀ ପ୍ରସାଦ ମୌର୍ଯ୍ୟ ଇସ୍ତଫା ଦେବା…

ଜୁନ୍‌ ୨୦୨୪ ଯାଏଁ  ବଢ଼ିଲା ଜେପି ନଡ୍ଡାଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ : ପୁଣି ବଢ଼ିଲା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ। ଆସନ୍ତା ଜୁନ୍‌ ୨୦୨୪ ଯାଏଁ ତାଙ୍କ କାର୍ଯ୍ୟକାଳକୁ ବଢ଼ାଇ ଦିଆଯାଇଛି। ଏନେଇ ଜାନୁଆରୀ ମାସରେ ଗୃହମନ୍ତ୍ରୀ ଅମିତ ଶାହ ଘୋଷଣା କରିଥିଲେ। ଆଜି ଏହି ପ୍ରସ୍ତାବକୁ ମଞ୍ଜୁରୀ…

ଇସ୍ରୋର ଇନସାଟ୍-3DS ଉତକ୍ଷେପଣ ସଫଳ

ମହାକାଶ ଗବେଷଣା କ୍ଷେତ୍ରରେ ଇସ୍ରୋକୁ ଆଉ ଏକ ସଫଳତା। ପାଣିପାଗ ଉପଗ୍ରହ ଇନସାଟ୍-3DSର ଉତକ୍ଷେପଣ ସଫଳ ହୋଇଛି। ଆଜି ଆନ୍ଧ୍ରପ୍ରଦେଶ ସ୍ଥିତ ଶ୍ରୀହରିକୋଟା ଶତୀଶ ଧାୱନ ସ୍ପେଶ୍ ସେଣ୍ଟରରୁ INSAT-3DSର ସଫଳତାପୂର୍ବକ ଉତକ୍ଷେପଣ କରିଛି ଇସ୍ରୋ। ଜିଓସିଙ୍କ୍ରୋନସ୍ ସାଟେଲାଇଟ୍ ଲଞ୍ଚ ଭେଇକିଲ୍ GSLV-14…

ବିଜେପିରେ ଯୋଗ ଦେବା ନେଇ ଏଭଳି କହିଲେ କମଲନାଥ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା କମଲନାଥ କଂଗ୍ରେସ ଛାଡି ବିଜେପିରେ ଯୋଗଦାନ କରିବେ ବୋଲି ଚର୍ଚ୍ଚା ଜୋର ଧରିଛି | ତେବେ ଏହି ଚର୍ଚ୍ଚା ଭିତରେ ଏବେ ନିଜେ କମଲନାଥ ଏନେଇ ବୟାନ ଦେଇଛନ୍ତି |…

ଗୀତିକାର ଗୁଲଜାରଙ୍କ ସମେତ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟଙ୍କୁ ମିଳିବ ଜ୍ଞାନପୀଠ ପୁରସ୍କାର

ନୂଆଦିଲ୍ଲୀ: ପ୍ରସିଦ୍ଧ ଗୀତିକାର ଗୁଲଜାର ଏବଂ ସଂସ୍କୃତ ପଣ୍ଡିତ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟଙ୍କୁ ୫୮ତମ ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ କରାଯିବ। ଜ୍ଞାନପୀଠ ଚୟନ କମିଟି ଶନିବାର ଉଭୟ ନାମ ଘୋଷଣା କରିଛି। ଜ୍ଞାନପୀଠ ପୁରସ୍କାର ହେଉଛି ଭାରତର ସର୍ବୋଚ୍ଚ ସାହିତ୍ୟିକ ପୁରସ୍କାର |…

ଦେଶକୁ ବିଜେପି ମୁକ୍ତ କରିଦେବୁ: କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବିଜେପିକୁ ଟାର୍ଗେଟ କରିଛନ୍ତି। ଦିଲ୍ଲୀ ବିଧାନସଭାରେ ଆସ୍ଥା ଭୋଟ୍ ଉପରେ ସେ କହିଛନ୍ତି, “ବିଜେପି ପାଇଁ ସବୁଠାରୁ ବଡ ଆହ୍ୱାନ ହେଉଛି ଆମ୍ ଆଦମୀ ପାର୍ଟି। ଆଜି ଯଦି ବିଜେପି କାହାକୁ ଭୟ କରେ…

ବାଣ କାରଖାନାରେ ଲାଗିଲା ନିଆଁ, ବିସ୍ଫୋରଣରେ ୧୦ ଜଣଙ୍କର ମୃତ୍ୟୁ

ଚେନ୍ନାଇ: ଆଜି ତାମିଲନାଡୁର ବିରୁଧନଗର ଜିଲ୍ଲାର ଏକ ବାଣ ତିଆରି କାରଖାନାରେ ନିଆଁ ଲାଗି ବିସ୍ଫୋରଣ ଘଟିଛି | ଏହି ଦୁର୍ଘଟଣାରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ ଶନିବାର ତାମିଲନାଡୁର ବିରୁଧନଗର ଜିଲ୍ଲାର ଭେମ୍ବାକୋଟାଇ…